Home Left

ଆମ୍ବଟାକୁଆ ଜନିତ ମୃତ୍ୟୁ ଘଟଣା: ପ୍ରଶାସନର ବଡ଼ ପଦକ୍ଷେପ, ଘରକୁ ଘର ବୁଲି ସଚେତନ କରୁଛନ୍ତି ଅଙ୍ଗନବାଡ଼ି କର୍ମୀ

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ଆମ୍ବଟାକୁଆ ଖାଇ ମାଣ୍ଡିପଙ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗାଁରେ ଏପରି ଅଘଟଣ ଘଟିବା ପରେ ପ୍ରଶାସନ ତତ୍ପର ହୋଇଉଠିଛି। ତେବେ ଆମ୍ବଟାକୁଆକୁ ଖାଦ୍ୟ ଭାବେ ନ…

ଏତେ ବଡ଼ ଜିନ୍ସ !

ଜିନ୍ସର ଫ୍ୟାଶନ୍‌ କାହିଁ କେବେଠୁ ରହି ଆସିଛି। ଖାସ୍‌କରି ଯୁବପିଢିଙ୍କ ମଧ୍ୟରେ ଏହାର କ୍ରେଜ୍‌ ଅଧିକ ଥାଏ। ବହୁତ କମ୍‌ ଲୋକ ଥିବେ ଯେଉଁମାନେ କି ଜିନ୍ସ ପ୍ୟାଣ୍ଟ ପିନ୍ଧୁ ନ ଥିବେ। ହେଲେ ଏଠି ଯେଉଁ ଜିନ୍ସ କଥା କୁହାଯାଉଛି…

ସ୍କୁଲ ଭିତରେ ମଦ୍ୟପାନ କରି ନିଲମ୍ବିତ ହେଲେ କିରାଣି, ଭିଡିଓ ଭାଇରାଲ

ରିଷିଡ଼ା,୩ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ପରିସର ମଧ୍ୟରେ ସ୍କୁଲର ବରିଷ୍ଠ କିରାଣି ଭୋପାଳ ଚନ୍ଦ୍ର ବେହେରା ସ୍କୁଲ ଭିତରେ କିଛି ଶିକ୍ଷକଙ୍କ ସହ ମିଶି ଦେଶୀ ମହୁଲି ପାଉଚ୍‌ ମଦ ପିଉଥିବାର ଦୃଶ୍ୟ…

ବଲାଙ୍ଗୀର ପ୍ରତି ଅବହେଳା ହୋଇଛି: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୩।୧୧(ସୁନିଲ କୁମାର ମହାନ୍ତି): ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ ଜିଲା…

ଚନ୍ଦ୍ରବାବୁ ନାଇଡୁ, ନୀତୀଶ କୁମାର ଫେରାଇ ନେବେ ମୋଦି ସରକାରରୁ ସମର୍ଥନ? ମୌଲାନାଙ୍କ ବଡ଼ କଥା

ନୂଆଦିଲ୍ଲୀ,୩।୧୧: ରବିବାର (୩ ନଭେମ୍ବର, ୨୦୨୪) ୱାକଫ ବୋର୍ଡ ସଂଶୋଧନ ଉପରେ ଜାମିଆତ-ଉଲେମା-ଇ-ହିନ୍ଦ ଅଧ୍ୟକ୍ଷକ ମୌଲାନା ଅର୍ଶଦ ମଦାନୀ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଦେଶରେ ଏକ ସାମ୍ପ୍ରଦାୟିକ ମାନସିକତା ରହିଛି। ୱାକଫ ବିଲ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ।…

 ଦୁର୍ଗମ ଅଞ୍ଚଳ ବିକାଶ ପାଇଁ ଦାବି ଦୋହରାଇଲେ ବିଧାୟକ: ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା କରନ୍ତୁ ସରକାର 

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ ପ୍ରଫୁଲ…

ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା ଉତ୍ତେଜନା ଦେଖାଦେଇଛି। ଲୋକମାନଙ୍କୁ ବୁଝାସୁଝା କରାଯାଉଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସୂଚନାନୁଯାୟୀ,…

ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର ଦୁର୍ଘଟଣା…

ମାଣ୍ଡିପଙ୍କାକୁ ନୂଆ ପଞ୍ଚାୟତ ଗଠନ ପାଇଁ ଜୋର୍‌ ଧରିଲା ଦାବି

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତଠାରୁ ବହୁ ଦୂରରେ ରହିଥିବା ମାଣ୍ଡିପଙ୍କା ଗ୍ରାମକୁ ପଞ୍ଚାୟତ ଭାବେ ଗଠନ କରାଯିବାକୁ ଅଞ୍ଚଳବାସୀ ଦାବି ଉଠାଇବା ସହ ଟେଲି କମ୍ୟୁନିକେଶନ ସଂଯୋଗ ଦାବି କରିଛନ୍ତି। ପ୍ରକାଶ ଯେ, ମାଣ୍ଡିପଙ୍କାରେ ଆମ୍ବଟାକୁଆ…

ଭୋକ ମେଣ୍ଟାଇବାକୁ ଖାଉଛନ୍ତି ଆମ୍ବଟାକୁଆ, ଅସୁସ୍ଥ ହେଲେ ୨ ଟଙ୍କା ପାରାସିଟାମଲ କିଣିବାକୁ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ…

ଈଶାନ କିଶନଙ୍କୁ ଅଷ୍ଟ୍ରେଲିଆରେ ମିଳିପାରେ ଦଣ୍ଡ, ବିଦ୍ରୋହ କରି ଫସିଲେ

କାନ୍‌ବେରା,୩।୧୧: ବର୍ତ୍ତମାନ ଈଶାନ କିଶନ ଇଣ୍ଡିଆ ଏ ଟିମ୍‌ ସହ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ଅଷ୍ଟ୍ରେଲିଆ ଏ ବିପକ୍ଷରେ ମୁକାବିଲା ଖେଳାଯାଉଥିବା ବେଳେ ସେ ଏକ ବିବାଦରେ ଫସିଛନ୍ତି । ଏଥିଲାଗିି ତାଙ୍କୁ ଦଣ୍ଡ ମଧ୍ୟ ମିଳିପାରେ। ଏମିତିରେ ଆପଣ ଭାବୁଥିବେ…

ଓଡିଶାରୁ ପଶ୍ଚିମବଙ୍ଗକୁ ଗଡୁଛି ଚୋରା ବାଲି ଗାଡ଼ି: ଜବତ ଗାଡି ଛାଡିଲେ ହେବ ଗଣ ଆନ୍ଦୋଳନ

ଭୋଗରାଇ,୩।୧୧(ପ୍ରଦୀପ ଦାସ): ବାଲେଶର ଜିଲାରେ ଚାଲିଛି ବାଲି ମାଫିଆଙ୍କ ରାଜୁତି। ଶତାଧିକ ଟ୍ରାକ୍ଟର ଓ ଡମ୍ପରରେ ବ୍ୟାପକ ଭାବେ ବାଲି ଦିନରାତି ପଶ୍ଚିମବଙ୍ଗକୁ ଚୋରା ଚାଲାଣ ହେଉଛି। ଏହାକୁ ରୋକିବା ତ’ ଦୂରର କଥା ସ୍ଥାନୀୟ ପୋଲିସ ପ୍ରଶାସନ ଓ ଖଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri