Home Left

ସାରା ଦେଶରେ SIR ଲାଗୁକୁ ନେଇ ହେବ ଘୋଷଣା, ପ୍ରଥମ ପର୍ଯ୍ୟାୟରେ ଏହିସବୁ ରାଜ୍ୟରେ ଆରମ୍ଭ ହେବ ପ୍ରକ୍ରିୟା

ନୂଆଦିଲ୍ଲୀ,୨୭।୧୦: ବିହାର ପରେ, ସାରା ଦେଶରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ପ୍ରଥମ ପର୍ଯ୍ୟାୟ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ନିର୍ବାଚନ କମିଶନ ସୋମବାର SIR ଘୋଷଣା କରିବା ପାଇଁ ଏକ ବୈଠକ ଡାକିଛନ୍ତି।...

ଭବିଷ୍ୟତରେ କ’ଣ ହେବେ ଧୋନୀଙ୍କ ଝିଅ: ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୨୭।୧୦:ମହେନ୍ଦ୍ର ସିଂହ ଧୋନୀ ୧୫ ଅଗଷ୍ଟ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ସେବେଠାରୁ ଧୋନୀ କେବଳ IPLରେ ଖେଳୁଛନ୍ତି। ଅବସର ପରେ ଧୋନୀ ତାଙ୍କ ପରିବାର ସହିତ ସମୟ ବିତାଉଛନ୍ତି। ଧୋନୀ, ତାଙ୍କ ସ୍ତ୍ରୀ ସାକ୍ଷୀ ଏବଂ...

ବିଦ୍ୟାଳୟ ପାଇଁ ଗୌରବ ଆଣିଲେ ପ୍ରିୟାଂଶୁ

ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ଓ ଶନିବାର ଦୁଇଦିନ ରାଜ୍ୟସ୍ତରୀୟ ୧୭ ବର୍ଷରୁ କମ୍‌ ବୟସର ବିଦ୍ୟାଳୟ ସମୂହ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ପିଏମ୍‌ ଶ୍ରୀ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ଷଷ୍ଠ...

ଧବଳେଶ୍ୱର ମନ୍ଦିରରେ ବଡ଼ଓଷା, କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ପ୍ରସ୍ତୁତି ଆରମ୍ଭ

ଖୋର୍ଦ୍ଧା,୨୭ା୧୦(ପ୍ରଭାତ ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ଶ୍ରୀଧବଳେଶ୍ୱର ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି। ରବିବାରଠାରୁ ଟ୍ରଷ୍ଟ ବୋର୍ଡ ଆନୁଷ୍ଠାନିକ ଭାବେ...

Ab De Villiersଙ୍କ ଠାରୁ ବି ଆହୁରି ଘାତକ ତାଙ୍କ ପୁଅ

ନୂଆଦିଲ୍ଲୀ,୨୭।୧୦: ଯେତେବେଳେ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀ ଏବି ଡିଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ, ପ୍ରତ୍ୟେକ ବୋଲର ତାଙ୍କୁ ଭୟ କରୁଥିଲେ। ଆଜି ମଧ୍ୟ, ଯେତେବେଳେ ସେ ଲିଗ କ୍ରିକେଟ ଖେଳନ୍ତି, ବୋଲରମାନେ ତାଙ୍କୁ ବୋଲିଂ କରିବାକୁ ଭୟ କରନ୍ତି କାରଣ...

ପାକିସ୍ତାନ କୋଚଙ୍କୁ କଡ଼ା ଜବାବ ଦେଇଥିଲେ ପଠାନ

ନୂଆଦିଲ୍ଲୀ,୨୭।୧୦: ଇରଫାନ ପଠାନ ଆଜି ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ଅଲରାଉଣ୍ଡର ଇରଫାନ ତାଙ୍କ ଛୋଟ କ୍ରିକେଟ କ୍ୟାରିୟରରେ ବହୁତ କିଛି ହାସଲ କରିଛନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଇରଫାନ ୨୦୦୩ ମସିହାରେ ତାଙ୍କର ଅନ୍ତର୍ଜାତୀୟ...

ମା-ଝିଅଙ୍କୁ ବାନ୍ଧିଦେଲେ, ବଳାତ୍କାର ଧମକ ଦେଇ ଦୁର୍ବୃତ୍ତ ଲୁଟିନେଲେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ବଣାଇଁ,୨୭ା୧୦: ସୁନ୍ଦରଗଡ଼ ଜିଲା ବଣାଇଁ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା। ବଣାଇଁ ଥାନାଠାରୁ ମାତ୍ର ପାଞ୍ଚ ଶହ...

ବ୍ରିଟେନରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବଳାତ୍କାର

ଲଣ୍ଡନ,୨୭।୧୦: ବ୍ରିଟେନରେ ଜଣେ ଶିଖ ମହିଳାଙ୍କୁ ବଳାତ୍କାର କରିବାର ଗୋଟିଏ ମାସ ପରେ ଆଉ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଉତ୍ତର ଇଂଲଣ୍ଡରେ ଜଣେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବଳାତ୍କାର କରାଯାଇଥିବା ବ୍ରିଟିଶ ପୋଲିସ ରିପୋର୍ଟ କରିଛି। ଏହି...

ନୂଆ ବୁଲେଟ କିଣାକୁ ନେଇ ଚାଲିଥିଲା ପାର୍ଟି: ପ୍ରଥମେ ପିଇଲେ ମଦ, ପରେ ସିଗାରେଟ୍‌ ନ ଦେବାରୁ…

ଜଗତ୍‌ସିଂହପୁର,୨୭ା୧୦ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ସହର ଉପକଣ୍ଠ ଯୋଗଧାରୀ ଛକରେ ପାନ ଦୋକାନ କରିଥିବା ଗୋପା (ପୋକପୁର) ଗ୍ରାମର ଚୈତନ୍ୟ ପୋଥାଳଙ୍କ ପୁଅ ଜ୍ଞାନ ରଞ୍ଜନ ପୋଥାଳ (୩୮)ଙ୍କୁ ୨୪ ତାରିଖ ରାତିରେ ଖଣ୍ଡାରେ ବୀଭତ୍ସ ଭାବେ ହାଣି...

କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ସୋସିଆଲ ମିଡିଆ

ଆଜିକାଲି ସୋସିଆଲ ମିଡିଆର ବ୍ୟବହାର କେତେ ବହୁଳ ହେଲାଣି ତାହା ପ୍ରାୟ ସମସ୍ତେ ଜାଣନ୍ତି। ଏଥିରୁ ଅନେକ କଥା ଜାଣିହୁଏ-ଏକଥା ସତ, ହେଲେ ସବୁବେଳେ ଏଥିରେ ନିମଗ୍ନ ରହିଲେ ତାହାର ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିବା ସହ ଏହା ଦ୍ୱାରା...

ଇ-ଗେଜେଟ୍‌ ନୋଟିଫିକେଶନରେ ଦୁର୍ନୀତି

ଯାଜପୁର,୨୭ା୧୦(ହର୍ଷବର୍ଦ୍ଧନ ବେହେରା): ମାନବ ହସ୍ତକ୍ଷେପକୁ ଦୂର କରିବା ସହ ସ୍ବଚ୍ଛତା ଓ ସାଧାରଣ ଲୋକଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଇ-ଗେଜେଟ୍‌ ନୋଟିଫିକେଶନ ବ୍ୟବସ୍ଥା କରାଯାଇଛି। ଏଥିରେ ଆଧାର କାର୍ଡ ଓ ଅନ୍ୟାନ୍ୟ ଅଫିସିଆଲ କାର୍ଯ୍ୟରେ ନାମ ସଂଶୋଧନ...

କନୋଲି ଆୟର୍ଲାଣ୍ଡ ରାଷ୍ଟ୍ରପତି

ଲଣ୍ଡନ,୨୭।୧୦: ଆୟର୍ଲାଣ୍ଡରେ ଶନିବାର ଅନୁଷ୍ଠିତ ନିର୍ବାଚନରେ କାଥେରିନ୍‌ କନୋଲି ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। କନୋଲିଙ୍କ ସପକ୍ଷରେ ୬୦ ପ୍ରତିଶତ ଭୋଟ ଯାଇଥିବା ଜଣାପଡ଼ିଛି। ବିରୋଧୀ ପ୍ରାର୍ଥୀ ପରାଜୟ ସ୍ବୀକାର କରିନେଇଛନ୍ତିି। ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ବାମପନ୍ଥୀ ରାଜନୈତିକ ବିଚାରଧାରାକୁ ସମର୍ଥନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri