ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…
ଡେରାବିଶ,୩୦।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ୍ ମହିଳା ଓ ଶିଶୁ ସମନ୍ବିତ ବିଭାଗର ଜଣେ ଗର୍ଭବତୀ କିରାଣିଙ୍କୁ ସିଡିପିଓ ନିର୍ଯାତନା ଦେବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହେବା ଅଭିଯୋଗ ଘଟଣା ଏବେ କେବଳ କେନ୍ଦ୍ରାପଡ଼ା ଜିଲା…
‘ସିଟାଡେଲ ହନିବନି’ ଟ୍ରେଲର ୨ ରିଲିଜ୍
ମୁମ୍ବାଇ:ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁଙ୍କ ‘ସିଟାଡେଲ ହନିବନି’ ଓ୍ବେବ ସିରିଜ୍ ଆସନ୍ତା ନଭେମ୍ବର ୭ରେ ଓଟିଟି ପ୍ଲାଟ୍ଫର୍ମ ଆମାଜନ ପ୍ରାଇମରେ ଷ୍ଟ୍ରିମିଂ ହେବାକୁ ଯାଉଛି। ତେବେ ଏହି ସିରିଜ୍ର ଦ୍ୱିତୀୟ ଟ୍ରେଲରକୁ ମଙ୍ଗଳବାର ଜାରି କରାଯାଇଛି।…
ଏହିଦିନ ପାଳୁଛନ୍ତି କି ଦୀପାବଳି, ଲାଗିବ ଦୋଷ!
ଭୁବନେଶ୍ୱର,୩୦।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇ ଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି। ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ ଦେଖା…
୧୩ ହଜାର କି.ମି. ସାଇକେଲ ଚଳାଇ ରୋନାଲ୍ଡୋଙ୍କୁ ଭେଟିଲେ ପ୍ରଶଂସକ
ରିୟାଧ୍:ପ୍ରସିଦ୍ଧ ଫୁଟ୍ବଲର ତଥା କିମ୍ବଦନ୍ତୀ କ୍ରୀଡ଼ାବିତ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କର ବିଶ୍ୱବ୍ୟାପୀ ପ୍ରଶଂସକ ରହିଛନ୍ତି। ସମ୍ପ୍ରତି ତାଙ୍କୁ ଭେଟିବା ପାଇଁ ଜଣେ ପ୍ରଶଂସକ ସାଇକେଲ ଯୋଗେ ୧୩ ହଜାର କିଲୋମିଟର ଯାତ୍ରା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ରୋନାଲ୍ଡୋଙ୍କର ଗୋଙ୍ଗ୍(୨୪) ନାମକ ଚାଇନାର…
ଦର ବୃଦ୍ଧି ସତ୍ତ୍ୱେ ଧନତେରସରେ ୨୫ କୋଟିର ବ୍ୟବସାୟ
ବ୍ରହ୍ମପୁର,୩୦।୧୦(ସ୍ମୃତି ରଞ୍ଜନ ମହାଲିକ): ଧନତେରସ ଓ ଅକ୍ଷୟ ତୃତୀୟା ଭଳି ଦିନରେ ଗହଣା ସାମଗ୍ରୀ କିଣିଲେ ଶୁଭ ଓ ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ରହିଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି। ଯାହାକୁ ନେଇ ଏହି ଦିନ ମାନଙ୍କରେ ସହରର ସୁନା ଦୋକାନ…
ବାତ୍ୟା ଗଲା, ସରିଲାନି ଦୁର୍ଦ୍ଦଶା
ସିମୁଳିଆ, ୩୦।୧୦(ସନ୍ତୋଷ ନାୟକ): ଗୁରୁବାର ରାତିରୁ ଶୁକ୍ରବାର ଅପରାହ୍ନ ପର୍ଯ୍ୟନ୍ତ ବାତ୍ୟା ‘ଦାନା’ର ତାଣ୍ଡବ ଜାରି ରହିବା ପରେ ଥମିଯାଇଥିଲା। ତେବେ ବାତ୍ୟା ଛାଡ଼ିଯିବା ପରେ ମଧ୍ୟ ଜନସାଧାରଣଙ୍କ ଦୁର୍ଦ୍ଦଶା ସରିନାହିଁ। ବାତ୍ୟାରେ ସିମୁଳିଆ ବ୍ଲକରେ ହଜାର ହଜାର ଗଛ ନଷ୍ଟ…
କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?
ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ । କହିରଖୁଛୁ, ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଜନଗଣନା ଆରମ୍ଭ ହେବାର ଅଛି ଓ…
ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର
ଭୁବନେଶ୍ୱର,୩୦ା୧୦: ସ୍ମାଇଲ ଗୋଲ୍ଡ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍ ତଥା ଧନ୍ତେରସ ଅଫର୍ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ସ୍ବଳ୍ପ ଅବଧି ଲାଗି ଉପଲବ୍ଧ ରହିଛି। ଏପରିକି ଏହି ଅଫର ଜରିଆରେ ଗ୍ରାହକଙ୍କୁ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍…
ଆଲୁମିନିୟମ ଶିଳ୍ପର ଅଭିବୃଦ୍ଧିକୁ ଗୁରୁତ୍ୱ
ନୂଆଦିଲ୍ଲୀ,୩୦।୧୦: ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଆଲୁମିନିୟମ ଆସୋସିଏସନ ଅଫ୍ ଇଣ୍ଡିଆ(ଏଏଆଇ)ର ପ୍ରସ୍ତାବ ଅନୁଯାୟୀ ଆଲୁମିନିୟମ ଉଦ୍ୟୋଗ ଘରୋଇ ବଜାର ପ୍ରବେଶକୁ ସୁରକ୍ଷା ଓ ସଦ୍ୟ ନିବେଶକୁ ଆକର୍ଷିତକରିବା ଲାଗି ସର୍ଜିଂ ଇମ୍ପୋର୍ଟ ବିପକ୍ଷରେ ସୁରକ୍ଷା ଚାହୁଁଛି। ଏପରିକି ଆଗାମୀ…
ରେକର୍ଡ ପରିମାଣର କାରବାର
ଭୁବନେଶ୍ୱର,୩୦।୧୦(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ଧନ୍ତେରସ୍ ଅବସରରେ ଓଡ଼ିଶା ସୁନା ବଜାର ରେକର୍ଡ ପରିମାଣର କାରବାର କରିଛି। ଏପରିକି ଦରବୃଦ୍ଧି ସତ୍ତ୍ୱେ ବ୍ୟବସାୟରେ ଉତ୍ସାହ ଉଭୟ ଭୁବନେଶ୍ୱର ଏବଂ ଓଡ଼ିଶାର ପ୍ରମୁଖ ବଜାରଗୁଡିକରେ ଦେଖିବାକୁ ମିଳିଥିଲା। ଅପରପକ୍ଷରେ ଘରୋଇ…
ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି
ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା): କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି…
ବିଜେଡିରୁ ଇସ୍ତଫା ଦେବା ପରେ ବିସ୍ଫୋରକ ବୟାନ ଦେଲେ ସୁନନ୍ଦା, କହିଲେ ପାଣ୍ଡିଆନ ଡାକିଥିଲେ କିନ୍ତୁ…
ଭୁବନେଶ୍ୱର,୩୦।୧୦: ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ। ଡିଏସ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ କୁହାଯାଇଥିଲା। ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ…
Archives


