ଫୋନ୍ କଲ୍ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ
ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମର ସୀମାଞ୍ଚଳ ସାହୁ(୩୭)। ଏ ନେଇ…
ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ
କୋକସରା,୩।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ସେମାନେ ଗୁରୁତର ଅବସ୍ଥାରେ ପର୍ଲା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଦମ୍ପତି କୋକସରା…
ପରିବା ହାଟରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ପନିପରିବା
ଡେଲାଙ୍ଗ,୩ା୧୧: ପୁରୀ ଜିଲା ଡେଲାଙ୍ଗ ହାଟରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ପନିପରିବା ଦୋକାନ ଓ ସାମଗ୍ରୀ ପୋଡ଼ିଯାଇଛି। ଏଥିରେ ପରିବା ବ୍ୟବସାୟୀ ପ୍ରଦୀପ ସ୍ବାଇଁ, ରବୀନ୍ଦ୍ର ସାହୁ, କେଶବ ସାହୁ, ପ୍ରଶାନ୍ତ ପାଲଟାସିଂହ, କୃଷ୍ଣଚନ୍ଦ୍ର ପ୍ରଧାନ, ହରିହର ମାଲିକ, ମିଟୁ…
ଲକ୍ଷ୍ମୀ ବସ୍ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼
କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ ଲକ୍ଷ୍ମୀ…
ମନ କଥା କହିଦେଲେ ତାରା, ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା
ଭୁବନେଶ୍ୱର,୩ା୧୧: ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା ବୋଲି ରବିବାର କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ଭାଜପା କହୁଛି ବିଜେଡିରୁ ୪୦ ପଳେଇ ଆସିବେ, ବିଜେଡି କହୁଛି ଭାଜପାରୁ ୩୦ ଆସିବେ। ଏସବୁ ମିଛ, ଖାଲି ମିଡିଆରେ ନାଁ ବାହାରିବା ପାଇଁ…
‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’
ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ…
ମନ୍ଦିର ମେଘନାଦ ପାଚେରିରେ ଫାଟ: ଖବର ପ୍ରସାରଣ ପରେ ବି ଏଏସଆଇ ନୀରବଦ୍ରଷ୍ଟା
ପୁରୀ,୩।୧୧(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ଥିବା ନେଇ ପୂର୍ବରୁ ଧରିତ୍ରୀରେ ଖବର ପ୍ରସାରଣ ହେବା ସହ ଏ ନେଇ ଏଏସଆଇ ଅବଗତ ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସ୍ଥାୟୀ କାଳୀନ କାର୍ଯ୍ୟ ହେଉ ନଥିବାରୁ ପାଣି ଝରୁଥିବାକୁ ନେଇ…
ସିଆରପିଏଫ୍ ବଙ୍କର ଉପରେ ଗ୍ରେନେଡ୍ ଆକ୍ରମଣ: ୧୨ ଆହତ
ଶ୍ରୀନଗର,୩ା୧୧: ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଉଛି। ରବିବାର ଶ୍ରୀନଗରରେ ଏକ ବଡ଼ ଗ୍ରେନେଡ୍ ଆକ୍ରମଣ ହୋଇଥିଲା। ଅଲ୍ ଇଣ୍ଡିଆ ରେଡିଓ ଷ୍ଟେଶନ ବାହାରେ ସିଆରପିଏଫ୍ ବଙ୍କର ଉପରେ ଏହି ଆକ୍ରମଣ କରାଯାଇଥିଲା। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ…
ବଜାର ଯାଉଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ବୋଲୋରୋ
ଅମରପାଲି,୩ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଛକଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ଜଣକ ହେଲେ ଟେଭାପଦର ଗ୍ରାମର ପ୍ରେମାନନ୍ଦ କ୍ଷେତି(୬୦)। ପ୍ରେମାନନ୍ଦ ଘରୁ ବାହାରି ସୁବଳୟା ଦୈନିକ ବଜାରକୁ ଯାଉଥିବାବେଳେ…
ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ
ମୁମ୍ବାଇ,୩।୧୧: ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ ଟିମ୍। ସିରିଜର ଅନ୍ତିମ ଟେଷ୍ଟ ମ୍ୟାଚ୍କୁ ୨୫ ରନ୍ରେ ଜିତି ଦଳ ୩-୦ରେ କ୍ଲିନ୍ସୁଇପ୍ କରିଛି। ଅପରପକ୍ଷେ ଭାରତୀୟ ଟିମ୍ ୨୪ ବର୍ଷ ପରେ ନିଜ ଘରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି।…
ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଯୁବକ ଗୁରୁତର
ଭଦ୍ରକ/ବାସୁଦେବପୁର, ୩।୧୧(ସନାତନ ରାଉତ) (ନାରାୟଣ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କଇଁଥଖୋଲା ନିକଟରେ ଶନିବାର ରାତିରେ ଗୁଳି କାଣ୍ଡ ହୋଇଛି। ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି l ସୂଚନା ମୁତାବକ, ଧାମରା- କଇଁଥଖୋଲା ରାସ୍ତାର କିଶୋରପ୍ରସାଦ ଛକ ନିକଟରେ…
‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍ଶୀଘ୍ର ଫେରିବ ବିଜେଡି ସରକାର’
ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା…
Archives


