Home Left

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା ସିହ୍ନାଙ୍କୁ ନୂତନ ସିଇଓ ଭାବରେ ନିଯୁକ୍ତ କରାଯାଇଛି; ସେ ଅଗଷ୍ଟ 3, 2026…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପତ୍ନୀ, ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଏବଂ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ ସମସ୍ତ ଜିନିଷର ଦର ବୃଦ୍ଧି ପାଇବାକୁ ଯାଉଛି। ବର୍ଷ ୨୦୨୬ରେ ଏହା କ୍ରମାଗତ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ବ୍ଳକ…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ ଇଥାନଲ-ମିଶ୍ରିତ ପେଟ୍ରୋଲ କାର୍ଯ୍ୟକ୍ରମ କିମ୍ବା E20 ପଦକ୍ଷେପରେ ତାଙ୍କର କୌଣସି ଭୂମିକା ନାହିଁ।…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ ହୋଇଛି । ଉପଖଣ୍ଡର ଗୁରୁଣ୍ଡିଆ ରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ ନେଇ ସମାଜବାଦୀ ପାର୍ଟି ଏବଂ ଭାରତୀୟ ଜାତୀୟ କଂଗ୍ରେସର ମନୋବଳ ଉଚ୍ଚ ରହିଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ ଭାଇରାଲ ଭିଡିଓର ପ୍ରତିକ୍ରିୟା ଦେଇଛନ୍ତି ସୋନମ ୱାଙ୍ଗଚୁକ। ସେ ମନ୍ତବ୍ୟ ଦେଇଛନ୍ତି ଯେ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି ଛକସ୍ଥିତ ବାସଭବନରୁ ସ୍ବର୍ଗତ ସିଂଙ୍କ ପାର୍ଥିବ ଶରୀରକୁ ଏକ ବିଶାଳ ଶୋଭାଯାତ୍ରାରେ ପୈତୃକ…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ ତାଙ୍କ ମିଶନର ରୂପରେଖା ଏବଂ ବୈଠକ ସମୟରେ ଆଲୋଚନା ହେବାକୁ ଥିବା ପ୍ରମୁଖ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି ଜେ.ପି. ନଡ୍ଡା ଏବଂ ଜିତେନ୍ଦ୍ର ସିଂହ କକ୍ରୋଚ ଜନତା ପାର୍ଟି (CJP) ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?