ଏଏପିର ପ୍ରେସର ପଲିଟିକ୍ସରେ ଫିସିଲା କଂଗ୍ରେସ!
ଚଣ୍ଡିଗଡ଼,୯।୯: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ପାଇଁ ଆମ ଆଦମୀ ପାର୍ଟି(ଏଏପି) ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟକୁ ନେଇ ଏକ ଦ୍ୱନ୍ଦ୍ୱ ରହିଛି। ସୋମବାର ଏଏପିର ହରିୟାଣା ୟୁନିଟ ମୁଖ୍ୟ ସୁଶୀଲ ଗୁପ୍ତା କହିଛନ୍ତି ଯେ ଯଦି ଅକ୍ଟୋବର ୫ ବିଧାନସଭା ନିର୍ବାଚନ…
ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ
କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ତାଙ୍କ ନାଁ ଅନନ୍ୟା ଚକ୍ରବର୍ତ୍ତୀ। ସେ ପଶ୍ଚିମବଙ୍ଗର ହୋଇଥିବା ବେଳେ ସିଡିଏ ସେକ୍ଟର-୯ରେ…
ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି
ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ…
ଗିରଫ ହେବେ ମମତା! ହଠାତ୍ କାହିଁକି ଉଠିଲା ଏହି ଦାବି
କୋଲକାତା,୯।୯: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ବର୍ଷ ବୟସ୍କା ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପରେ ସାରା ଦେଶରେ ଏହାକୁ ନେଇ କ୍ରୋଧ ପ୍ରକାଶ ପାଇଛି। ସେପଟେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗିରଫ…
ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…
କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି ପାଇବାକୁ ବର୍ଷବର୍ଷ ଧରି ଚାହିଁ ରହିଥିଲେ ମଧ୍ୟ ପାଇ ପାରୁନାହାନ୍ତି। ମାତ୍ର ମାଫିଆ ଗୋଷ୍ଠୀ…
୭ ମାସ ଧରି ୭ ଯୁବକ କରୁଥିଲେ ଗଣବଳାତ୍କାର: ରାତିଅଧରେ ଆସି ଯୁବତୀଙ୍କୁ ଛାତକୁ ଟେକି ନେଉଥିଲେ, ପରେ…
ଢେଙ୍କାନାଳ, ୯।୯: ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସାତ ମାସଧରି ଯୁବତୀଙ୍କୁ ଗଣବଳାତ୍କାର କରିଆସୁଥିଲେ ଯୌନପୀପାସୁୁ। ଯୁବତୀ ଜଣଙ୍କ ଗର୍ଭବତୀ ପରେ ମାମଲା…
ନୀଳରକ୍ତ କଙ୍କଡ଼ା ଜିଓ ଟ୍ୟାଗିଙ୍ଗ୍ ପାଇଁ ଅନୁମତି
ମହାକାଳପଡ଼ା,୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକା ନଦୀ ଅବବାହିକା ଅଞ୍ଚଳରେ ବହୁସଂଖ୍ୟାରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବ୍ଙ୍କ ପୂର୍ଣ୍ଣିମା, ଅମାବାସ୍ୟାରେ ମିଳନ ପ୍ରକ୍ରିୟା ଦେଖିବାକୁ ମିଳେ। ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ୪୫କୋଟି…
ବିଶାଖାପାଟଣାରେ ମେଡିକୋଭର ବିଶ୍ୱସ୍ତରୀୟ କର୍କଟ ପ୍ରତିଷ୍ଠାନ : ମେଡିକୋଭର ଓ୍ବାର୍ଲଡ କ୍ଲାସ କ୍ୟାନସର ସେଣ୍ଟର
ଭୁବନେଶ୍ୱର,୯।୯: (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଅନ୍ତଃରାଷ୍ଟ୍ରୀୟ ହେଲ୍ଥ କେୟାର ଚେନ ‘ମେଡିକୋଭର କ୍ୟାନସର ଇନ୍ଷ୍ଟିଚ୍ୟୁଟ’ର ନୂତନ ଏବଂ ଅତ୍ୟାଧୁନିକ କ୍ୟାନସର ୟୁନିଟ୍ ବା ଓ୍ବାର୍ଲଡ କ୍ଲାସ କ୍ୟାନସର ସେଣ୍ଟର ନିକଟରେ ବିଶାଖାପାଟଣାର ଆରିଲୋଭା ହେଲ୍ଥ ସିଟିଠାରେ…
ଯୋଗ ଓ ମାନସିକ ସ୍ବାସ୍ଥ୍ୟ
ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ କରିଥାଏ। ଠିକ୍ ସେହିପରି ବିଭିନ୍ନ ଯୋଗ ଅଭ୍ୟାସ ଶାରୀରିକ ରୋଗ ସହିତ ଅନେକ ମାନସିକ…
ଲୁଣ-ହୀରା-ବ୍ରାଗ୍ ନିୟମ
କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ ସଜ୍ଜିତ ହୋଇ ରହିଥାନ୍ତି। ପଦାର୍ଥ ଭିତରେ ଯେ କୌଣସି ଦିଗରେ ଗଲେ ଗୋଟିଏ ନିର୍ଦ୍ଦିଷ୍ଟ…
ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ: ଯିଏ ଯୁଆଡେ ପାରିଲେ …
ଭୁବନେଶ୍ୱର,୯।୯: ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀର ଚନ୍ଦକା ପଥରଗଡ଼ିଆ ରସ୍ତାରେଥିବା ଏକ ରେଷ୍ଟୁରାଣ୍ଟରେ। କିଛି ଦୁର୍ବୃତ୍ତ ରେଷ୍ଟୁରାଣ୍ଟ ଭିତରକୁ ଆସିଥିଲେ। ସିଟ ନ ମିଳିବାରୁ ରେଷ୍ଟୁରାଣ୍ଟରେ ବସିଥିବା କେତେକ ଯୁବକଙ୍କୁ…
ଗଣେଶ୍ୱର ବେହେରାଙ୍କ ସତ୍ୟପାଠକୁ ଭୁଲ୍ ଦର୍ଶାଇଲେ କଂଗ୍ରେସର ଏହି ନେତ୍ରୀ, କହିଲେ ଜାତିଗତ କ୍ଷେତ୍ରରେ ତାଙ୍କର…
କେନ୍ଦ୍ରାପଡ଼ା,୯ା୯ (ଜଗନ୍ନାଥ ଧଳ): ୨୦୨୪ ନିର୍ବାଚନ ଫଳାଫଳର ୩ ମାସ ପରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରାଙ୍କ ସତ୍ୟପାଠ ଉପରେ କଂଗ୍ରେସ ପ୍ରାର୍ଥୀ ସିପ୍ରା ମଲ୍ଲିକ ପ୍ରଶ୍ନ ଉଠାଇଛନ୍ତି। ସହରର ବଉଳବିହାରସ୍ଥିତ ବାସଭବନରେ ମଲ୍ଲିକ ରବିବାର ଏକ ଖବରଦାତା ସମ୍ମିଳନୀ କରି…
Archives


