ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍ସିସିଏଫ୍ ସନ୍ତୋଷ କୁମାର…
ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା
ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ପ୍ରେସମିଟ କରିଛନ୍ତି। ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ ବୋଲି କହିଛନ୍ତି…
ମୁକୁଳିଲେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା ମହିଳା, ପୋଲିସ କହିଲା ଠିକ ନାହିଁ ମାନସିକ ସ୍ଥିତି
ଲକ୍ଷ୍ନୌ,୫।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇ ବାର୍ତ୍ତା ପଠାଇଥିବା ମହିଳାଙ୍କୁ ମୁମ୍ବାଇ ପୋଲିସ ଗିରଫ କରି ପଚରାଉଚରା ପରେ ଛାଡି ଦେଇଛି। ଅଭିଯୁକ୍ତ ଫାତିମା ଖାନଙ୍କୁ ଉଲହାସନଗର ପୋଲିସ ସହ ମିଳିତ ଅପରେସନରେ ମୁମ୍ବାଇ…
କୂଅରେ ପଡ଼ିଥିଲା ହାତୀ: ମାଈ ହାତୀକୁ ଘଉଡାଇ ଉଦ୍ଧାର କଲା ବନ ବିଭଗ
ଦେବଗଡ,୫।୧୧(ଶଶାଙ୍କ ଶେଖର ଝାଙ୍କର): କୂଅରେ ପଡ଼ିଥିବା ହାତୀ ଶାବକକୁ ସୁରକ୍ଷିତ ଉଦ୍ଧାର କରିବାରେ ସଫଳ ହେଲା ବନ ବିଭଗ। ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଖଳିପୋଷି ଗ୍ରାମରେ ଥିବା ଏକ କୂଅ ଭିତରେ ପଡ଼ି ଯାଇଥିଲା ହାତୀ ଶାବକ। ହାତୀପଲରେ…
ମାତିଛନ୍ତି ସାଇବର ଲୁଟେରା: ପରୀକ୍ଷାରେ ପାସ କରାଇବା ପାଇଁ ଅଭିଭାବକଙ୍କୁ ଆସୁଛି ମିଥ୍ୟା କଲ୍
ରାଇକିଆ,୫।୧୧(ପ୍ରଦୀପ ବେହେରା):ସାଇବର ଲୁଟେରାଙ୍କ ସକ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ଲୋକଙ୍କଠାରୁ ବିଭିନ୍ନ ଉପାୟରେ ଅର୍ଥ ଲୁଟ ପାଇଁ ଉଦ୍ୟମ କରୁଛନ୍ତି। ସୋମବାର ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କଠାରୁ ଅଭିନବ ଉପାୟ ରେ ଅର୍ଥ ଆଦାୟ ପାଇଁ ଉଦ୍ୟମ…
ଧାନ ଫସଲ ଉପରେ ରାତାରାତି ପୋତିଦେଲେ ମାଟି:ପ୍ରତିବାଦରେ ରାସ୍ତାରୋକୋ ଉତ୍ତେଜନା ଜାରି
ବରଗଡ, ୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖେଦାପାଲିି ଗ୍ରାମରେ ଚାଷ ହୋଇଥିବା ଧାନ ଫସଲ ଉପରେ ମାଟି ପୋତିବାକୁ ନେଇ ଉତ୍ତେଜନା ଦେଖାଯାଇଛି। ଏଥିରେ ପ୍ରଭାବିତ ପରିବାର ପିଲାଛୁଆ ଏବଂ ଗ୍ରାମବାସୀଙ୍କ ସହିତ ଖେଦାପାଲିସ୍ଥିତ ଜିଲା ମୁଖ୍ୟ…
୩୬ ବର୍ଷରେ ପଦାର୍ପଣ କଲେ କ୍ରିକେଟ ଜଗତର ବାଦ୍ଶାହା: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ ତଥ୍ୟ…
ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ କ୍ରିକେଟ ଜଗତର ‘କିଙ୍ଗ୍’ କୁହାଯାଏ। କେତେକ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞ ମଧ୍ୟ କୋହଲିଙ୍କୁ କ୍ରିକେଟ୍ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରିଛନ୍ତି। କିଙ୍ଗ କୋହଲି ଆଜି ତାଙ୍କର…
ସ୍ବାମୀଙ୍କୁ ଘଛରେ ବାନ୍ଧି, ଆଖି ଆଗରେ ସ୍ତ୍ରୀଙ୍କୁ କଲେ…
କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା): ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି।…
ଅମୃତ ଭଣ୍ଡା ପତ୍ର ଉପରେ ତୁଷାରର ଧଳା ଆସ୍ତାରଣ: ଆଗକୁ ଅଧିକ ଶୀତ
ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି। ମାତ୍ର ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି, ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ତେବେ ଡିସେମ୍ବର ମାସରେ ଏଭଳି ତୁଷାର ପଡିବା ଦେଖିବାକୁ…
ପ୍ରଧାନମନ୍ତ୍ରୀ ମୋ ଘରକୁ ଆସିବା ଭୁଲ ନ ଥିଲା: ସିଜେଆଇ
ନୂଆଦିଲ୍ଲୀ,୫।୧୧: ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣପତି ପୂଜା ପାଇଁ ତାଙ୍କ ଘରକୁ ଯିବାରେ କିଛି ଭୁଲ ନାହିଁ। ଏଭଳି ପ୍ରସଙ୍ଗରେ ରାଜନୀତି କ୍ଷେତ୍ରରେ ପରିପକ୍ୱତାର ଭାବନା ରହିବା ଉଚିତ ବୋଲି ମଧ୍ୟ…
ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼: ଡମ୍ପିଂୟାର୍ଡର ନଥିବାରୁ କୁଢ଼କୁଢ଼ ଆବର୍ଜନା ଦୁର୍ଗନ୍ଧରେ ନାକ ଟେକୁଛନ୍ତି…
ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡିର ପର୍ଯ୍ୟଟନକ୍ଷେତ୍ର ଓ ଜଙ୍ଗଲ ଏବେ ଦୂଷିତ ପରିବେଶ ଦିଗକୁ ଗତି କରୁଛି । ପ୍ରତିଦିନ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗୁଛି। ଏହା ସହ ବିଭିନ୍ନ ସ୍ଥାନରୁ ସରକାରୀ ଓ ବେସରକାରୀ କାର୍ଯ୍ୟରେ…
ଭାରତ ନୁହେଁ, ଆଜି ପାକିସ୍ତାନ ପାଇଁ ଖେଳୁଥାନ୍ତେ ବିରାଟ କୋହଲି: ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୫।୧୧: ବିରାଟ କୋହଲି, ବିଶ୍ୱକ୍ରିକେଟର ଏକ ଜଣାଶୁଣା ନାଁ। ଆଜି ସେ ନିଜର ୩୬ତମ ଜନ୍ମଦିବସ ପାଳନ କରୁଛନ୍ତି। କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ସେ ଆଧିପତ୍ୟ ବିସ୍ତାର କରିଛନ୍ତି। ଟେଷ୍ଟ ମ୍ୟାଚ୍ ହେଉ କି ଏକଦିବସୀୟ, ଟି-୨୦ କ୍ରିକେଟର…
Archives


