ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ
ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର କରିଛି। ଅନୁଶାସନନହିନତା ଅଭିଯୋଗରେ ଭାଜପା ଏହି ସମସ୍ତ ନେତାଙ୍କୁ ଦଳରୁ ବାହାର କରିଦେଇଛି। ଏହି…
ପ୍ରଥମ ଥର ପାଇଁ ଆଇପିଏଲ ନିଲାମରେ ରେଜିଷ୍ଟର କଲେ ଇଟାଲୀୟ ଖେଳାଳି, ଜାଣନ୍ତୁ ସେ କିଏ…
ନୂଆଦିଲ୍ଲୀ,୬।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ମେଗା ନିଲାମ ତାରିଖ ପାଇଁ ଅପେକ୍ଷା ସମାପ୍ତ ହୋଇଛି । ଏହି ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବର ଜେଡ୍ଡା ଠାରେ ଅନୁଷ୍ଠିତ ହେବ। ବିସିସିଆଇ କହିଛି ଯେ…
ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି
ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ ସଫଳ ହୋଇଥିବା ନେଇ ମଙ୍ଗଳବାର ଜବଲପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ(ଗ୍ରାମୀଣ) ସୋନାଲି ଦୁବେ ସୂଚନା…
ବେଦାନ୍ତ ପରିସରରେ ସୁରକ୍ଷା ପ୍ରଶିକ୍ଷଣ ଅଭିଯାନ
ଭୁବନେଶ୍ୱର,୬।୧୧: ବେଦାନ୍ତ ଆଲୁମିନିୟମର ଓଡ଼ିଶାସ୍ଥିତ ଲାଞ୍ଜିଗଡ଼ ୟୁନିଟ୍ ପରିସର ଓ କାର୍ଯ୍ୟ ପରିସର ବାହାର ସୁରକ୍ଷା ଅଭ୍ୟାସକୁ ବୃଦ୍ଧି କରିବା ଲାଗି ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏପରିକି ଉକ୍ତ କାର୍ଯ୍ୟକ୍ରମର ଅଂଶ ଭାବେ କମ୍ପାନୀ ପକ୍ଷରୁ ଏକ ପ୍ରଶିକ୍ଷଣ ଅଭିଯାନର…
ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓଙ୍କୁ ତାଲା:ପିଡିଏସ୍ ଚାଉଳ ଓଜନରେ କମ୍
ବେତନଟୀ,୬ା୧୧(ଧରଣୀଧର ମହାନ୍ତି):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ନଡ଼ପୁର ପଞ୍ଚାୟତରେ ମଙ୍ଗଳବାର ପିଡିଏସ୍ ଚାଉଳ କମ୍ ଦିଆଯିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ହିତାଧିକାରୀମାନେ ଯାଞ୍ଚ ପାଇଁ ଆସିଥିବା ବିଡିଓ ଏବଂ ବ୍ଲକ କର୍ମଚାରୀମାନଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ପୂରାଇ…
ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ୍ ନେଟ୍ୱର୍କ
ମୁମ୍ବାଇ,୬।୧୧: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ଭାବେ ପରିଗଣିତ ହୋଇଛି। ଏପରିକି ଡାଟା ଟ୍ରାଫିକ୍ ଦୃଷ୍ଟିରୁ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ହୋଇ ରହିଛି। ୨୦୨୪ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ବ୍ୟବହୃତ ହୋଇଥିବା…
ସର୍ବୋଚ୍ଚ ଖୁଚୁରା ବିକ୍ରୟର ନୂଆ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୬।୧୧(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ଋତୁରେ ମଧ୍ୟ ହିରୋ ମୋଟୋକର୍ପ ସର୍ବୋଚ୍ଚ ଖୁଚୁରା ବିକ୍ରୟର ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଚଳିତ ବର୍ଷ ନବରାତ୍ରିରୁ ଆରମ୍ଭ ହୋଇଥିବା ଏହି ପାର୍ବଣ ସ୍ବତନ୍ତ୍ର ବିକ୍ରୟରେ ହିରୋ…
୫୭ ନୂଆ ଏନ୍ଏସି ପ୍ରସ୍ତାବ: ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି
ଭୁବନେଶ୍ୱର,୬ା୧୧(ଅନିଲ ଦାସ)ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଚିଠି…
ଟ୍ରମ୍ପ ନା ହାରିସ୍? ଯାହାର ଭବିଷ୍ୟବାଣୀ ୪୦ ବର୍ଷ ମଧ୍ୟରେ ଭୁଲ ହୋଇନାହିଁ, ସେ କହିଦେଲେ କିଏ ହେବେ ରାଷ୍ଟ୍ରପତି
ଓ୍ବାଶିଂଟନ୍,୬।୧୧: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ବନ୍ଧୀୟ ଚିତ୍ର କିଛି ସମୟ ପରେ ସ୍ପଷ୍ଟ ହୋଇଯିବ। ଆମେରିକୀୟମାନେ ଆସନ୍ତା ଚାରି ବର୍ଷ ପାଇଁ କମଲା ହାରିସ୍ କିମ୍ବା ଡୋନାଲ୍ଡ ଟ୍ରମ୍ପଙ୍କୁ ଦେଶର ନିର୍ଦ୍ଦେଶ ହସ୍ତାନ୍ତର କରିବେ। ଭୋଟ ପରେ ଉଭୟଙ୍କ ମଧ୍ୟରେ କିଏ…
ଶିଳ୍ପ ବିକାଶକୁ ଝଟକା:ଇଥାନଲ୍ ପ୍ରକଳ୍ପରୁ ଓହରିଗଲା ଏଚ୍ପିସିଏଲ୍
ନବରଙ୍ଗପୁର,୬।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ହେବାକୁ ଥିବା ଇଥାନଲ୍ ପ୍ରକଳ୍ପରୁ ଏଚ୍ପିସିଏଲ୍ (ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍) କମ୍ପାନୀ ଓହରିଯାଇଥିବା ନେଇ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ଥାନୀୟ ଚରକବନରେ ଖବରଦାତାମାନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତରେ କହିଛନ୍ତି। ଜିଲାରେ ଶିଳ୍ପର…
ଭରତପୁର ଥାନାରେ ନିର୍ଯାତନା ଘଟଣା:୩୦୦ରୁ ଊର୍ଦ୍ଧ୍ୱ ସତ୍ୟପାଠ ଦାଖଲ
ଭୁବନେଶ୍ୱର,୬ା୧୧(ସତ୍ୟଜିତ୍ ରାଉତ):ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି। ଏଥିସହ ବିଚାର ବିଭାଗୀୟ ଯାଞ୍ଚ ଚାଲିଥିବାବେଳେ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲର ସମୟସୀମା ମଙ୍ଗଳବାର ଶେଷ ହୋଇଛି। ତେବେ ୩୦୦ରୁ…
ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…
ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ ଅନସାରୀ ଦାବି କରିଛନ୍ତି। ଏସପି ବିଧାୟକଙ୍କ ଏହି ବିବୃତ୍ତି ପରେ ୟୁପିରେ ଆଲୋଚନା ତୀବ୍ର…
Archives


