ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20
ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଇସାରିଛି। ସଞ୍ଜୁ ସାମସନ ଆଜି ତାଙ୍କ ଘରୋଇ ଦର୍ଶକଙ୍କ…
President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…
ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ବିଭିନ୍ନ…
T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା
ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ Pat Cummins ସାମିଲ ଥିଲେ, କିନ୍ତୁ ତାଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇ…
ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…
ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍ ବୋଝେଇ ହାଇୱା ଛକ ନିକଟରେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଛି। ଘଟଣାସ୍ଥଳରେ…
୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…
ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ ବର୍ଷ ମହିମା ସ୍ବାମୀଙ୍କର ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଛି। ମେଳା ଉପଲକ୍ଷେ…
ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ
ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ ବାବୁଙ୍କ ନେତୃତ୍ୱରେ ଆମେ ମିଳିତ ଭାବେ ଲଢୁଛୁ।…
ଆମେରିକାରେ ପୁଣି ହେଲା ଶଟ୍ଡାଉନ, ଜାଣନ୍ତୁ କାହିଁକି…
ଓ୍ବାଶିଂଟନ୍,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍ ଶଟ୍ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି। ଏଥର ଦେଶରେ ଆଂଶିକ ଶଟ୍ଡାଉନ ରହିଛି। ଯେହେତୁ ଆମେରିକା ଅଳ୍ପଦିନ ତଳେ ୪୩…
ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍ଆଇଙ୍କ ସମେତ…
ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ ଖାଲକୁ ଖସି ପଡ଼ିଛି ପୋଲିସ ଗାଡ଼ି। ଏଥିରେ ମହିଳା ଏସ୍ଆଇଙ୍କ ସମେତ ୪…
NCPର ବଡ଼ ଦାବି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍!
ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ ପୂରଣ କରିବା ପାଇଁ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ମହାରାଷ୍ଟ୍ରର ପ୍ରଥମ ମହିଳା…
ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…
ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର…
Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ
ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି ପହଞ୍ଚାଏ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ଏବଂ ସେନା ମୁଖ୍ୟ…
ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍! ଏବେଠୁ କିଣି ନିଅନ୍ତୁ…
ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ ଧାତୁ ଦ୍ରୁତ ଗତିରେ ଉଭା ହେଉଛି, ଯାହା ଆଗାମୀ ବର୍ଷଗୁଡ଼ିକରେ ନିବେଶ ଧାରାକୁ…
Archives


