ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୮।୧୦: ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର…
ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି
ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ ପାଇଁ ଟାଟା ବିମାନ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ସ୍ପେନର ଫୁଟବଲ…
ଲଜ୍ଜାଜନକ ପରାଜୟ ପରେ ଆକ୍ସନ ମୋଡ୍ରେ ବିସିସିଆଇ: ଦୀପାବଳି ଦିନ ମଧ୍ୟ…
ନୂଆଦିଲ୍ଲୀ,୨୮।୧୦:ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଟିମ ଇଣ୍ଡିଆର ପରାଜୟ ପରେ ଅନେକ ଲଜ୍ଜାଜନକ ଘଟଣା ଘଟିଛି। କ୍ୟାପଟେନ ରୋହିତ ଶର୍ମା ମଧ୍ୟ…
ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଅନଭୂତ…
କାର୍ତ୍ତିକ ଦ୍ବିତୀୟ ସୋମବାର : ବର୍ଷା ସତ୍ତ୍ବେ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ବୁଗୁଡ଼ା,୨୮।୧୦(କାଳିଚରଣ ଦାଶ): ପୂଣ୍ୟ ଓ ଧର୍ମ ମାସ କାର୍ତ୍ତିକର ଦ୍ବିତୀୟ ସୋମବାର ବର୍ଷା ସତ୍ତ୍ବେ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ଦେଖିବାକୁ ମିଳିଥିଲା। ପ୍ରାତଃକାଳରରୁ ହିଁ ବୁଦ୍ଧଖୋଲ ଅଭିମୁଖେ ଭକ୍ତଙ୍କ ସୁଅ ଛୁଟିଥିଲା। ଭକ୍ତମାନେ ପାହାଚ ଚଢି…
ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର
ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରି ହୋଇଛି। ବେହେରାଗୁଡ଼ା ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରମାନେ…
ଆସୁ ଆସୁ ବଡ଼ କାମ କଲେ ବିଡିଓ
ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୨ ବର୍ଷ ଧରି ସଫଳତାର ସହ ଷ୍ଟ୍ରବେରୀ ଚାଷ ହୋଇଥିବା ବେଳେ ଚଳିତ ବର୍ଷ ତୃତୀୟ ଥର ପାଇଁ ଏହି ଚାଷ ପାଇଁ ଚାରା ରୋପଣ କାର୍ଯ୍ୟ ସୋମବାର ଆରମ୍ଭ…
ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍
ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ ସ୍ୱାସ୍ଥ୍ୟକର୍ମୀ। ସରକାରଙ୍କ ଦ୍ୱାରା ଆଉଟ ଷୋର୍ସିଂ ଜରିଆରେ ନିଯୁକ୍ତ ଜୀଏନଏମ, ଏଏନଏମ, ଲ୍ୟାବ ଟେକନିସିଆନଙ୍କ…
ଅଭିଷେକଙ୍କ ସହ ଡେଟିଂ ଖବର ମଧ୍ୟରେ ନୀରବତା ଭାଙ୍ଗିଲେ ନିମ୍ରତ, କହୁ କହୁ କହିଦେଲେ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନିମ୍ରତ କୌର ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ଡେଟିଂ ଗୁଜବକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ଫିଲ୍ମ ‘ଦସଭି’ରେ ସ୍କ୍ରିନ ଶେୟାର କରିଥିଲେ। କିଛି ଗଣମାଧ୍ୟମ ରିପୋର୍ଟରେ ଏହା ଦାବି କରାଯାଇଛି ଯେ ନିମ୍ରତଙ୍କ କାରଣରୁ ଅଭିଷେକ…
ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ
ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ଦାରିଙ୍ଗବାଡି ପ୍ରତିନିଧି ପିଟର ଦିଗାଲଙ୍କ ନେତୃତ୍ୱରେ…
ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍ ଭିତରେ ପୂରାଇ ଛାଡ଼ି ଚାଲିଗଲେ…
ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍ ଭିତରୁ ସୋମବାର ସକାଳୁ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକୁ ଅତି ନିର୍ମମ ଭାବରେ କେହି ବ୍ୟାଗ୍ ଭିତରେ…
ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!
ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି ହୋଇଛି। ପଥରଗାମାର ଗ୍ରାମବାସୀ ବିଶ୍ୱାସ କରନ୍ତି ଯେ ନିର୍ବାଚନ ସମୟରେ ଦଳଗୁଡିକ ଆକର୍ଷଣୀୟ ଯୋଜନାଗୁଡିକର…
Archives


