ବାଇକ୍ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ
ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେନାଲ ସାହିରେ କୁସିଆଁ ମହାନ୍ତିଙ୍କ ଘରେ ଭଡ଼ାରେ ରହୁଥିବା ରାଜେନ୍ଦ୍ର…
ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା: ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୧।୧୧: ଅର୍ଥନୀତିଜ୍ଞ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ ବିବେକ ଦେବ୍ରୋଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଦେବ୍ରୋ ରାମକୃଷ୍ଣ ମିଶନ ବିଦ୍ୟାଳୟ (ନରେନ୍ଦ୍ରପୁର), ପ୍ରେସିଡେନ୍ସି କଲେଜ (କୋଲକାତା), ଦିଲ୍ଲୀ ସ୍କୁଲ ଅଫ…
ତିରୁପତି ମନ୍ଦିରରେ ଏବେ କେବଳ କାମ କରିବେ ହିନ୍ଦୁ, ବି ଆର ନାଇଡୁଙ୍କ ନିର୍ଦ୍ଦେଶ
ଅମରାବତି,୧।୧୧: ତିରୁମାଲା ଆୟର୍ଲାଣ୍ଡ ଦେବସ୍ତାନାମ (ଟିଟିଆଇ) ବୋର୍ଡର ନୂଆ ଚେୟାରମ୍ୟାନ ଭାବେ ଏନ ବି ଆର ନାଇଡୁଙ୍କୁ ବଛା ଯାଇଛି। ବୋର୍ଡର ନୂତନ ଚେୟାରମ୍ୟାନ ହେବା ପରେ ସେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ମନ୍ଦିର ପରିସରରେ…
ହେମନ୍ତ ସୋରେନଙ୍କ ବୟସକୁ ନେଇ ରାଜନୀତିରେ ଝଡ଼, ଭାଜପା ଟାର୍ଗେଟରେ ମୁଖ୍ୟମନ୍ତ୍ରୀ
ରାଞ୍ଚି,୧।୧୧: ମହାରାଷ୍ଟ୍ର ସହିତ ଝାଡ଼ଖଣ୍ଡରେ ଏକାଠି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନରେ ଜିତିବା ପାଇଁ ରାଜନୈତିକ ଦଳମାନେ ନିରନ୍ତର ପ୍ରସ୍ତୁତ ହେଉଛନ୍ତି। ଏହି ସମୟରେ ଝରଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବୟସକୁ ନେଇ ଏକ ନୂଆ ବିବାଦ ଆରମ୍ଭ ହୋଇଛି।…
ଭୟଙ୍କର ସ୍ଥିତିରେ ରୁଷିାଆ-ୟୁକ୍ରେନ ଯୁଦ୍ଧ: ରୁଷିଆକୁ ସହାୟତା ପାଇଁ ଆଗେଇ ଆସିଲା ଉତ୍ତର କୋରିଆ
କିଭ୍,୧।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ଏହି ସମୟରେ ରୁଷିଆକୁ ୧୦ ହଜାରରୁ ଅଧିକ ମିଶାଇଲ୍ ପଠାଇଛି ଉତ୍ତର କୋରିଆ। ନିକଟରେ ଆମେରିକା ଦାବି କରିଛି, ଉତ୍ତର କୋରିଆର ୮୦୦୦ ସୈନିକ ବର୍ତ୍ତମାନ ୟୁକ୍ରେନ ସୀମା ନିକଟରେ…
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ଖୋଲିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧ା୧୧: ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନଭେମ୍ବର ୧ରୁ ଖୋଲିଛି କୁଲଡିହା ଅଭୟାରଣ୍ୟ। ବର୍ଷା ଋତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍ ୧୫ରୁ ଏହି ଅଭୟାରଣ୍ୟ ବନ୍ଦ ରହିଥିଲା। ପୁଣି ପର୍ଯ୍ୟଟନ ଋତୁ ଆସିବାରୁ ପ୍ରତ୍ୟେକ…
ଟ୍ବିନ୍ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି
କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ…
ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ
ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…
ରଙ୍ଗ ବେରଙ୍ଗ ଆଲୋକରେ ଝଲସିଲା ରାମ ମନ୍ଦିର
ଅଯୋଧ୍ୟା,୩୧।୧୦: ଆଲୋକର ପର୍ବ ଦୀପାବଳି ସମଗ୍ର ଦେଶରେ ଖୁବ ଆଡମ୍ବର ସହ ପାଳନ କରାଯାଉଛି। ଏହି ଦିନ ମନ୍ଦ ଉପରେ ଭଲର ବିଜୟ, ଅନ୍ଧକାର ଉପରେ ଆଲୋକ ଏବଂ ନିରାଶା ଉପରେ ସୁଖର ପ୍ରତୀକ ଅଟେ। ନିର୍ବାସନ ପରେ ଭଗବାନ ରାମଙ୍କ…
ଭାଜପା ସରକାର ପାଇଁ ଜମ୍ମୁ-କଶ୍ମୀର ଏକ ପ୍ରୟୋଗଶାଳା: ମେହବୁବା ମୁଫତି
ଶ୍ରୀନଗର,୩୧।୧୦: ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରି ଫାଉଣ୍ଡେସନ ଦିବସ ପାଳନ ଅବସରରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦେଇଥିବା ବିବୃତ୍ତିରେ ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ଅଧ୍ୟକ୍ଷ ମେହବୁବା ମୁଫତି ଗୁରୁବାର ଦୃଢ ପ୍ରତିକ୍ରିୟା ଦେଇଛନ୍ତି। ପିଡିପି ମୁଖ୍ୟ…
ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ
ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ…
ହ୍ବାଇଟ ହାଉସର ସେନା ବ୍ୟାଣ୍ଡ ଦୀପାବଳିରେ ବଜାଇଲେ ‘ଓମ ଜୟ ଜଗଦୀଶ ହରେ’ ଭାଇରାଲ ହେଉଛି ଭିଡିଓ
ଓ୍ବାଶିଂଟନ,୩୧।୧୦: ଦୀପାବଳି ଏକ ପର୍ବ ଏବଂ ଲୋକମାନେ ଏହାକୁ କେବଳ ଭାରତରେ ନୁହେଁ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ ପାଳନ କରାଯାଉଛି। ନିକଟରେ ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ଦୀପାବଳି ଉତ୍ସବ ଆୟୋଜନ କରାଯାଇଥିଲା, ଯେଉଁଥିରେ ଅନେକ ଲୋକ ଅଂଶଗ୍ରହଣ…
Archives


