ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା
ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…
ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍: ଆଉ ତା’ପରେ ଘଟିଲା…
ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର ଛକ ନିକଟସ୍ଥ ପଣସଗୁଡା ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଯାଇ…
ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ
ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ ମରାମତି ହୋଇ ନାହିଁ । ଏନେଇ ପଞ୍ଚାୟତ ଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ…
ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ
ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ ଅବସ୍ଥିତ। ନେଟଓ୍ବାର୍କ ସମସ୍ୟା ଯୋଗୁ ଛାତ୍ରୀଛାତ୍ରୀଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଥିବା ବେଳେ…
ସ୍କୁଲରେ ପଶିଲା ସାପ, ଆଉ ତା’ପରେ…
ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି। ସୂଚନା ଅନୁଯାୟୀ, ସ୍କୁଲର ଏକ କୋଠରୀରେ ଚାଉଳ, କାଠ ଆଦି ଜିନିଷ ରଖାଯାଇଥିଲା।…
ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ
ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ ଯୁବକଙ୍କୁ ଅଭିନନ୍ଦନ ଜଣାଇ ସୋମବାର ଜିଲା ସଭାପତି ଶ୍ରୀହର୍ଷ ରଥଙ୍କ ସଭାପତିତ୍ୱରେ ଛତ୍ରପୁର…
ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା
ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ…
ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ
ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଶେଷ ହେବ। ସେହିପରି ନୀଳାଦ୍ରିବିଜେ ପରେ ମଙ୍ଗଳବାରଠାରୁ ପୁଣି ଶ୍ରୀମନ୍ଦିର ଚଳଚଞ୍ଚଳ…
ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ
ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ସାମଗ୍ରୀର ମୂଲ୍ୟରେ ନିରନ୍ତର ପରିବର୍ତ୍ତନ ଦେଖାଯାଇଥିଲା। ମେ…
ରେଳ ଟ୍ରାକ୍ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍
ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍ ଉପରେ ପ୍ରାୟ ଦୁଇ ଫୁଟ ବର୍ଷା ପାଣି ଜମିଯିବାରୁ କୋରାପୁଟ–ବିଶାଖାପାଟଣମ୍ ଯାତ୍ରୀବାହୀ ଟ୍ରେନ୍…
ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ ସମରିନ କୌରଙ୍କ ସହ ଫଟୋ ଶେୟାର କରି ଆନୁଷ୍ଠାନିକ ଭାବରେ ତାଙ୍କ ସମ୍ପର୍କ…
ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….
ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ଜୁଲାଇରେ ଉତ୍ତର ପ୍ରଦେଶ, ବିହାର ସମେତ ୧୮ଟି ରାଜ୍ୟରେ…

