ଭାରତକୁ ଶୋଚନୀୟ ଭାବେ ପରାସ୍ତ କଲା ପାକିସ୍ତାନ: ବେକାର ଗଲା ଭରତଙ୍କ ଅର୍ଦ୍ଧଶତକ
ନୂଆଦିଲ୍ଲୀ,୧।୧୧: ହଂକଂ କ୍ରିକେଟ ସିକ୍ସ ଟୁର୍ନାମେଣ୍ଟରେ ପାକିସ୍ତାନ ଭାରତକୁ ୬ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନୀ ଦଳ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ଉଭୟ ମ୍ୟାଚ ଜିତି କ୍ୱାର୍ଟର ଫାଇନାଲରେ ସ୍ଥାନ ହାସଲ କରିଛି। ଏହି ମ୍ୟାଚ୍ରେ ପ୍ରଥମେ ଖେଳୁଥିବା ଟିମ ଇଣ୍ଡିଆ…
ସିଏସ୍କେ ପାଇଁ ଖେଳିବେ ପନ୍ତ! ଧୋନୀଙ୍କ ନିକଟତର ଖୋଲିଦେଲେ ବଡ଼ ରାଜ୍
ନୂଆଦିଲ୍ଲୀ,୧।୧୧: ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ରିଷଭ ପନ୍ତଙ୍କୁ ମୁକ୍ତ କରିଛି। ପନ୍ତ ୨୦୧୬ରେ ଆଇପିଏଲ ଡେବ୍ୟୁ କରିଥିଲେ ଏବଂ ସେବେଠାରୁ ସେ ଦିଲ୍ଲୀର ଏକ ଅଂଶ ହୋଇ ରହିଥିଲେ। କିନ୍ତୁ ବର୍ତ୍ତମାନ ଫ୍ରାଞ୍ଚାଇଜ ତାଙ୍କ ହାତ ଛାଡି ଦେଇଛି।…
ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା…
ଶିବକୁମାରଙ୍କ କଥା ଶୁଣି ରାଗିକି ପଞ୍ଚମ ହୋଇଗଲେ ଖାର୍ଗେ: କହିଦେଲେ…
ନୂଆଦିଲ୍ଲୀ,୧।୧୧: କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ‘ଶକ୍ତି’ ଯୋଜନାକୁ ପୁନର୍ବିଚାର କରିବା ବିବୃତ୍ତିରେ ରାଗିଛନ୍ତି। ଖାର୍ଗେ ଶିବକୁମାରଙ୍କୁ ସ୍ପଷ୍ଟ ଭାବରେ ତାଗିଦ କରି କହିଛନ୍ତି, କର୍ନାଟକର ପାଞ୍ଚଟି ଗ୍ୟାରେଣ୍ଟି ଦେଖି ମୁଁ ମହାରାଷ୍ଟ୍ରରେ ମଧ୍ୟ ପାଞ୍ଚଟି…
କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ
କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ ଗୁପ୍ତାବାସରେ ଥିଲେ। ଶୁକ୍ରବାର ଅନାସ୍ଥା ପ୍ରସ୍ତାବ ପାଇଁ ବ୍ଲକର ୧୮ ଜଣ ସରପଞ୍ଚ ,…
କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ ଅଭିଯୋଗ…
କ୍ରିକେଟ୍ ଜଗତରେ ବଡ଼ ଓଲଟପାଲଟ୍: ଇଂଲଣ୍ଡକୁ ଧୂଳି ଚଟାଇଲା ହଂକଂ
ନୂଆଦିଲ୍ଲୀ,୧।୧୧:ହଂକଂ ସୁପର ସିକ୍ସ ଟୁର୍ନାମେଣ୍ଟରେ ଇଂଲଣ୍ଡକୁ ପରାସ୍ତ କରି ନେପାଳ ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରିଛି। ନେପାଳ ଇଂଲଣ୍ଡକୁ ୧୦ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଇଂଲଣ୍ଡ ୫.୫ ଓଭରରେ ୬ ଉଇକେଟ ହରାଇ ୯୭…
ମାଟି ଅତଡ଼ାରେ ଚାପି ହୋଇ ଝିଅ ମୃତ, ବାପା ଗୁରୁତର
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ାରେ ଚାପି ହୋଇ ୮ବର୍ଷର ଝିଅ ଗୀତା ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଈଶ୍ୱର ମୁଣ୍ଡା ଗୁରୁତର ହୋଇଛନ୍ତି। ଗୁରୁତର…
ଭାରତ ସହ ମିଶି ଶେଷ କରିବୁ ସ୍ମଗ! ଦୀପାବଳି ପରେ କାହିଁକି ଏମିତି କହିଲେ ମରିୟମ
ଇସଲାମାବାଦ,୧।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ତଥା ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ସରିଫ ବୁଧବାର ୯୦-ଶାହରାହ-ଏ-କାୟଦ-ଏ-ଆଜମରେ ଅନୁଷ୍ଠିତ ଦୀପାବଳି ଉତ୍ସବରେ ଯୋଗ ଦେଇ ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ସମର୍ଥନ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ…
କାହିଁକି ତୃତୀୟ ଟେଷ୍ଟରୁ ବାଦ୍ ପଡ଼ିଲେ ବୁମ୍ରା: ବିସିସିଆଇ କହିଲା କାରଣ
ଓ୍ବାଙ୍ଖଡେ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଏକ ବଡ ପରିବର୍ତ୍ତନ କରିଛି। ଜସପ୍ରୀତ ବୁମରା ପ୍ଲେଇଙ୍ଗ-୧୧ରେ ସାମିଲ ହୋଇନାହାନ୍ତି। ଏହାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଗୋଟିଏ ପଟେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୨-୦ରେ…
ଜାତି ବଦଳାଇଲେ ଶିଆ ଓ୍ବାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ
ନୂଆଦିଲ୍ଲୀ,୧।୧୧: ୨୦୨୧ରେ ସନାତନ ଧର୍ମ ଗ୍ରହଣ କରି ଲାଇମ ଲାଇଟକୁ ଆସିଥିବା ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଏଥର ନିଜର ଜାତି ପରିବର୍ତ୍ତନ କରିଛନ୍ତି। ଜିତେନ୍ଦ୍ର ନାରାୟଣ ତ୍ୟାଗିଙ୍କଠାରୁ ସେ ବର୍ତ୍ତମାନ ଠାକୁର ଜିତେନ୍ଦ୍ର ନାରାୟଣ ସିଂ…
ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫
ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦଡ଼ାସାହିର ରୁନୁ ମାଝୀ…
Archives


