ଏଇ ଭାରତରେ
ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ ଚେକ୍ ଡ୍ୟାମ୍ ନିର୍ମାଣ କରୁଛନ୍ତି। ଏହି ଉପାୟରେ ଜଳ ସଂରକ୍ଷଣ କରି ଜଳସେଚନର…
ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା
ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ ନ ବାହାରିବା ପାଇଁ କୁହାଯାଉଥିଲା। ସତରେ କ’ଣ ଏହା ପ୍ରବଳ ବର୍ଷାର କାରଣ?…
ଗରିବ କିଏ
ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ ହୋଇଥାଏ। ଜୀବନସାରା କେବେ କାହାରିକୁ ଚା କପ୍ଟିଏ ବି ଦେବା ତାଙ୍କ ଦ୍ୱାରା…
ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି
ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ ସାଉଥ୍ର ସବୁ ଦେଶରେ ବିତର୍କର ଆଧାର ପାଲଟି ଥିବାବେଳେ ପାଶ୍ଚାତ୍ୟରେ ସମସ୍ତଙ୍କ ମଧ୍ୟରେ…
ନଦୀକୁ ଖସିଲା ବସ୍: ୨୪ ମୃତ, ଏବେ ବି ଅନେକ ନିଖୋଜ
ଢାକା,୨୬ା୩: ବାଂଲାଦେଶରେ ଏକ ବସ୍ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ବସ୍ଟି ରାଜବାରି ଜିଲାର ଦୌଲାଡିଆ ଟର୍ମିନାଲଠାରେ ନିୟନ୍ତ୍ରଣ ହରାଇ ପଦ୍ମା…
ବସଷ୍ଟାଣ୍ଡରେ OSRTC ବସ୍ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ତେବେ ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ…
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ…
ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ ଆଗାମୀ ଆଇପିଏଲରେ ତାଙ୍କର ପ୍ରମାଣ କରିବାକୁ କିଛି ନାହିଁ। ଗିଲ ସବୁଠାରୁ ଛୋଟ…
ଚକ୍ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ କରିବାରେ ଅକାମୀ କିନ୍ତୁ ଆଲୋଚନାରେ ଚତୁର। ଟ୍ରମ୍ପ କହିଥିଲେ, ‘ମୁଁ ନୁହେଁ… ସେମାନେ…
ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…
କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ ଭକ୍ତ ଶୋଭାଯାତ୍ରା କରି ସହର ପରିକ୍ରମା କରିବେ। ଏପରିକି ଶ୍ରୀରାମଙ୍କ କଠଉକୁ ସହର…
ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍ର ଗଞ୍ଜେଇ ଜବତ, ମୂଲ୍ୟ…
ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର…
୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…
ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍ ପୋକ୍ସୋ ଜଜ୍ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳର…
Archives


