Home Left

କଏଦୀ ନମ୍ବର-୬୨୬୭୧୦

ଜେଲ ଭିତରେ ବନ୍ଦୀ ଥିବା ସବୁ ମଣିଷ କ’ଣ ଅପରାଧୀ? ସେମାନଙ୍କ ମଧ୍ୟରୁ କେତେକଙ୍କୁ ଅପରାଧୀ ବୋଲି ଶାସକ ଶ୍ରେଣୀର ରାଷ୍ଟ୍ରର ପୋଲିସ ଓ ମିଲିଟାରୀ ପକ୍ଷରୁ ଅଭିଯୋଗ କରାଯାଇଥାଏ। ସେଭଳି ଅନେକ ଘଟଣା ମଧ୍ୟରୁ ଗୋଟିଏ ଘଟଣା ଘଟିଥିଲା ଜର୍ମାନରେ।…

ସସମ୍ମାନେ ଇଚ୍ଛାମୃତ୍ୟୁ

କଥାରେ ଅଛି, ”ମରଣଠାରୁ ଘୋଷରା ବଳେ“। ଏହାର ଅର୍ଥ ହେଲା, ମୃତ୍ୟୁ ଅପେକ୍ଷା ଏହା ପୂର୍ବର ରୁଗ୍‌ଣ ତଥା ଶଯ୍ୟାଶାୟୀ ଜୀବନ ଅଧିକ ଯନ୍ତ୍ରଣାଦାୟକ। ଆମ ଅଧିକାଂଶଙ୍କୁ ତାହା ସହ୍ୟ କରିବାକୁ ହୁଏ। ଏପରିକି ବଞ୍ଚତ୍ବାର ଆଦୌ ସମ୍ଭାବନା ନ ଥିଲେ…

ହାତ ମିଶାଇଲେ ରୁଷିଆ-ପାକିସ୍ତାନ: ଟେନସନରେ ଭାରତ 

ଇସଲାମାବାଦ୍,୩୦/୧୦:ପାକିସ୍ତାନ ଆଜିକାଲି ରୁଷିଆ ସହ ନିଜର ସମ୍ପର୍କକୁ ସୁଦୃଢ଼ କରିବାରେ ଲାଗିପଡିଛି । ଉପ ପ୍ରତିରକ୍ଷା ମନ୍ତ୍ରୀ କର୍ଣ୍ଣେଲ ଜେନେରାଲ ଆଲେକଜାଣ୍ଡର ଭି ଫୋମିନଙ୍କ ନେତୃତ୍ୱରେ ରୁଷିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପାକିସ୍ତାନ ଗସ୍ତରେ ଅଛନ୍ତି । ରୁଷିଆର ଉପସୁରକ୍ଷା…

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ ଖାନଙ୍କୁ ଧମକ ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମେସେଜ ପଠାଇଥିବା ବ୍ୟକ୍ତି ୨…

ପୁଣି ପ୍ରେମରେ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ସ୍ତ୍ରୀ, ଜାଣନ୍ତୁ ତାଙ୍କ ବୟଫ୍ରେଣ୍ଡ୍ କିଏ

ମୁମ୍ବାଇ,୩୦/୧୦:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ୍ ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି। କେତେବେଳେ ତାଙ୍କ ମ୍ୟୁଜିକ୍ ଭିଡିଓ ପାଇଁ ତ କେତେବେଳେ ଲୁକ୍ କାରଣରୁ ସେ ଆଲୋଚନାରେ ରହୁଛନ୍ତି। ନିକଟରେ ପ୍ରଯୋଜକ ନିଖିଲ ଦ୍ୱିବେଦୀ ଏକ ଦୀପାବଳି ପାର୍ଟିର ଆୟୋଜନ…

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ ୬ ବର୍ଷ ମଧ୍ୟରେ ଏହି ସଂଖ୍ୟା ହଜାରେ ଟପିପାରେ । ରିପୋର୍ଟରେ କୁହାଯାଇଛି ଯେ,…

୮୪୩ ଜିଓ ଟ୍ୟାଗ୍‌ଡ ଅଧିକାରୀଙ୍କ ଦରମା ବନ୍ଦ

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍‌ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା ଏ ନେଇ ଜିଲାପାଳ ହେମକାନ୍ତ ସୟ ବିଭାଗୀୟ ଚିଠି ନଂ. ୮୪୫୯/୨୮ ଅକ୍ଟୋବର ୨୦୨୪…

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌ ସହ ଦେଖିବାକୁ ମିଳିଥିଲା। ଉକ୍ତ ବ୍ୟାଗ୍‌ଟି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ହୋଇଥିବା ସହ…

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାରେ ମୃତା ଡାକ୍ତରଙ୍କ ପରିବାରକୁ ନ୍ୟାୟ ଦାବିରେ ୨ ମାସରୁ ଊର୍ଦ୍ଧ୍ୱ ସମୟ…

ଭବିଷ୍ୟତକୁ ସହଜ କରିବାକୁ ଚାହୁଁଥିଲେ କରନ୍ତୁ ଏହି କାମ

ଆଜି ସାରା ବିଶ୍ୱରେ ବିଶ୍ୱ ସଞ୍ଚୟ ଦିବସ ପାଳନ କରାଯାଉଛି। ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ସଞ୍ଚୟ ବିଷୟରେ ଅବଗତ କରାଇବା। ଆଜିକାଲି ଲୋକଙ୍କ ଖର୍ଚ୍ଚ ବୃଦ୍ଧି ପାଇଛି। ଆଧୁନିକତା ହେତୁ ଲୋକମାନେ ଇଚ୍ଛା ନ ଥାଇ ମଧ୍ୟ…

‘୫ ମାସ ହେଲା ଦଳରେ ଅଣଦେଖା ହେଉଥିଲି’, ବିଜେଡି ଛାଡିଲେ ଶ୍ରେଷ୍ଠ ବିଧାୟିକା ସୁନନ୍ଦା ଦାସ

ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା…

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri