Home Left

ଘନେଇଲାଣି ଆଉ ଏକ ବାତ୍ୟା ଭୟ! ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର,୨।୧୧:ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ…

୧୦ ବର୍ଷ ପରେ ଚେନ୍ନାଇକୁ ଫେରିବେ ଏହି କିମ୍ବଦନ୍ତୀ, ଧୋନୀ-ଜାଡେଜାଙ୍କ ସହ ଆଇପିଏଲ ୨୦୨୫ରେ ଆସିବେ ନଜର

ନୂଆଦିଲ୍ଲୀ,୨।୧୧: ଆଇପିଏଲ ୨୦୨୫ର ରିଟେଶନ ତାଲିକା ପ୍ରକାଶ ପାଇବା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଚର୍ଚ୍ଚାରେ ଥିଲା ଏବଂ ରିଟେଶନ ତାଲିକା ପ୍ରକାଶ ପାଇବା ପରେ ମଧ୍ୟ ଦଳ ଚର୍ଚ୍ଚାରେ ଅଛି । ପୂର୍ବରୁ ଏମଏସ ଧୋନୀ ଆଲୋଚନାର କେନ୍ଦ୍ର…

ଗାଁକୁ ପଶି ଆସିଲା ହାତୀଛୁଆ

କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ଜଗଦଳା ଡ୍ୟାମ୍‌ ନିକଟ ରେଙ୍ଗାଳବେଡ଼ା ଗ୍ରାମ ଭିତରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହାତୀଛୁଆ ପଶି ବୁଲୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।ଦଳରୁ ଅଲଗା ହୋଇ ହାତୀଛୁଆଟି ଗ୍ରାମରେ ପଶି ଲୋକଙ୍କ…

ରାହୁଲଙ୍କ ଭଣଜା ରେହନା ଭଦ୍ରା ରାଜନୀତିରେ କରିବେ କି ଏଣ୍ଟ୍ରି, ମିଳିଲା ସଙ୍କେତ!

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏକ୍ସ’ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ରାହୁଲ ‘୧୦ ଜନପଥ’ରେ ଥିବା ତାଙ୍କ ବାସଭବନରେ ରଙ୍ଗ ମାରିବା ସହ ପୁଟ୍ଟି ମାରୁଥିବାର ଦେଖାଯାଇଛନ୍ତି। ଏହି…

ଝାଡ଼ଖଣ୍ଡ ସୀମାରେ ଶିବ ଲିଙ୍ଗ ଭାଙ୍ଗିବା ଘଟଣା: ପ୍ରତିବାଦରେ ଚମ୍ପୁଆରେ ଆନ୍ଦୋଳନ

କେନ୍ଦୁଝର,୨ା୧୧: ଓଡ଼ିଶା ରାଜ୍ୟ କେନ୍ଦୁଝର ଜିଲା ଚମ୍ପୁଆ ସୀମା ଝାଡ଼ଖଣ୍ଡସ୍ଥିତ ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗ ଭଙ୍ଗା ଘଟଣାରେ ଚାପା ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଏହି ଘଟଣା ଘଟିଥିଲା। ଦୁର୍ବୃତ୍ତମାନେ ଶିବ ଲିଙ୍ଗ…

ଶାହାରୁଖ ଖାନ ନୁହେଁ, ଏହା ହେଉଛି ବଲିଉଡ ବାଦଶାହଙ୍କ ପ୍ରକୃତ ନାଁ…

ମୁମ୍ବାଇ: ବିଲିଉଡ ଅଭିନେତା ଶାହାରୁଖ ଖାନ ଆଜି ତାଙ୍କର ୫୯ ତମ ଜନ୍ମଦିନ ପାଳନ କରୁଛନ୍ତି। ଆଜି ଅର୍ଥାତ୍‌ ୨ୟ ନଭେମ୍ବର ହେଉଛି କିଙ୍ଗ ଖାନଙ୍କ ଜନ୍ମଦିନ। ଶାହାରୁଖ ଖାନଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ, ତାଙ୍କ ନାମ ହିଁ ଯଥେଷ୍ଟ।…

ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା

ଜୟପୁର,୨।୧୧: ଜିଏସ୍‌ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ ଶନିବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟା ଦୋକାନ ବଜାର…

ଚାଷ ଜମିରେ ପାଣି ମଡାଇବାକୁ କେନ୍ଦ୍ର କରି ସ୍ବାମୀଙ୍କୁ ହତ୍ୟା, ଅଭିଯୋଗ ଆଣିଲେ ସ୍ତ୍ରୀ

ଧରାକୋଟ,୨।୧୧: ଗାଁ କୋଠ ଜମିରେ ପାଣି ମଡା ଇବାକୁ କେନ୍ଦ୍ର କରି ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଘଟିଛି ଏକ ଜଙ୍ଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଯୁଧିଷ୍ଟିର ଗୌଡଙ୍କ ପୁଅ ପଞ୍ଚାନନ ଗୌଡ଼ (୫୨)ଙ୍କୁ ତାଙ୍କ ଗ୍ରାମର ସନ୍ତୋଷ ଗୌଡ଼,ଶିବ…

ରେଳ ଧାରଣା ପାର୍‌ ହେଉଥିବାବେଳେ ମାଲଗାଡ଼ି ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ,୨ । ୧୧(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର ମାଲଗାଡ଼ି ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ହାତୀଟିର ବୟସ ୧୨…

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦିଶୁନି

ଭୁବନେଶ୍ୱର,୨।୧୧: ଆଜି ଭୋରରୁ ଟୁଇନ୍‌ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଫଳରେ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ…

ସ୍ପେନରେ ବନ୍ୟା, ୨୦୦ରୁ ଅଧିକ ଲୋକଙ୍କର ଗଲାଣି ଜୀବନ

ମାଡ୍ରିଡ, ୨।୧୧: ବନ୍ୟା ସମସ୍ୟା ସହ ସ୍ପେନ ବର୍ତ୍ତମାନ ସଂଘର୍ଷ କରୁଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏ ପର୍ଯ୍ୟନ୍ତ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବନ୍ୟା ଦ୍ୱାରା ସର୍ବାଧିକ ଭାଲେନ୍ସିଆ ସହର ପ୍ରଭାବିତ ହୋଇଛି। ରିପୋର୍ଟ ଅନୁଯାୟୀ, ଏହି ଝଡ଼ରେ…

ରହସ୍ୟମୟ ଗର୍ଭବତୀ କୂଅ

ବେଜିଂ: ମା’ ହେବା ବିଶ୍ୱର ସବୁଠାରୁ ସୁନ୍ଦର ଅନୁଭବ ହୋଇଥାଏ। ସାଧାରଣତଃ ମାତୃତ୍ୱ ଲାଭ କରିବା ପରେ ଯାଇ ଜଣେ ମହିଳା ତାଙ୍କ ଜୀବନକୁ ସଂପୂର୍ଣ୍ଣ ଅନୁଭବ କରିଥାନ୍ତି। ତେବେ ବେଳେବେଳେ ମହିଳାମାନେ ବିଭିନ୍ନ କାରଣରୁ ଗର୍ଭବତୀ ହେବାକୁ ସକ୍ଷମ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri