Home Left

ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍‌ପିଙ୍କ ବୟାନ…

ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ବଡ଼ ବୟାନ ଦେଇଛନ୍ତି। ଯାଜପୁରରୁ ପ୍ରକ୍ରିୟା ଆରମ୍ଭ ହେଲା, ୨୦୨୯ ନିର୍ବାଚନ ବେଳକୁ…

ମୋବାଇଲ ନେଟୱାର୍କ ପାଇଁ ଆନ୍ଦୋଳନ: ୮ ଘଣ୍ଟା ପରେ ଓହରିଲେ , ୩ ଦିନ ଭିତରେ…

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମରେ ଏକାଧିକ ପଞ୍ଚାୟତବାସୀ ଏକାଠି ହୋଇ ଦାରିଙ୍ଗବାଡି ମୋହନାକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତାକୁ ବୁଧବାର ଅବରୋଧ କରିଥିଲେ। ବିକ୍ଷୋଭ ପ୍ରଦର୍ଶନ ସହ  ପ୍ରାୟ ୮ ଘଣ୍ଟା…

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ୍‌…

ଟ୍ରମ୍ପ ଜିତିବା ପରେ ଚାଇନାର ବଢିଲାଣି ଟେନଶନ, ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୬।୧୧: ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନରେ ବାଜି ମାରି ନେଇଛନ୍ତି। ସେ ଦେଶର ୪୭ତମ ରାଷ୍ଟ୍ରପତି ମୁକୁଟ ପିନ୍ଧିବାକୁ ଯାଉଛନ୍ତି। ଟ୍ରମ୍ପ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ କମଲା ହାରିସଙ୍କୁ ଶୋଚନୀୟ ଭାବେ ପରାଜିତ କରିଛନ୍ତି। ତେବେ ଟ୍ରମ୍ପଙ୍କ ଏହା…

୩୦ ବର୍ଷ ପରେ ତାରାତାରିଣୀ ମନ୍ଦିରରୁ ଚୋରି: ସେବେ ନେଇଥିଲେ ଚଳନ୍ତି ପ୍ରତିମା ଏବେ ନେଇଗଲେ ଅଳଙ୍କାର

ପୁରୁଷୋତ୍ତମପୁର,୬।୧୧ (ସିମାଞ୍ଚଳ ମିଶ୍ର): ଭଗବାନଙ୍କଠାରୁ ମଧ୍ୟ ଲୁଟିନେବାକୁ ଚୋରମାନେ ପଛାଉ ନାହାନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ। ଏହି ଚୋରି ଯୋଗୁ ମା’ଙ୍କ ନିତିକାନ୍ତିରେ ଦୁଇ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ବିଳମ୍ବ…

ବୁଢା ହୋଇଗଲେଣି ରୋହିତ ଶର୍ମା, ଅବସର ନେଇଯାନ୍ତୁ: ହିଟ୍‌ମ୍ୟାନଙ୍କ ଉପରେ ବର୍ଷିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଦଳ ପାଇଁ ବୁମେରାଂ ସାବ୍ୟସ୍ତ ହୋଇଥିଲା। ଫଳରେ ଭାରତ ୩-୦ରେ ପରାଜୟବରଣ କରିଥିଲା। ବିରାଟ ଏବଂ ରୋହିତଙ୍କ ଏହି ଖରାପ ଫର୍ମକୁ ନେଇ ଭାରତୀୟ…

ଗାଁ ଦାଣ୍ଡରେ ଯୁବକଙ୍କୁ କରିଥିଲେ ବିଭତ୍ସ ହତ୍ୟା: ମିଳିଲା ଆଜୀବନ ଜେଲ୍‌ ଦଣ୍ଡ

ବ୍ରହ୍ମପୁର, ୬।୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ସନ୍ତୋଷ ସେଠୀ ନାମକ ଜଣେ ଯୁବକଙ୍କୁ ଗାଁ ଦାଣ୍ଡରେ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)ବ-୧ ଡ. ଇନ୍ଦୁ ଶର୍ମା ଉକ୍ତ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ…

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଥିବା ସୂଚନା ମିଳିଛି। ଦଳରେ ଅଣଦେଖା ହେଉଥିବା…

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ…

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର ହୋଇଛି।। ଜିଲାପାଳଙ୍କ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ମାଣ୍ଡିପଙ୍କା ସମେତ ସମଗ୍ର ଦାରିଙ୍ଗବାଡି ବ୍ଲକରେ ରହିଥିବା…

ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବାର ପ୍ରଥମ ଦିନରେ ନେବେ ବଡ଼ ନିଷ୍ପତ୍ତି: ହୋଇଗଲା ଖୁଲାସା

ଓ୍ବାଶିଂଟନ୍‌,୬।୧୧: ୪ ବର୍ଷ ପରେ ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସକୁ ଫେରିବାକୁ ଯାଉଛନ୍ତି। ସେ ୨୦୨୪ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ସରକାରୀ ଘୋଷଣାକୁ ଅପେକ୍ଷା କରାଯାଇଛି କିନ୍ତୁ ଟ୍ରମ୍ପ ଆମେରିକାର ଜନସାଧାରଣଙ୍କୁ ବିଜୟ ଦାବି କରି ସମ୍ବୋଧିତ…

ନିର୍ବାଚନରେ ଜିତିବା ପରେ ଆସିଲା ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବହୁମତ ମିଳିଛି। ଏହା ପରେ ସେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଟ୍ରମ୍ପ ଆମେରିକାର ଲୋକଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ଆଜି ପୂର୍ବରୁ ଏପରି ଦୃଶ୍ୟ କେବେ ଦେଖି ନ ଥିଲି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri