ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେ…
ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର ସାମନ୍ତ। ଭାସ୍କରଙ୍କୁ ଗିରଫ କରି ପଚାରଉଚରା କରୁଛି ପୋଲିସ। ତାଙ୍କ କ୍ୟାମେରା ଜବତ କରି…
ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ହତ୍ୟା…
ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର
ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ ହିଁ ଛୁରାମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ବ୍ୟକ୍ତି ଜଣଙ୍କୁ ବୁର୍ଲା ଭର୍ତ୍ତି କରାଯାଇଛି।…
ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
ଭୁବନେଶ୍ୱର,୧୬।୩: ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍ ପରିଚିତ। ‘ସପ୍ତମ ଋତୁ’ ପାଇଁ…
ଭାରତର ବଡ଼ ଶତ୍ରୁ, ଆତଙ୍କୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା
ଇସଲାମବାଦ,୧୬।୩: ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ…
ବଡ଼ ଯୁଦ୍ଧ ଘୋଷଣା କଲେ ଟ୍ରମ୍ପ, ଏୟାରଷ୍ଟ୍ରାଇକ୍ରେ ୧୯ଜଣ ମୃତ
ଓ୍ବାଶିଂଟନ୍,୧୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରେଡ୍ ସି ଜାହାଜ ଉପରେ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ୟେମେନର ଇରାନ ସମର୍ଥିତ ହୁଥି ବିଦ୍ରୋହୀଙ୍କ ବିରୋଧରେ ଏକ ବିଶାଳ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଯେଉଁଥିରେ ଅତି କମରେ 19 ଜଣ…
ହୋଲି ଖେଳି ସେଲ୍ଫି ନେଉଥିଲେ ଦୁଇ ଯୁବକ, ଜଳସ୍ରୋତରେ ଭାସିଗଲେ
କୋଟପାଡ଼,୧୫ା୩(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଗୁଲମୀ ପିକ୍ନିକ୍ ସ୍ପଟରେ ଗାଧୋଇବାକୁ ଯାଇ ସେଲ୍ଫି ନେବା ସମୟରେ ଗଡ଼ ଖୋସି ଛତିଶଗଡ଼ ଜଗଦଳପୁର କୁମାର ପାରା ଅଞ୍ଚଳର ଦୁଇଜଣ ଯୁବକ ପ୍ରଖୋର ଜଳସ୍ରୋତରେ ଭାସି ଯାଇଥିବା ଜଣାପଡ଼ିଛି। ଖବର ପାଇ କୋଟପାଡ଼ ଅଗ୍ନିଶମ…
ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର
ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ପରେ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ…
ବିଦ୍ୟୁତ୍ ତାର ଚୋରି କରିବା ପଡ଼ିଲା ମହଙ୍ଗା
ଟିଟିଲାଗଡ଼୧୫।୩(ଶରତ ମିଶ୍ର): ବିଦ୍ୟୁତ୍ ତାର ଚୋରି କରିବା ଅଭିଯୋଗରେ ଟିଟିଲାଗଡ଼ ଥାନା ପୋଲିସ ଶନିବାର ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡିର ନିରାକାର ସାହୁ, ନବରଙ୍ଗପୁରର ବିଜୟ ଗୋପାଳ ନାୟକ, ଟିଟିଲାଗଡ଼ ସୁକୁନାଭଟାର ନିଧି ଚନ୍ଦନ, ବଙ୍ଗୋମୁଣ୍ଡାର କ୍ଷତ୍ରିୟ…
‘RSS ଆତଙ୍କବାଦୀ ସଙ୍ଗଠନ, ଶାଖାରେ ଶିଖାଯାଉଛି ଭୁଲ କଥା’, କଂଗ୍ରେସ ନେତାଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୧୫।୩: ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ ଏମପି ହୁସେନ ଦଲୱାଇ ଶନିବାର (ମାର୍ଚ୍ଚ ୧୫, ୨୦୨୫) ତୁଷାର ଗାନ୍ଧୀ, ଅସଦୁଦ୍ଦିନ ଓଓ୍ବାଇସି ଏବଂ ସଞ୍ଜୟ ରାଉତଙ୍କ ବୟାନ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ଏହା ବ୍ୟତୀତ, ସେ ଔରଙ୍ଗଜେବଙ୍କ ପ୍ରଶଂସା…
ରାନ୍ୟା ରାଓ କେମିତି ପାଲଟିଲେ Gold Smuggler? କ’ଣ ଥିଲା ସୁନା ଚାଲାଣ ରୁଟ୍, କିଏ ଦେଲା ସାଥ୍
ମୁମ୍ବାଇ,୧୫ା୩: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କ ସୁନା ଚୋରା ଚାଲାଣ ସମ୍ପର୍କରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ସୁନା ଚୋରା ଚାଲାଣ ପାଇଁ ରାନ୍ୟା କେଉଁ ରୁଟ୍ ବା ରାସ୍ତା ବ୍ୟବହାର କରୁଥିଲେ ଏବଂ ସେ ଏହାକୁ କିପରି କରୁଥିଲେ…
କପିଳେଶ୍ୱରଦେବଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ
ନିରାକାରପୁର,୧୬।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ବିଜେଡିଆରେ ଅବସ୍ଥିତ ଶ୍ରୀ କପିଳେଶ୍ୱରଦେବଙ୍କ ଅଶୋକାଷ୍ଟମୀ ପବିତ୍ର ରଥଯାତ୍ରା ଉପଲକ୍ଷେ ପାରମ୍ପରିକ ରୀତିନୀତିରେ ଶନିବାର ରଥକାଠ ଅନୁକୂଳ କାର୍ଯ୍ୟ କରାଯାଇଛି। ଆସନ୍ତା ଏପ୍ରିଲ ୫ ତାରିଖ ଶନିବାର ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ…

