ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍ର ପର୍ଦ୍ଦାଫାଶ କଲା STF
ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ ଅଭିଯୁକ୍ତଙ୍କଠାରୁ ୩ ଲକ୍ଷ ୮୬ ହଜାର ଟଙ୍କା ସହିତ ଅନ୍ୟାନ୍ୟ ଦସ୍ତାବିଜ ଜବତ…
ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା
କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ ହିନ୍ଦୀ ଚଳଚ୍ଚିତ୍ରରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ମଧ୍ୟରେ ନିହାରିକା ନିଜ କ୍ୟାରିୟରକୁ…
ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ
ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ ଭାରୋତ୍ତୋଳକ ଶିବା ରାଓ ଚମତ୍କାର ସଫଳତା ହାସଲ କରିଛନ୍ତି। ୧୨ ଓ ୧୪…
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ
ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଥିଲା । ରାତିରେ ୨/୩ଟି ଲୋକଙ୍କ ଘର ଭିତରକୁ ଡ୍ୟାମ…
ବିଚ୍ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ
ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ ସ୍ଥାନୀୟ ଅଞ୍ଚଳର ସୁଶିଲ ଜାନୀ (୨୮) ବୋଲି ସୂଚନା ମିଳିଛି। ସମ୍ପୃକ୍ତ ଯୁବକ…
ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…
ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା।…
ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…
ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ ସୋମବାର ବିଳମ୍ବିତ ରାତ୍ରରେ ସର୍ପ ଦଂଶନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ…
ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ
ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ନୁହେଁ। ମା’ମାନଙ୍କ ସ୍ବାସ୍ଥ୍ୟ, ଶିଶୁର ପୃଷ୍ଟି ଏବଂ ପରିବାର ଆର୍ଥିକ ସ୍ଥିତିକୁ ସୁଦୃଢ଼…
ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି
ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ ତରଙ୍ଗ ଆସିଥିଲା । ଜାପାନ ପାଣିପାଗ ସଂସ୍ଥା ଦ୍ୱାରା ଏହି ସୂଚନା ପ୍ରକାଶ…
ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍ କଟା, ଫଟୋ ଭାଇରାଲ୍
ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ଜଣେ ମହିଳା ଇନ୍ସିପେକ୍ଟରଙ୍କ ସହିତ ଆଉ ଜଣେ ଇନି୍ସପେକ୍ଟର ଓ ୨…
ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା
ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା ସିହ୍ନାଙ୍କୁ ନୂତନ ସିଇଓ ଭାବରେ ନିଯୁକ୍ତ କରାଯାଇଛି; ସେ ଅଗଷ୍ଟ 3, 2026…
ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…
ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପତ୍ନୀ, ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଏବଂ…

