Home Left

ଭେଣ୍ଟିଲେଟର୍‌ରେ ପ୍ରସିଦ୍ଧ ଗାୟିକା, ପୁଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୧: ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନା ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ସାଧାରଣ ଲୋକଙ୍କ ହୃଦୟରେ ରାଜ୍‌ କରିଥିବା ଲୋକ ଗାୟିକଙ୍କ ପୁଅ ଅଂଶୁମାନ ସିହ୍ନା ଏହି ସୂଚନା ଦେଇଛନ୍ତି। ତାଙ୍କ ମା’ ଭେଣ୍ଟିଲେଟରରେ…

ଆଲୋକ ପ୍ରଦୂଷଣ

ଭ୍ୟତାର ବିକାଶ କ୍ରମରେ ଏକଦା ବିଜୁଳି ମାଡରେ ଜଳୁଥିବା ବଣ ମଧ୍ୟରୁ ମନୁଷ୍ୟ ପ୍ରଥମେ ନିଆଁକୁ ଆବିଷ୍କାର କରିଥିଲା। ନିଆଁ ଆବିଷ୍କାର ପରେ ମଣିଷ ମଶାଲ ଜାଳି ଆଲୋକ ପାଇଲା। ଗୁମ୍ଫା ମୁହଁରେ ନିଆଁ ଜାଳି ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷା ପାଇଲା।…

କେହି ନୁହେଁ କାହାର

ଗଣତନ୍ତ୍ରରେ ସରକାର ବଦଳିବା ଏକ ସ୍ବାଭାବିକ ପ୍ରକ୍ରିୟା। ମାତ୍ର ଏଇ ସ୍ବାଭାବିକ ପ୍ରକ୍ରିୟାଟି ଅନେକ ଅସ୍ବାଭାବିକ ପ୍ରକ୍ରିୟାକୁ ସାଙ୍ଗରେ ଧରି ଆସିଥାଏ। ଗୋଟେ ସରକାର ପତନ ହୋଇ ଯେତେବେଳେ ନୂଆ ସରକାର ଆସନ୍ତି ସେମାନେ ପୁରୁଣା ସରକାରଙ୍କର ଅନେକ ବ୍ୟବସ୍ଥାକୁ ବଦଳାଇ…

ବାଲୁକା କଳାରେ ବିରାଟଙ୍କୁ ଶୁଭେଚ୍ଛା

ପୁରୀ:୫।୧୧: ଆଜି ଲିଜେଣ୍ଡ କ୍ରିକେଟର୍‌ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବିଶାଳ ବାଲୁକା କଳା କରି ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ବିରାଟ କୋହଲି ୫ ନଭେମ୍ବର ୧୯୮୮ ଦିଲ୍ଲୀରେ ଜନ୍ମଗ୍ରହଣ…

ମହିଳା ବର୍ଗରେ ପ୍ୟାରିସ ଅଲିମ୍ପିକ୍ସ ମେଡାଲ ଜିତିଥିବା ବକ୍ସର ଏବେ ବାହାରିଲେ ପୁରୁଷ, ପୂରା ଖବର ଜାଣିଲେ…

ନୂଆଦିଲ୍ଲୀ,୫।୧୧: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଲଜେରିଆର ବକ୍ସର ଇମାନ ଖଲିଫ ମହିଳା ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ସମୟରେ ଇମାନଙ୍କ ଲିଙ୍ଗକୁ ନେଇ ବିବାଦ ଦେଖାଦେଇଥିଲା। ବର୍ତ୍ତମାନ ସାମ୍ନାକୁ ଆସିଥିବା ଡାକ୍ତରୀ ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଜନକ କରିବ, ଯେଉଁଥିରେ କୁହାଯାଇଛି…

କୋଲକାତା ମାମଲାର ପୁନରାବୃତ୍ତି: ନିର୍ସିଂ ଛାତ୍ରୀଙ୍କୁ ହସ୍ପିଟାଲରେ ବାନ୍ଧି ବଳାତ୍କାର

କାନପୁର,୫।୧୧: କୋଲକାତାରେ ଘଟିଥିବା ବଳାତ୍କାର ମାମଲା ଭଳି ଆଉ ଏକ ଲଜ୍ଜାଜନକ ମାମଲା ମଧ୍ୟ କାନପୁରରେ ସାମ୍ନାକୁ ଆସିଛି। କଲ୍ୟାଣପୁରରେ ଅବସ୍ଥିତ ଏକ ଘରୋଇ ହସ୍ପିଟାଲର ଅପରେଟର ନାଇଟ ସିଫ୍ଟରେ ତାଲିମ ନେଉଥିବା ଜଣେ ନର୍ସିଂ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଖବର…

ଟ୍ରମ୍ପ-ହାରିସଙ୍କ ଭୋଟ ସମାନ ହୋଇଗଲେ କେମିତି ସ୍ଥିର ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଓ୍ବାଶିଂଟନ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହି ଦିନଟି ସମଗ୍ର ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦୀର୍ଘ ଦିନ ଧରି ଉଭୟ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ଏହି ନିର୍ବାଚନ…

‘ଯଦି ସଲମାନ ବଞ୍ଚିବାକୁ ଚାହୁଁଛନ୍ତି, ତେବେ…’ ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ପୋଲିସ ଆହୁରି ମଧ୍ୟ…

ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ  ଆକ୍ରମଣ କରାଯାଇଛି। ଏହି ଘଟଣାରେ କେସ ନଂ ୭୩୮/ ୨୪ରେ ସରପଞ୍ଚଙ୍କ ସ୍ବାମୀ ଦିବାକର ବେହେରାଙ୍କ ସମେତ କିଛି…

ପୂର୍ବତନ ବିଧାୟକ ପୂର୍ଣ୍ଣ ମାଝୀଙ୍କ ପରଲୋକ: ରାଜନୈତିକ ମହଲରେ ଶୋକ

ରାୟଗଡ଼ା,୫।୧୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଜିଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ ଓରଫ ପପୁ ମାଝୀ (୪୫)ଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମାଝୀ ଗତ କିଛି ମାସ…

ଗର୍ଭପାତ ପ୍ରସଙ୍ଗକୁ ନେଇ ଭାରତୀୟ ଆମେରିକୀୟ ମହିଳା କାହକୁ ଦେବେ ଭୋଟ? ଚମକାଉଛି ସର୍ଭେ ରିପୋର୍ଟ

ଓ୍ବାଶିଂଟନ,୫।୧୧: ମଙ୍ଗଳବାର ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି, ଏଥିରେ ଆମେରିକା ୪ବର୍ଷ ପାଇଁ ଏହାର ଭବିଷ୍ୟତ ବାଛିବ। ଆସନ୍ତା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଗର୍ଭପାତ ଅଧିକାର ପ୍ରସଙ୍ଗ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ଉଭା ହେଉଛି ଯାହା ଭାରତୀୟ ଆମେରିକୀୟ…

ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ ସୁଶାନ୍ତ ବେହେରା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ଓ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri