Home Left

ଜଙ୍ଗଲ ଭିତରେ ଗଞ୍ଜେଇ ବସ୍ତା, ପାଟ୍ରୋଲିଂ ବେଳେ ଜବତ କଲା ପୋଲିସ

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର ଓଜନ କ୍ୱିଣ୍ଟାଲ ୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି।…

ଟ୍ବିନ୍‌ ସିଟି ସହ ପ୍ରମୁଖ ସହରରେ ହୋଇପାରେ କୁକୁର, ବିଲେଇଙ୍କ ଲାଗି ଶ୍ମଶାନ

ଭୁବନେଶ୍ୱର,୧୧।୯: ଗୃହପାଳିତ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି ରଖୁଛନ୍ତି।…

ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ

ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଅଭିଯୋଗରେ ନାବାଳିକାଙ୍କ ମାତାପିତାଙ୍କ…

ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ଆଇନ୍‌, ଖାଲି ରହିଛି ୧ ଲକ୍ଷ ୩୨ ହଜାର ୪୫୯ ପଦବୀ

ଭୁବନେଶ୍ୱର,୧୧।୯: ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ

ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ ଛାଡିବା…

ପିତାଙ୍କ ଶେଷ ଦର୍ଶନ ପାଇଁ ପୁଣେରୁ ମୁମ୍ବାଇରେ ପହଞ୍ଚିଲେ ମଲାଇକା, ନଜର ଆସିଲେ ଏକ୍ସ-ହଜ୍‌ବ୍ୟାଣ୍ଡ, ଭାଇରାଲ ଭିଡିଓରେ…

ମୁମ୍ବାଇ,୧୧ା୯: ଅଭିନେତ୍ରୀ ମଲାଇକା ଆରୋରାଙ୍କ ପାଇଁ ଆଜି ଅର୍ଥାତ୍‌ ବୁଧବାର ହେଉଛି ସବୁଠୁ ଦୁଃଖର ଦିନ। ଆଜି ତାଙ୍କ ପିତା ଅନିଲ ଆରୋରା ସବୁଦିନ ପାଇଁ ଆଖି ବୁଜିଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରର ତୃତୀୟ ମହଲାରୁ ଅନିଲ ଡେଇଁ ଆତ୍ମହତ୍ୟା କରିଥିବା…

ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ, କରୁଛନ୍ତି କି ଏହି ଭୁଲ…

ଭୁବନେଶ୍ୱର,୧୧।୯: ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ…

ମାଡ଼ି ଆସିଲେ ମହିଳା, ଭୁବନେଶ୍ବରରେ ଚହଳ ! କଲେ ବଡ଼ ଦାବି

ଭୁବନେଶ୍ୱର,୧୧।୯: ଗାନ୍ଧୀମାର୍ଗରେ ନିଖିଳ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟାମାନଙ୍କର ବଡ଼ ଆନ୍ଦୋଳନ। ବିଧାନସଭା ସମ୍ମୁଖରେ ଏକାଠି ହୋଇ କରିଛନ୍ତି ଗର୍ଜନ। ହଜାର ହଜାର ମହିଳା ଏକାଠି ହୋଇ ୬ମାସର ବକେୟା ଦରମା ପାଇବା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର,୧୧।୯: ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ୍‌ ହୋଇଛନ୍ତି। ଏବେ ସବୁଠି ଗୋଟିଏ ଚର୍ଚ୍ଚା ଭାଜପା ସୁଜିତଙ୍କୁ ପୁଣିଥରେ ରାଜ୍ୟ ସଭା ପଠାଇବ କି? ତେବେ ଏନେଇ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଦିଲ୍ଲୀ…

କଟିଲା ୪୦ହଜାର ରାସନ କାର୍ଡ, ଆପଣଙ୍କ ନାଁ ନାହିଁ ତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରାସନ କାର୍ଡଧାରୀଙ୍କ ପାଇଁ ଜରୁରୀ ଖବର । ପ୍ରାୟ ୪୦ ହଜାର କାର୍ଡ଼ ରଦ୍ଦ କଲେ ସରକାର, ଆଉ ମିଳିବନି ମାଗଣା ଡାଲି ଚାଉଳ । ରାସନ କାର୍ଡଧାରୀଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି । ଗୋଟିଏ…

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମାଳ ମାଳ କୋଠା ଦେଖି ତାଜୁବ ହୋଇଗଲା ଭିଜିଲାନ୍ସ

ଭୁବନେଶ୍ୱର,୧୧।୯: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା ଭିଜିଲାନ୍ସ ଟିମ ଠାବ କରିଛି। ୨ଟି ୪ ମହଲା, ୨ଟି ୩ ମହଲା ଓ…

ତିନି ଦୁର୍ବୁତ୍ତ ବାଇକରେ ଆସି ଯୁବକଙ୍କ ଠାରୁ ଛଡ଼ାଇ ନେଲେ ମୋବାଇଲ

ବାଲିଗୁଡ଼ା:୧୧।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ସମେତ ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟ, ଡକାୟତି, ଚୋରି ବଢ଼ିବାରେ ଲାଗିଛି । ଘଟଣାକୁ ନେଇ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ ପୁଣି ଏକ ଲୁଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri