ବାଲିଯାତ୍ରାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ: ଏଥର ଏମିତି ହେବ…
କଟକ,୭।୧୧(କାର୍ତ୍ତିକ ସାହୁ): ବାଲିଯାତ୍ରାକୁ ନେଇ ଗୁରୁବାର ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ,ହାଇକୋର୍ଟ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କରି ଉପର ପଡିଆରେ ବାଲିଯାତ୍ରା ପାଇଁ…
ପୋଖରୀରୁ ପଙ୍କ ଉଦ୍ଧାର ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟରେ ପଡ଼ିବ ତାଲା, ବସ୍ତିବାସିନ୍ଦାଙ୍କ ଚେତାବନୀ
ଥୁଆମୂଳ ରାମପୁର,୭ା୧୧(ଦୁର୍ଗା କୀର୍ତ୍ତି): ସରକାରଙ୍କ ତରଫରୁ ସ୍ବଚ୍ଛ ଭାରତ ସୁସ୍ଥ ଜୀବନ ନାରାବାଜି ଦିଆଯାଉଥିବା ବେଳେ ଲକ୍ଷଲକ୍ଷ ଟଙ୍କା ମଧ୍ୟ ଖର୍ଚ୍ଚ କରାଯାଉଛି, ତଥାପି ଏହାର ଉଦ୍ଦେଶ୍ୟ ପୂରଣ ହୋଇପାରୁନାହିଁ। ଅଧିକାଂଶ ସ୍ଥାନରେ ଅଳିଆ ଆବର୍ଜନାରେ ଓ ପୁତିଗନ୍ଧମୟ ପାଣି ଭରପୁର…
ପ୍ରକୃତିର କୋପ ନା ଆଶୀର୍ବାଦ! ସୌଦି ଆରବ ମରୁଭୂମିରେ ବରଫର ଚାଦର
ରିୟାଦ,୭।୧୧: ଗରମ ବାଲି ପାଇଁ ପ୍ରସିଦ୍ଧ ସୌଦି ଆରବର ମରୁଭୁମିରେ ଆପଣ କେବେ କଳ୍ପନା କରିଛନ୍ତି କି ହଠାତ୍ ପ୍ରବଳ ବର୍ଷା, କୁଆପଥର, ପ୍ରବଳ ଥଣ୍ଡା ଏବଂ ମରୁଭୂମିରେ ତୁଷାରପାତ, ନା! କିନ୍ତଏହା ସତ୍ୟ। ସୌଦି ଆରବର ଏକ ମରୁଭୂମିରେ ଠିକ…
ଯାହାଙ୍କ ଫୋନରୁ ଶାହାରୁଖଙ୍କୁ ମିଳିଥିଲା ହତ୍ୟା ଧମକ, ସେହି ବ୍ୟକ୍ତି କଲେ ବଡ଼ ଖୁଲାସା
ମୁମ୍ବାଇ: ହତ୍ୟା ଧମକ ପାଇବା ପରେ ଶାହାରୁଖ ଖାନ ଏହି ଚର୍ଚ୍ଚାରେ ଅଛନ୍ତି। ମୁମ୍ବାଇ ପୋଲିସକୁ ଏକ କଲ ଆସିଥିଲା ଯେଉଁଥିରେ ଶାହାରୁଖଙ୍କୁ ଧମକ ଦିଆଯାଇଥିଲା। ସୂତ୍ରରୁ ପ୍ରକାଶ ଯେ କଲ କରିଥିବା ଲୋକ ରାୟପୁର ବୋଲି ଜଣାପଡିଛି। ସେହି ବ୍ୟକ୍ତିଙ୍କ…
କୋତାମଟା ଅଞ୍ଚଳରେ ୬ ଟିକିଆ ହାତୀପଲ, ବିଲରେ ପଶି ଖାଇଗଲେ ଧାନ
କୋରାପୁଟ/ନାରାୟଣପାଟଣା,୭ା୧୧(ଅମିତାଭ ବେହେରା/ରାଜକିଶୋର ଜେନା): ଗୁରୁବାର ମଧ୍ୟାହ୍ନରେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋତାମେଟା ଅଞ୍ଚଳରେ ୬ ଟିକିଆ ଏକ ହାତୀପଲ ଦୃଷ୍ଟିଗୋଚର ହେଉଛି। ଏହି ହାତୀପଲ ଏକ ଧାନଜମିରେ ପଶି ଧାନ ଖାଉଥିବା ଦେଖାଯାଇଛି। ଏହି ହାତୀପଲରେ ୩ଟି ବଡ଼ ହାତୀ ଓ ୩…
ଯାହାଙ୍କୁ ଇତିହାସ ଜଣାନାହିଁ, ସେ…, ଜମ୍ମୁ-କଶ୍ମୀରକୁ ନେଇ କଂଗ୍ରେସକୁ ସ୍ମୃତିଙ୍କ ଟାର୍ଗେଟ
ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ ଏମପି ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗଟେ କରିଛନ୍ତି। ଜମ୍ମୁ କଶ୍ମୀରରେ ଧାରା ୩୭୦ର ପୁନରୁଦ୍ଧାରକୁ ନେଇ ଉତ୍ତେଜନା ପ୍ରସଙ୍ଗରେ ସେ କଂଗ୍ରେସ ନେତାଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ ମଧ୍ୟ…
ଶାନ୍ତି ମିଶ୍ର ହତ୍ୟା ମାମଲା: ୧୧ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍ଦଣ୍ଡ
ବ୍ରହ୍ମପୁର,୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରର ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲା ଦୀର୍ଘ ୧୧ ବର୍ଷ ହେଲା କୋର୍ଟରେ ବିଚାରଣା ଚାଲିଥିବା ବେଳେ ଗୁରୁବାର ତାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଏଥିରେ ସମ୍ପୃକ୍ତ ଥିବା ସମସ୍ତ ୧୧ ଜଣ…
କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କୁ ଫିଦେଲ କାଷ୍ଟ୍ରୋଙ୍କ ଅବୈଧ ସନ୍ତାନ ବୋଲି କାହିଁକି କହିଲେ ଟ୍ରମ୍ପ
ଓ୍ବାଶିଂଟନ,୭।୧୧: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ବର୍ତ୍ତମାନ ସବୁଠାରୁ ଖରାପ ଅବସ୍ଥାରେ ଅଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଦୁଇ ଦେଶ ମଧ୍ୟରେ ତିକ୍ତତା ଦେଖାଦେଇଛି ଏବଂ କୂଟନୈତିକ ବିବାଦ ଆହୁରି ଗଭୀର ହୋଇଛି। ଆମେରିକା…
ପ୍ରମୋଶନ ସମସ୍ତଙ୍କୁ ଦରକାର: ମନ କଥା ଖୋଲି କହିଦେଲେ ଅଜିତ ପାଓ୍ବାର
ପୁଣେ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପ୍ରତିଦିନ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଏହି କ୍ରମରେ ଏନସିପି ନେତା ଅଜିତ ପାୱାର ଏକ ସାକ୍ଷାତକାରରେ ଏମିତି ଏକ କଥା କହିଦେଇଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏକ ସାକ୍ଷାତରରେ ତାଙ୍କୁ…
ଶୋଇଥିବାବେଳେ ଜିଅନ୍ତା ଜଳିଗଲେ ମା-ଝିଅ, ବାପ-ପୁଅ ଗିରଫ
ସମ୍ବଲପୁର,୭ା୧୧(ପ୍ରମୋଦ ବହିଦାର): ଘରେ ଶୋଇଥିବାବେଳେ ନିଆଁ ଲାଗି ମା’-ଝିଅ ଜିଅନ୍ତା ଜଳିଯିବା ଘଟଣାରେ ସଦରଥାନା ପୋଲିସ ଗୁରବାର ବାପ ଓ ପୁଅଙ୍କୁ ଗିରଫ କରିଛି। ସେମାନେ ହେଲେ ମୃତା ମହିଳା ସ୍ନେହଲତା ଦୀକ୍ଷିତଙ୍କ ପୁତ୍ର ଜଗନ୍ନାଥ (୫୮) ଓ ନାତି (ଜଗନ୍ନାଥଙ୍କ…
ପନାଡାରେ ମହାବଳ ଆତଙ୍କ: ୪ ଛେଳିକୁ ମାରି ଖାଇସାରିଲାଣି, କ୍ୟାମେରାରେ ହେଲା କଏଦ
ଗୋପାଳପୁର,୭ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଓ ଗଜପତି ଜିଲାର ସୀମାରେ ମହାରାଷ୍ଟ୍ର ରାଜ୍ୟ ଅଞ୍ଚଳରୁ ଆସିଥିବା ମହାବଳ ବାଘ ଖାଦ୍ୟ ଅନ୍ବେଷଣ ପାଇଁ ବୁଲୁଥିବା ନେଇ ବନ ବିଭାଗ ସୂଚନା ପାଇଛି। ଗତ ୩ ତାରିଖ ରାତିରେ ଗୋଳନ୍ଥରା ଥାନା ଅଧିନସ୍ଥ…
ଆର୍ସିବିରୁ ରିଲିଜ ହେବା ସତ୍ତ୍ୱେ ଖପ୍ପା ନୁହନ୍ତି ମ୍ୟାକ୍ସଓ୍ବେଲ, କହିଲେ ମନକଥା
ନୂଆଦିଲ୍ଲୀ,୭।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସଓ୍ବେଲ ଙ୍କୁ ଚଳିତ ମାସରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୫ର ମେଗା ନିଲାମୀ ପୂର୍ବରୁ ରିଲିଜ କରିଦିଆଯାଇଛି। ଆର୍ସିବି କେବଳ ବିରାଟ କୋହଲି, ଯଶ ଦୟାଲ ଏବଂ ରଜତ ପାଟିଦାରଙ୍କୁ ରିଟେନ୍ କରିଛି।…
Archives


