Home Left

କାନାଡା ସାଇବର ବିପଦ ତାଲିକାରେ ଭାରତ

ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି ଓଟ୍ଟାଓ୍ବା କହିଛି। ଜାତୀୟ ସାଇବର ଥ୍ରେଟ୍‌ ଆସେସ୍‌ମେଣ୍ଟ ୨୦୨୫-୨୬ ରିପୋର୍ଟରେ ଚାଇନା, ରୁଷିଆ,…

ଦନ୍ତାକୁ ୧୦୦ ମିଟର ଘୋଷାରିନେଲା ଟ୍ରେନ୍‌

ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ୍‌ର ମେରାମଣ୍ଡଳି ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀ କରିଡର ଅଞ୍ଚଳରେ ସନ୍ଧ୍ୟା ୬ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଟ୍ରେନ୍‌ ଘଣ୍ଟା…

ଏଇ ଭାରତରେ

କୃଷି ପାଇଁ ରସିକ ନାକୌମଙ୍କୁ ଶିକ୍ଷକ ଚାକିରି ଛାଡ଼ିବାକୁ ପଡ଼ିଛି। ସେ ବିନା ମାଟିରେ ଅର୍ଥାତ୍‌ କେବଳ ପାଣିରେ(ହାଇଡ୍ରୋପୋନିକ) ପଦ୍ଧତିରେ ଚାଷ କରିବା ସହ ଗତ ୫ ବର୍ଷ ମଧ୍ୟରେ ୫୦୦୦ ଲୋକଙ୍କୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି। ସେ…

ଏନ୍‌ଆଇଏନ୍‌ଏଲ୍‌ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ

ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍‌ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌(ଏନ୍‌ଆଇଏନ୍‌ଏଲ୍‌)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର କଢ଼ାଯାଇଛି।…

କଂଗ୍ରେସର ଖଟାଖଟ ଶାସ୍ତ୍ର ପାଇଁ ଖରାପ ହୋଇଛି ଏସବୁ ରାଜ୍ୟର ପରିସ୍ଥିତି, କାହିଁକି ଏମିତି କହିଲେ ଭାଜପା ନେତା

ନୂଆଦିଲ୍ଲୀ,୨।୧୧: ଭାଜପା ନେତା ଗୌରବ ବଲ୍ଲଭ ବିଭିନ୍ନ ରାଜ୍ୟର କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କଂଗ୍ରେସରେ ଖଟାଖଟ ଶାସ୍ତ୍ର ଚାଲିଛି। କଂଗ୍ରେସରେ ପ୍ରଚଳିତ ଖଟାଖଟ ଶାସ୍ତ୍ର ଆଜି ଏହି ପରିସ୍ଥିତି ସୃଷ୍ଟି କରିଛି ଯେ ହିମାଚଳ ସରକାରଙ୍କ କର୍ମଚାରୀଙ୍କୁ…

ସବ ଇନ୍ସପେକ୍ଟରଙ୍କୁ ଗୁଳି କଲେ କନଷ୍ଟେବଳ

ଇମ୍ଫାଲ,୨।୧୧: ମଣିପୁର ଜିରିବମ ଜିଲାର ଜଣେ ପୋଲିସ କନଷ୍ଟେବଳ ଶନିବାର ତାଙ୍କ ବରିଷ୍ଠ ସହକର୍ମୀ, ସବ-ଇନ୍ସପେକ୍ଟର ର଼୍ୟାଙ୍କର ପୋଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିଥିଲେ। ତେବେ ସେ ଅନ୍ୟର କଥା ଶୁଣି ଏଭଳି କରିଥିବା କୁହାଯାଉଛି। କଳହର କାରଣ କ’ଣ…

କେମି ବାଡେନୋଚ୍‌ ହେଲେ କଞ୍ଜରଭେଟିଭ୍‌ ପାର୍ଟିର ନୂଆ ନେତା

ଲଣ୍ଡନ,୨ା୧୧: କେମି ବାଡେନୋଚ୍‌ଙ୍କୁ ଶନିବାର ବ୍ରିଟେନ୍‌ର କଞ୍ଜରଭେଟିଭ୍‌ ପାର୍ଟି ନେତା ନିର୍ବାଚିତ କରାଯାଇଛି। ଏଥିସହିତ ସେ ଋଷି ସୁନକ୍‌ଙ୍କ ସ୍ଥାନରେ ହାଉସ୍‌ ଅଫ୍‌ କମନ୍ସରେ ବିରୋଧୀ ଦଳ ନେତା ହୋଇଛନ୍ତି। ଦୁଇଦିନ ପୂର୍ବରୁ ସୁନକ୍‌ ବିରୋଧୀ ଦଳ ନେତା ପଦରୁ ଇସ୍ତଫା…

ସ୍ପେନ୍‌ରେ ବାତ୍ୟା ପରେ ପ୍ରଳୟଙ୍କରୀ ବନ୍ୟା: ୨୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ମାଡ୍ରିଡ୍‌,୨ା୧୧: ସ୍ପେନ୍‌ରେ ପ୍ରଳୟଙ୍କରୀ ବନ୍ୟାଜନିତ ମୃତ୍ୟୁସଂଖ୍ୟା ଶନିବାର ୨୧୧ରେ ପହଞ୍ଚିଛି। ସର୍ବାଧିକ କ୍ଷତିଗ୍ରସ୍ତ ପୂର୍ବ ଭାଲେନ୍‌ସିଆ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ଅତିରିକ୍ତ ୧୦,୦୦୦ ସୈନ୍ୟ ଏବଂ ପୋଲିସ୍‌ ଅଫିସର ନିୟୋଜିତ କରିବାକୁ ନିଷ୍ପତ୍ତି ନିଆଯାଇଥିବା ସ୍ପେନ୍‌ ପ୍ରଧାନନ୍ତ୍ରୀ ପେଡ୍ରୋ…

ନିଜ୍ଜର ମାମଲାରେ ଅମିତ ଶାହାଙ୍କ ନାମ ନେବାରୁ ରାଗିଲା ଭାରତ, କହିଲା ଭୋଗିବାକୁ ପଡିବ ଏହାର ପରଣାମ

ନୂଆଦିଲ୍ଲୀ,୨।୧୧: ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜ୍ଜର ହତ୍ୟା ମାମଲାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ଗମ୍ଭୀର ହେବାରେ ଲାଗିଛି। ନିକଟରେ କାନାଡାର ଉପ ବୈଦେଶିକ ମନ୍ତ୍ରୀଙ୍କ ଦ୍ୱାରା ହୋଇଥିବା ଏକ ସଂସଦୀୟ କମିଟିରେ ଭାରତର…

ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ

ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣବଶତଃ ଯୁବକ ଜଣକ ଗଙ୍ଗୁଆ କେନାଲରେ ବୁଡ଼ି…

ମୋ ନାଁ ଦାଉଦ ସହ ଯୋଡିବ ତ…, କାହାକୁ ଏମିତି ଚେତାବନୀ ଦେଲେ ନଓ୍ବାବ ମଲିକ

ମୁମ୍ବାଇ,୨।୧୧: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ଅଜିତ ପାୱାର ଦଳର ନେତା ନଓ୍ବାବ ମଲିକ ତାଙ୍କ ନାମ ଅଣ୍ଡରୱାଲର୍‌ଡ ଡନ ଦାଉଡ ଇବ୍ରାହିମଙ୍କ ସହ ଯୋଡଶ ଯାଇଥିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ…

ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା

ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍‌-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି। ଯାଜପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri