Home Left

୧୬ ଜେଡିୟୁ ବିଦ୍ରୋହୀ ବହିଷ୍କୃତ

ପାଟନା, ୨୭୧୦(ପି.ଟି./ଏଜେନ୍ସି): ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ସଂଯୁକ୍ତ ଜନତା ଦଳ(ଜେଡିୟୁ)ରେ ବିଦ୍ରୋହର ସ୍ବର ଉଠିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଜେଡିୟୁର ଜଣେ ବିଧାୟକ ଓ ୨ ପୂର୍ବତନ ମନ୍ତ୍ରୀଙ୍କ ସମେତ ୧୬ ବିଦ୍ରୋହୀଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବହିଷ୍କୃତ...

ଉଚ୍ଚଶବ୍ଦ ଓ ସ୍ବାସ୍ଥ୍ୟ ସୁରକ୍ଷା

ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନକରି କଟକରେ ପ୍ରଶାସନ ଶବ୍ଦ ପ୍ରଦୂଷଣ ରୋକିବା ଏବଂ ଜନସାଧାରଣଙ୍କ ସ୍ବାସ୍ଥ୍ୟସୁରକ୍ଷାକୁ ଅଗ୍ରାଧିକାର ଦେଇ ଡିଜେ,ବାଣ ଏବଂ ଏଲଇଡି ଲାଇଟ ଉପରେ ନିଷେଧାଦେଶ ଦେଇଛନ୍ତି। ସେହିପରି ଭାରତର ଅନ୍ୟ ରାଜ୍ୟ ଓ ସହର ଗୁଡିକରେ...

କଲବଲ କଲାଣି ଉପନିର୍ବାଚନ: ନେତାଙ୍କ ଦଖଲରେ ହୋଟେଲ-ଲଜ୍‌, ୩ ଗୁଣା ବଢିଛି ଘରଭଡ଼ା

ନୂଆପଡ଼ା,୨୭।୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଆସନ ଲାଗି ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଛି। ଏହା ଭିତରେ ନୂଆପଡ଼ାରେ ଘରଭଡ଼ା ମିଳିବା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଯାହାର ସମାଧାନ ପାଇଁ ପୂର୍ବରୁ ଚିନ୍ତା କରାଯାଇନାହିଁ। ରାଜ୍ୟସ୍ତରରୁ...

ଆଜି ଇଣ୍ଡିଆ ମେରିଟାଇମ ଓ୍ବିକ୍‌ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦(ଅନୁରାଧା ମହାରଣା): ଇଣ୍ଡିଆ ମେରିଟାଇମ ଓ୍ବିକ୍‌(ଆଇଏମ୍‌ଡବ୍ଲୂ୍ୟ) ୨୦୨୫ ସୋମବାର ମୁମ୍ବାଇଠାରେ ଆରମ୍ଭ ହେବ। ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ପରେ ଓଡ଼ିଶା...

ଅଷ୍ଟ୍ରେଲିଆ ମହିଳା କ୍ରିକେଟ଼ରମାନଙ୍କୁ ଅସଦାଚରଣ ଉପରେ ମଧ୍ୟପ୍ରଦେଶ ମନ୍ତ୍ରୀଙ୍କ ବିବାଦୀୟ ବୟାନ

ଇଣ୍ଡୋର: ଭାରତରେ ICC ମହିଳା କ୍ରିକେଟ୍ ବିଶ୍ୱକପ୍ ୨୦୨୫ ଚାଲିଥିବା ବେଳେ ଇନ୍ଦୋରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ହୋଟେଲ ନିକଟରେ ଜଣେ ବ୍ୟକ୍ତିଙ୍କ ଦ୍ୱାରା ଦୁଇ ପ୍ରସିଦ୍ଧ ଅଷ୍ଟ୍ରେଲୀୟ ମହିଳା ଖେଳାଳିଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗ...

ବାତ୍ୟା ପ୍ରଭାବ: ଏହି ଜିଲାରେ ୨ଦିନ ସ୍କୁଲ ଛୁଟି

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ସାମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ସେ ନେଇ ରବିବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନଙ୍କ ନେତୃତ୍ୱରେ ଏକ ଜରୁରୀ ବୈଠକ ବସିଥିଲା। ଭିସି ମାଧ୍ୟମରେ ଜିଲାର ସମସ୍ତ ଏସ୍‌ପି,...

ଧାନ ସଂଗ୍ରହ ଆରମ୍ଭ ନ ହେଉଣୁ ବଢ଼ିଲା ଅଡୁଆ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ନଭେମ୍ବର ମାସରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଏପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ମଧ୍ୟ ବସି ନାହିଁ। ଅନ୍ୟପକ୍ଷେ ରବିବାର ବରଗଡ଼ରେ ଅଲ୍‌ ଓଡ଼ିଶା ମିଲର୍ସ ଆସୋସିଏଶନର...

ବାତ୍ୟାକୁ ନେଇ ଆକ୍ସନରେ ଜିଲାପାଳ: ୩ ଦିନ ବନ୍ଦ ରହିବ କଳିଙ୍ଗା ଘାଟି କାର୍ଯ୍ୟ

ଫୁଲବାଣୀ,୨୬ା୧୦(ରାକେଶ କୁମାର ରାଉତ): ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ନଜରରେ ରଖି କଳିଙ୍ଗା ଘାଟିରେ ଚାଲିଥିବା କାର୍ଯ୍ୟ ୩ ଦିନ ବନ୍ଦ ରଖିବାକୁ କନ୍ଧମାଳ ଜିଲାପାଳ ବେଦଭୂଷଣ ନିର୍ଦ୍ଦେଶ ଦେଇଛନ୍ତି। ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ରହିବ।...

ପ୍ରଶାସନର ବଡ଼ ପଦକ୍ଷେପ: ବିବାଦୀୟ ଜମିରେ ଲାଗିଲା କଟକଣା

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡ଼ାମାରିରେ ଜମି ବିବାଦ ଦେଖା ଦେଇଛି। ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ମୌଜାର ଖାତା ନଂ.୧୫୪ ରେ ଥିବା ୩୬ ପ୍ଲଟର ୨୪ ଏକର ୪୬୦ ଡିସିମିଲ...

ଚର୍ଚ୍ଚାରେ ଆଲବାନିଆ ପ୍ରଧାନମନ୍ତ୍ରୀଙ୍କ ବୟାନ: AI ମନ୍ତ୍ରୀ ‘ଡିଏଲା’ ହେବେ ୮୩ ପିଲା’ର ମା’

ନୂଆଦିଲ୍ଲୀ/ବର୍ଲିନ୍,୨୬ା୧୦: ଆଲବାନିଆର ପ୍ରଧାନମନ୍ତ୍ରୀ ଏଡି ରାମା ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି ଯେ ଦେଶର AI-ନିର୍ମିତ ମନ୍ତ୍ରୀ ‘ଡିଏଲା’ ବର୍ତ୍ତମାନ ‘ଗର୍ଭବତୀ’ ଏବଂ ସେ ଶାସକ ସୋସିଆଲିଷ୍ଟ୍ ପାର୍ଟିର ସମସ୍ତ ୮୩ ଜଣ ସାଂସଦଙ୍କ ପାଇଁ ‘୮୩ ପିଲା’ (ସହାୟକ)...

ବ୍ୟାତ୍ୟା ଆଲର୍ଟ: ଯେକୌଣସି ସମୟରେ ଡ୍ୟାମ ଛାଡ଼ିପାରେ ପାଣି

ବୁଗୁଡା,୨୬ା୧୦(କାଳିଚରଣ ଦାଶ): ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ବାଘୁଆ ଜଳସେଚନ ଉପ-ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳଙ୍କ ପକ୍ଷରୁ ବାଘୁଆ ନଦୀକୂଳସ୍ଥ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବାଘୁଆ ଜଳଭଣ୍ଡାରର ପୂର୍ଣ୍ଣ ଜଳଧାରଣ କ୍ଷମତା ୧୧୩.୮୫ ମିଟର...

ବାତ୍ୟା ପାଇଁ ବଡ଼ ପଦକ୍ଷେପ: ଘୋଡାହାଡ ଡ୍ୟାମରୁ ଛଡାଯିବ ପାଣି

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ବାତ୍ୟା ’ମୋନ୍ଥା’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ଗୁରୁବାର ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri