ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି
ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ ଇଣ୍ଡଷ୍ଟ୍ରିଆଲ ଏଭରେଜ ୦.୯୦ ପ୍ରତିଶତ ହ୍ରାସ ହୋଇ ୪୧୭୬୩ ସ୍ତରରେ ବନ୍ଦ ହୋଇଛି। ସେହିପରି…
ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା
ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଲଘୁଚାପ ହେବାର କୌଣସି ସିଷ୍ଟମ ଏବେ…
ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!
ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବା ଆଶଙ୍କା କରାଯାଉଛି। ନଭେମ୍ବର ପ୍ରଥମ ସପ୍ତାହ ଅର୍ଥାତ୍ ୫ତାରିଖରୁ ୧୫ ମଧ୍ୟରେ…
ମାଛ ଧରିବା ଉପରେ ୭ ମାସ କଟକଣା
ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗୁ…
ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି
ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ। ବ୍ୟକ୍ତିଗତ ସ୍ବାଧୀନତା, ମହିଳାଙ୍କ ଅଧିକାର, ଲିଙ୍ଗଗତ ସମାନତା, ଭିନ୍ନକ୍ଷମଙ୍କ ଅଧିକାର ସହିତ ଜଡିତ ନିଷ୍ପତ୍ତିଗୁଡ଼ିକ…
ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ
ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ବୁଧବାର ରାତିରେ ଏହି ଘଟଣା ଘଟିଛି। ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରଦାରୀ ଆହତ ହୋଇଥିଲେ।…
ସ୍କ୍ରବ ଟାଇଫସ୍ ନେଲା ଆଉ ଜଣଙ୍କ ଜୀବନ
ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍ରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ୧୧ ଦିନ ଧରି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ…
ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ
ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ ଓ…
କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ
ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ ଭାରତୀୟ ଜନତା ପାର୍ଟି ଶୁକ୍ରବାର ବିରୋଧୀ ଦଳକୁ ନିନ୍ଦା କରିଛି। ସେମାନେ ଜନତାଙ୍କୁ ‘ବୋକା…
ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ ଗୁପ୍ତଚର କାର୍ଯ୍ୟ କରୁଛି। ଚାଇନା ପ୍ରତିପକ୍ଷଙ୍କ ନିର୍ଦ୍ଦେଶରେ ପାକିସ୍ତାନର ଗୁପ୍ତଚର ସଂସ୍ଥା ଜମ୍ମୁ କଶ୍ମୀରର…
ସୂର୍ଯ୍ୟ-ହାର୍ଦ୍ଦିକଙ୍କଠାରୁ କମ୍ ଦରମାରେ ଖେଳିବେ ରୋହିତ ଶର୍ମା, ମୁମ୍ବାଇର ରିଟେଶନ ଲିଷ୍ଟ ଉପରେ କହିଲେ…
ନୂଆଦିଲ୍ଲୀ,୧।୧୧: ଆଇପିଏଲ ୨୦୨୫ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଖେଳାଳିଙ୍କୁ ରିଟେନ କରିଛି। ସେମାନଙ୍କ ନାମ ଜସପ୍ରୀତ ବୁମ୍ରା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରୋହିତ ଶର୍ମା ଏବଂ ତିଳକ ବର୍ମା। କହୁରଖୁଛୁ ଯେ ଦରମା ଦୃଷ୍ଟିରୁ ରୋହିତଙ୍କୁ ବୁମ୍ରା, ପାଣ୍ଡ୍ୟା…
ବୁଢା ମାଣ୍ଡିଆକୁ ଜିଆଇ ଟ୍ୟାଗ୍ ପାଇଁ ପ୍ରୟାସ ଆରମ୍ଭ: ଚାଲିଛି ସର୍ଭେ
ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ): କ୍ଷୁଦ୍ରଦାନା ଶସ୍ୟର ବହୁଳ ବ୍ୟବହାରକୁ ନେଇ ରାଜ୍ୟ ସରକାର ଲୋକଙ୍କ ପାଇଁ ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ଜନସଚେତନ କାର୍ଯ୍ୟ କରୁଛନ୍ତି। ହଜିଯାଇଥିବା ପାରମ୍ପରିକ ଖାଦ୍ୟର ପୁନରୁଦ୍ଧାର ପାଇଁ ପ୍ରୟାସ କରାଯାଉଛି। ଏହି କ୍ରମରେ ମଣିଷ ପାଇଁ ବହୁ…
Archives


