ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା
ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି।…
ଜନ୍ମଦିନରେ ଐଶ୍ୱର୍ଯ୍ୟାଙ୍କୁ ଝଟ୍କା! ଭାଙ୍ଗିଲା ହୃଦୟ…
ମୁମ୍ବାଇ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡପତ୍ର ଗୁଜବ ଥମିବାର ନାଁ ନେଉନାହିଁ। କୁହାଯାଉଛି ଯେ, ଐଶ ଏବଂ ଅଭିଷେକ ଅଲଗା ଅଲଗା ରହୁଛନ୍ତି। ତେବେ ଏସବୁ ଭିତରେ ସବୁଠାରୁ ବଡ଼କଥା ହେଉଛି ନଭେମ୍ବର ୧ ଐଶ୍ୱର୍ଯ୍ୟା…
ବାଇକ୍କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର
ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍-୩୯୦୩) ଶନିବାର ମଧ୍ୟାହ୍ନରେ ଏକ ବାଇକ୍ (ନଂ.ଓ ଆର ୦୭ ଓ୍ବାଇ -୩୮୫୯)କୁ ଧକ୍କା ଦେବାରୁ…
ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ କହିଲେ ମୁଁ ଭାବୁନି ସେମାନେ…
ଭୁବନେଶ୍ୱର,୨ା୧୧: ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇସ୍କନ ରଥଯାତ୍ରା ବନ୍ଦ ପାଇଁ ଆମେ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଥିଲୁ। ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ଭାବେ ଗଜପତି ମହାରାଜା ଚିଠି କରିଥିଲେ। ଗତକାଲି ସୁଦ୍ଧା…
ମାଣ୍ଡିପଙ୍କାରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ: ସ୍ଥିତି ଅନୁଧ୍ୟାନ ସହ ପୁଣି ଉଠାଇଲେ ବ୍ରାହ୍ମଣୀଗାଁ ବ୍ଲକ ଦାବି ପ୍ରସଙ୍ଗ
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି…
ବାବୁ ମୃତ୍ୟୁକୁ ବି ଭୟ ନାହିଁ : ଭୋକରେ ଖାଉଛୁ ଆମ୍ବ ଟାକୁଆ, ସରକାର ଅଧିକ ଚାଉଳ ଦେଲେ….
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଅଭାବନୀୟ ଘଟଣା ଘଟିବା ପରେ ମଧ୍ୟ ଗ୍ରାମବାସୀ ଆମ୍ବ ଟାକୁଆ ଖାଇବା ଛାଡ଼ିନାହାନ୍ତି । ଭୋକ ପାଇଁ ଆମ୍ବ ଟାକୁଆ ଖାଇବା ପାଇଁ ବାଧ୍ୟ ହେଉଛୁ…
ବଲାଙ୍ଗୀର ପାଇଁ ଖୁସିଖବର: ଏୟାରଫିଲ୍ଡ ଉନ୍ନତିକରଣ ପାଇଁ ୬୪ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୁଡଭେଲା,୨।୧୧(ମନୋଜ କୁମାର ଜୈନ): ବଲାଙ୍ଗୀର ଜିଲା ତୁଷୁରା ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଫିଲ୍ଡରେ ଓହ୍ଲାଇଥିଲେ। ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ…
ବଲିଉଡ୍ରେ ଓଡିଆ ପୁଅଙ୍କ କମାଲ: ସୋନପୁରର ରାଜ୍…
ଭୁବନେଶ୍ୱର,୨।୧୧: ବଲିଉଡ୍ରେ ଓଡିଆ ପୁଅଙ୍କ କମାଲ। ଭୁଲଭୁଲେୟା-ଥ୍ରୀରେ ଯାଦୁ ଦେଖାଇଛନ୍ତି ଓଡିଆ ପୁଆ। ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ସୋନପୁର ଜିଲାର ରାଜ କିଶୋର ହୋତା ଚର୍ଚ୍ଚାକୁ ଆସିଛନ୍ତି। ରାଜ କିଶୋର ଅନେକ ଦିନ ଧରି…
ଆମ୍ବଟାକୁଆ ଖାଇ ୨ ମୃତ୍ୟୁ ଘଟଣା: ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତା ନେଇ ଅଭିଯୋଗ ଆଣିଲେ ଏହି ବିଜେଡି ନେତା
ଦାରିଙ୍ଗବାଡ଼ି,୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ଏନେଇ ସାରା…
ମୋଦିଙ୍କ ଟେକ୍ନିକ୍ କପି କଲେ ଟ୍ରମ୍ପ! ପ୍ରଶଂସାରେ ପୋତି ପକାଇଲା ଇସ୍କନ
ନ୍ୟୁୟର୍କ,୨।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଦୀପାବଳିକୁ ନେଇ ଏକ ବାର୍ତ୍ତା ଦେଇଛନ୍ତି। ଏହା ଉପରେ ଆମେରିକାରେ ରହୁଥିବା ହିନ୍ଦୁ ସମୂହ ଟ୍ରମ୍ପଙ୍କୁ ପ୍ରଶଂସା କରିଛନ୍ତି। ହିନ୍ଦୁ ଆମେରିକୀୟ ସମୂହ ଟ୍ରମ୍ପଙ୍କ ଆମେରିକା…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ଆସିବ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨ା୧୧: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ…
ମୋତେ ଆଜିଯାଏ ପ୍ରକୃତ ପ୍ରେମ ମିଳିଲାନି, କାହିଁକି ଏମିତି କହିଲେ କାର୍ତ୍ତିକ ଆର୍ୟନ
ମୁମ୍ବାଇ: ନିକଟରେ ରିଲିଜ୍ ହୋଇଥିବା ଫିଲ୍ମ ‘ଭୁଲ୍ ଭୁଲେୟା-୩’ ପାଇଁ ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ ଆଜିକାଲି ଚର୍ଚ୍ଚାରେ ରହିଛନ୍ତି। ଏହି ଦୀପାବଳି ଅର୍ଥାତ୍ ନଭେମ୍ବର ୧ରେ ‘ଭୁଲ୍ ଭୁଲେୟା-୩’ ରିଲିଜ୍ ହୋଇଛି। ଏହି ସମୟରେ କାର୍ତ୍ତିକ ତାଙ୍କ ପ୍ରେମସମ୍ପର୍କ ବିଷୟରେ…
Archives


