ଟ୍ବିନ୍ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି
କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ…
ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ
ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…
ରଙ୍ଗ ବେରଙ୍ଗ ଆଲୋକରେ ଝଲସିଲା ରାମ ମନ୍ଦିର
ଅଯୋଧ୍ୟା,୩୧।୧୦: ଆଲୋକର ପର୍ବ ଦୀପାବଳି ସମଗ୍ର ଦେଶରେ ଖୁବ ଆଡମ୍ବର ସହ ପାଳନ କରାଯାଉଛି। ଏହି ଦିନ ମନ୍ଦ ଉପରେ ଭଲର ବିଜୟ, ଅନ୍ଧକାର ଉପରେ ଆଲୋକ ଏବଂ ନିରାଶା ଉପରେ ସୁଖର ପ୍ରତୀକ ଅଟେ। ନିର୍ବାସନ ପରେ ଭଗବାନ ରାମଙ୍କ…
ଭାଜପା ସରକାର ପାଇଁ ଜମ୍ମୁ-କଶ୍ମୀର ଏକ ପ୍ରୟୋଗଶାଳା: ମେହବୁବା ମୁଫତି
ଶ୍ରୀନଗର,୩୧।୧୦: ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରି ଫାଉଣ୍ଡେସନ ଦିବସ ପାଳନ ଅବସରରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦେଇଥିବା ବିବୃତ୍ତିରେ ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ଅଧ୍ୟକ୍ଷ ମେହବୁବା ମୁଫତି ଗୁରୁବାର ଦୃଢ ପ୍ରତିକ୍ରିୟା ଦେଇଛନ୍ତି। ପିଡିପି ମୁଖ୍ୟ…
ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ
ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ…
ହ୍ବାଇଟ ହାଉସର ସେନା ବ୍ୟାଣ୍ଡ ଦୀପାବଳିରେ ବଜାଇଲେ ‘ଓମ ଜୟ ଜଗଦୀଶ ହରେ’ ଭାଇରାଲ ହେଉଛି ଭିଡିଓ
ଓ୍ବାଶିଂଟନ,୩୧।୧୦: ଦୀପାବଳି ଏକ ପର୍ବ ଏବଂ ଲୋକମାନେ ଏହାକୁ କେବଳ ଭାରତରେ ନୁହେଁ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ ପାଳନ କରାଯାଉଛି। ନିକଟରେ ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ଦୀପାବଳି ଉତ୍ସବ ଆୟୋଜନ କରାଯାଇଥିଲା, ଯେଉଁଥିରେ ଅନେକ ଲୋକ ଅଂଶଗ୍ରହଣ…
ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ
ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମା’ଙ୍କ ପୂଜା ଧୁମଧାମରେ କରାଯାଉଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ଝଲସି…
ବାପ-ପୁଅ ହତ୍ୟା ମାମଲା: ଧରାପଡ଼ିଲେ ୪ ଅଭିଯୁକ୍ତ
ପୁରୀ,୩୧।୧୦(ଅଜିତ୍ କୁମାର ମହାନ୍ତି): ପୁରୀ ସଦର ସମଙ୍ଗରାରେ ଘଟିଥିବା ଡବଲ ମର୍ଡର ଘଟଣାରେ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁରୀ ପୋଲିସ l ଗିରଫ ଅଭିଯୁକ୍ତମାନେ ହେଲେ ଜଟାଧାରୀ ପ୍ରଧାନ, ବଳିଆ ପ୍ରଧାନ, ଜଗା ପ୍ରଧାନ, ରତନି ପ୍ରଧାନ। ଗିରଫ…
ମୋଦିଙ୍କ ବୟାନକୁ ନେଇ ଖାର୍ଗେ କହିଲେ ଅସମ୍ଭବ
ନୂଆଦିଲ୍ଲୀ,୩୧।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓ୍ବାନ ନେଶନ ଓ୍ବାନ ଇଲେକ୍ସନର ଶୀଘ୍ର କାର୍ଯ୍ୟକାରିତା ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ନେଇ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି। ଖାର୍ଗେ ଏହାକୁ ଅସମ୍ଭବ ବୋଲି କହିଛନ୍ତି। ଗୁରୁବାର ଗୁଜୁରାଟରେ…
ପୁରୀରେ ବାଣ ବସ୍ଫୋରଣ: ୩ ଗୁରୁତର
ପୁରୀ,୩୧।୧(ଅଜିତ୍ କୁମାର ମହାନ୍ତି): ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ଜଣ ନାବାଳକ ବୋଲି ଜଣାପଡିଛି। ଗୁରୁତରମାନେ ହେଲେ ଗୁଲା…
ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ
ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି ହାତୀକୁ ନୂଆ ଜୀବନ ଦେଇଛନ୍ତି। ତିନି ଆଫ୍ରିକୀୟ ବଣୁଆ ହାତୀକୁ ଗୁଜୁରାଟର ଜାମନଗରରେ ଅବସ୍ଥିତ…
ମାର୍ଶାଲଆର୍ଟ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ
ଅନୁଗୋଳ ଅଫିସ,୩୧।୧୦(ମାନସ ବିଶ୍ୱାଳ): ଅନ୍ତର୍ଜାତୀୟ ୪ର୍ଥ ବିଶ୍ୱ ସ୍କୋଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା ଉଜବେଗିସ୍ଥାନରେ ନଭେମ୍ବର ୨ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ ହୋଇଛନ୍ତି। ବାଳକ ବିଭାଗରେ ସୌମ୍ୟରଞ୍ଜନ ନାୟକ ଏବଂ ବାଳିକା…
Archives


