Home Left

Champions Trophy Final: ଫାଇନାଲ୍ ମ୍ୟାଚରେ ନ୍ୟୁଜିଲାଣ୍ଡ୍ ଦଳକୁ ବଡ଼ ଝଟକା, ଆହତ ହେଲେ ଷ୍ଟାର ବ୍ୟାଟ୍ସମ୍ୟାନ୍

ଦୁବାଇ, ୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ବ୍ୟାଟିଂ କରୁଥିବା ସମୟରେ ଆହତ ହେବା ପରେ ସୁପରଷ୍ଟାର ବ୍ୟାଟ୍ସମ୍ୟାନ୍ ଏବଂ ପୂର୍ବତନ ଅଧିନାୟକ କେନ୍ ୱିଲିୟମ୍ସନ୍ ଦ୍ୱିତୀୟ ଇନିଂସରେ ମ୍ୟାଚ୍ ରୁ ବାଦ ପଡିଛନ୍ତି। ୱିଲିୟମ୍ସନ୍ ବହୁତ ଭଲ ଫର୍ମରେ ଅଛନ୍ତି…

କ’ଣ ଦିନିକିଆରୁ ଅବସର ନେବେ ରବିନ୍ଦ୍ର ଜାଡେଜା ? ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ବିରାଟ କୋହଲିଙ୍କ ଏହି ଆକ୍ସନ ଦେଇଥିଲା ସଙ୍କେତ

ଦୁବାଇ, ୯।୩: ଚମ୍ପିଆନ୍ସ ଟ୍ରଫି ଫାଇନାଲ ମ୍ୟାଚ୍ ପରେ ରବିନ୍ଦ୍ର ଜାଡେଜା ଅବସର ନେଇପାରନ୍ତି। ଆମେ ଏହା କହୁନାହୁଁ, କିନ୍ତୁ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫି ଫାଇନାଲ ମ୍ୟାଚ୍ ରେ ଏପରି ସଙ୍କେତ ମିଳିଛି। ପ୍ରକୃତରେ, ଯେତେବେଳେ…

IPL 2025: ମାଥ୍ୟୁ ଓ୍ବେଡଙ୍କୁ ମିଳିଲା ଗୁଜରାଟ ଟାଇଟନ୍ସର ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୯ା୩: ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆଇପିଏଲ ପାଇଁ ଗୁଜରାଟ ଟାଇଟନ୍ସ(ଜିଟି) ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟକିପର-ବ୍ୟାଟର ମାଥ୍ୟୁ ଓ୍ବେଡଙ୍କୁ ଦଳର ସହାୟକ କୋଚ ଭାବେ ନିଯୁକ୍ତ କରିଛି। ଓ୍ବେଡ ୨୦୨୨ ଓ ୨୦୨୪ରେ ଗୁଜରାଟ ଫ୍ରାଞ୍ଚାଇଜି ସହିତ ଜଣେ…

ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର ଠାବ କରିଛି। ଏପରିକି କାରଖାନାରୁ ୫ଲକ୍ଷ ଟଙ୍କାର ଚୋରାକାଠ ଏବଂ ଆସବାବପତ୍ର ଜବତ…

‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଆନନ୍ଦପୁର ଉପଖଣ୍ଡ ପାଇଁ…

‘କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’

ବରଗଡ଼,୯ା୩(ପ୍ରେମାନନ୍ଦ ଖମାରୀ): ଆକାଶବାଣୀର ବିକଳ୍ପ ନାହିଁ, କଳା ଓ କଳାକାରଙ୍କୁ ବଞ୍ଚାଇବା ସହ ସେମାନଙ୍କ କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ ବୋଲି ରବିବାର ଆକାଶବାଣୀ ଶ୍ରୋତା ସଂଘର ୩୧ତମ ବାର୍ଷିକ ଉତ୍ସବରେ ବକ୍ତାମାନେ ମତପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ…

Champions Trophy Final: ଫାଇନାଲରେ କମାଣ୍ଡ ନେଲେ ବିରାଟ କୋହଲି… ଅଧିନାୟକ ରୋହିତ ଶର୍ମାଙ୍କ ସହ ଫିଲ୍ଡିଂ ସଜେଇ ପାଇଲେ ୱିକେଟ୍

ଦୁବାଇ,୯।୩: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହୋଇଛନ୍ତି। ଏହି ଟାଇଟଲ୍ ମ୍ୟାଚ୍‌ରେ, ଟସ୍‌ ହାରିବା ପରେ, ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆସିଥିଲା ​​ଏବଂ ଏହାର ଆରମ୍ଭ ବହୁତ ଖରାପ ଥିଲା।…

କଣ ଚାହୁଁଥିଲେ ସ୍ବପ୍ନା…

ଉଭୟ ଅଭିନୟ ଏବଂ ସମାଜସେବା ସହ ଜଡିତ ସ୍ବପ୍ନା ପତିଙ୍କର ଖୁସି କହିଲେ ନ ସରେ। କାରଣ ନିକଟରେ ତାଙ୍କୁ ଏକ ମନଲାଖି ମ୍ୟୁଜିକ ଭିଡିଓରେ ଅଭିନୟ କରିବାର ସୁଯୋଗ ମିଳିଛି। ବିଶେଷଭାବରେ ଏହାର ଲିରିକ୍ସ ଏବଂ କୋରିଓଗ୍ରାଫି ତାଙ୍କୁ ବେଶ୍‌…

ଜାତୀୟ ମାଷ୍ଟର ଗେମ୍ସ: କଳାହାଣ୍ଡି ଖେଳାଳିଙ୍କ କମାଲ, ଜିତିଲେ ୬ ସ୍ବର୍ଣ୍ଣ,୩ ରୌପ୍ୟ ପଦକ

ଭବାନୀପାଟଣା,୯।୩(ଉତ୍ତମ କୁମାର ଦାଶ): ମାଷ୍ଟର ଗେମ୍ସ ଫେଡେରେଶନ ଇଣ୍ଡିଆ ପକ୍ଷରୁ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ଗତ ୬ରୁ ୯ ତାରିଖ ଯାଏ ୭ମ ଜାତୀୟ ମାଷ୍ଟର ଗେମ୍ସ ୨୦୨୪-୨୫ ଅନୁଷ୍ଠତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ଜଣ…

ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି…

ପୁରୀ ରଥଯାତ୍ରାକୁ ମିଳିବ UNESCO ମାନ୍ୟତା: ଶ୍ରୀମନ୍ଦିର ପକ୍ଷରୁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୯।୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ…

ବାଇକ୍‌ ଚଳାଇ ଯାଉଥିବାବେଳେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ଯାଜପୁର,୯।୩: ଯାଜପୁର ଜିଲା ପୁରୁଣା ଟୋଲ୍‌ଗେଟ୍‌ ନିକଟ ଜାତୀୟ ରାଜପଥରେ ରବିବାର ଏକ ଅଘଟଣ ଘଟିଛି। ଜଣେ ଯୁବକ ଯାଉଥିବା ବେଳେ ହଠାତ୍‌ ବାଇକ୍‌ରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗି ବାଇକ୍‌ ସହ ଚାଳକ ପୋଡ଼ି ହୋଇଯାଇଥିଲେ। ନିଆଁ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?