Home Left

ବର୍ଡର ଗାଭାସ୍କର ଟ୍ରଫି ପୂର୍ବରୁ ସନ୍ୟାସ ନେଲେ ଅଷ୍ଟ୍ରେଲିଆ କିମ୍ବଦନ୍ତୀ

ନୂଆଦିଲ୍ଲୀ,୨୯।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ଟେଷ୍ଟ ମ୍ୟାଚର ବର୍ଡର ଗାଭାସ୍କର ୨୦୨୪-୨୫ ଟ୍ରଫି ଖେଳାଯିବ। ଅଷ୍ଟ୍ରେଲିଆ ମାଟିରେ ଅନୁଷ୍ଠିତ ହେବାକୁ ଥିବା ଏହି ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେବ। ଏହି ସିରିଜ ପୂର୍ବରୁ ଅଷ୍ଟ୍ରେଲିଆର ତାରକା ଉଇକେଟ୍‌…

ଏହା ମୋ ଘର ନୁହେଁ, ଆପଣଙ୍କ ଘର… ବାଇଡେନଙ୍କ ଏମିତି କଥା ଶୁଣି ଖୁସି ହେଲେ ପ୍ରବାସୀ ଭାରତୀୟ

ଓ୍ବାଶିଂଟନ,୨୯।୧୦: ଆଉ ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଜୋ ବାଇଡେନଙ୍କ ପାର୍ଟି ଡେମୋକ୍ରାଟ୍ସ ଆଗାମୀ ଦୀପାବଳି ପର୍ବକୁ ଦୃଷ୍ଟିରେ ରଖି ହିନ୍ଦୁମାନଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ, ଭାରତୀୟ…

ନଭେମ୍ବର ଆରମ୍ଭରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟ ବାୟୁମଣ୍ଡଳରେ ଏକ ପୂର୍ର୍ଣ୍ଣିି ବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖିଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। କେବଳ କୋରାପୁଟ,…

ଭାରତୀୟ ଜୀବନଚର୍ଯ୍ୟା

ଜିକାଲି ବିଭିନ୍ନ କାରଣ ହେତୁ ରୋଗୀ ଓ ଭୋଗୀଙ୍କ ସଂଖ୍ୟା ବଢ଼ି ଚାଲିିଛି। ଜୀବନଚର୍ଯ୍ୟାରେ ପରିବର୍ତ୍ତନ ହେତୁ ସାମାଜିକ ବିଶୃଙ୍ଖଳା ସୃଷ୍ଟି ହେବା ସହ ବ୍ୟକ୍ତିଗତ ସମସ୍ୟା ବହୁଗୁଣିତ ହେବାରେ ଲାଗିଛି। ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବହୁଗୁଣିତ ହୋଇଛି। ସମାଜର ଅଧିକାଂଶ…

ମନୋସାମାଜିକ ଯତ୍ନ ଓ ବିପର୍ଯ୍ୟୟ

ମେ ଜାଣୁ ଯେ ପ୍ରାକୃତିକ ବା ମନୁଷ୍ୟକୃତ ବିପର୍ଯ୍ୟୟ ଯେକୌଣସି ସମୟରେ ଆମ ସାମ୍ନାରେ ଆସି ଉଭା ହୋଇପାରେ। ଏହି ବିପର୍ଯ୍ୟୟ ଏକ ଘଟଣା ବା ଦୁର୍ଘଟଣା ଯାହା ପରିବେଶ, ବ୍ୟକ୍ତି, ପରିବାର, ଗୋଷ୍ଠୀ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ। ଯେଉଁଠି…

ରାଷ୍ଟ୍ରପତି ପୁଟିନଙ୍କ ପାଇଁ ହୋଇଥିଲା କି ମୋଦି-ଜିନପିଙ୍ଗଙ୍କ ସାକ୍ଷାତକାର? ଜବାବ ଦେଲା ରୁଷିଆ

ମସ୍କୋ,୨୯।୧୦: ରୁଷିଆର କଜାନରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀକୁ ରୁଷିଆ ଏକ ସଫଳତା ବୋଲି ବର୍ଣ୍ଣନା କରିଛି। ଗତ ସପ୍ତାହରେ ବ୍ରିକ୍ସ ସମ୍ମିଳନୀର ଫଳାଫଳ ସମ୍ପର୍କରେ ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି ଯେ ଜାତିସଂଘର ସେକ୍ରେଟେରୀ…

ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ

ଭୁବନେଶ୍ୱର,୨୯।୧୦ (ସୁନିତ୍‌ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍‌ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ…

ଦୀପାବଳି ପୂର୍ବରୁ ବଡ଼ ଦୁର୍ଘଟଣା,୧୫୦ରୁ ଅଧିକ ଆହତ, ୮ ଗୁରୁତର

ନୀଲେଶ୍ୱରମ,୨୯।୧୦: ଦୀପାବଳି ଉତ୍ସବ ପୂର୍ବରୁ କେରଳରେ ବଡ଼ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ସୋମବାର-ମଙ୍ଗଳବାର ମଧ୍ୟରାତ୍ରିରେ ଘଟିଥିବା ଏହି ଦୁର୍ଘଟଣାରେ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣା ସମ୍ପର୍କରେ କାସରଗୋଡ ପୋଲିସ କହିଛି ଯେ ଡାକ୍ତରଖାନାରେ ଭର୍ତ୍ତି…

କେହିବି ବଞ୍ଚି ପାରିବେ ନାହିଁ… ଏମିତି କହି ବିମାନରେ ଚିତ୍କାର କଲେ ଯାତ୍ରୀ, ବିମାନ ବନ୍ଦରରେ…

ମୁମ୍ବାଇ,୨୯।୧୦: ସମ୍ପ୍ରତି ଦେଶରେ ବିମାନକୁ ବୋମାରେ ଉଡାଇ ଦେବାକୁ ବାରମ୍ବାର ଧମକ ଦିଆଯାଉଛି। ଏହାରି ଭିତରେ ରବିବାର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସୂଚନାନୂସାରେ, ଜଣେ ବ୍ୟକ୍ତି କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳର…

ଜନଗଣନା ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ହେଉ: କଂଗ୍ରେସ

ନୂଆଦିଲ୍ଲୀ,୨୯ା୧୦: ଆସନ୍ତାବର୍ଷ ହେବାକୁ ଥିବା ଜନଗଣନା ସହ ଜାତି ଗଣନା ହେବ କି ନାହିଁ, ତାହା ଉପରେ ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ଡକାଯାଉ ବୋଲି କଂଗ୍ରେସ ଦାବି କରିଛି। ଲୋକ ସଭାରେ ପ୍ରତ୍ୟେକ ରାଜ୍ୟର ସାମର୍ଥ୍ୟ ନିର୍ଦ୍ଧାରଣ ପାଇଁ ଜନଗଣନା…

ଫି’ ବଢ଼ାଇଛନ୍ତି କାର୍ତ୍ତିକ

ମୁମ୍ବାଇ: ବିଭିନ୍ନ ରିପୋର୍ଟ ଅନୁଯାୟୀ, ‘ଭୁଲ୍‌ ଭୁଲୈୟା ୩’ ଫିଲ୍ମର ମୁଖ୍ୟ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କୁ ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ୪୫ରୁ ୫୦କୋଟି ଟଙ୍କା ଫି’ ଆକାରରେ ପ୍ରଦାନ କରାଯାଇଛି। ‘ଭୁଲ୍‌ ଭୁଲୈୟା ୨’ରେ ରୁହ ବାବାଙ୍କ ଭୂମିକାରେ ଅଭିନୟ କରିଥିବା କାର୍ତ୍ତିକଙ୍କୁ…

ଚାଇନାର ଶ୍ରବଣ କୁମାର

ବେଜିଂ: ସାମ୍ପ୍ରତିକ ସମୟରେ ଏପରି ଅନେକ ମାମଲା ସାମ୍‌ନାକୁ ଆସିଛି, ଯେଉଁଥିରେ ଅନେକ ବ୍ୟକ୍ତି ସେମାନଙ୍କ ବୃଦ୍ଧ ମା’ ବାପାଙ୍କର ଯତ୍ନ ନ ନେଇ ସେମାନଙ୍କୁ ବୃଦ୍ଧାଶ୍ରମରେ ଛାଡ଼ି ଦେଉଛନ୍ତି। ଏହାରି ମଧ୍ୟରେ ଚାଇନାର ଜିନ୍‌ଜିଆଙ୍ଗ ନିବାସୀ ଶାଓ(୩୨) ନାମକ ଜଣେ ଯୁବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri