Home Left

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ ଉଦ୍‌ଘାଟନ କରି ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ସମର୍ପିତ କରି ବିଭିନ୍ନ ଶିକ୍ଷା ଅନୁଷ୍ଠାନ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ରାୟଗଡ଼ା ସହର ରାମକୃଷ୍ଣ ନଗର ବାସିନ୍ଦା ତଥା ୪ନଂ ୱାର୍ଡ କାଉନସିଲର୍‌ ସୁକାନ୍ତ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା ମାଷ୍ଟର ଗେମରେ ବରଗଡ଼ର ୨ଭଉଣୀ ଅରୁଣା ଘିବିଲା ଓ ଅନୁପମା ଘିବିଲା ସ୍ବର୍ଣ୍ଣ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର ଅପରାହ୍ନରେ ଓକିଲ ସଂଘର ପ୍ରତିନିଧି ବୃନ୍ଦ ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଜିଲା ଦୌରା…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ ଆଣିବା ସହିତ ଆର୍ଥିକ କ୍ଷତିପୂରଣ ପ୍ରଦାନ ପାଇଁ ପାଣ ଗଣ୍ଡା ସମାଜ ବିକାଶ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ସହ ଦୁର୍ଘଟଣାରେ କିପରି ଲୋକଙ୍କୁ ପ୍ରଥମେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼ ସ୍ତମ୍ଭ ଥିବା ସୁନେତ୍ରା ପାୱାର ଏବେ ଶାସନ ଦାୟିତ୍ୱ ନେବାକୁ ପ୍ରସ୍ତୁତ। ମହାରାଷ୍ଟ୍ରରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ ଅପଡେଟ ଆସିଛି। ସେ ବେଙ୍ଗାଲୁରୁର ବିସିସିଆଇର ସେଣ୍ଟର ଅଫ ଏକ୍ସଲେନ୍ସ (CoE)ରେ ଖୁବ୍‌…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ACF ସୂର୍ଯ୍ୟକାନ୍ତ ବେହେରାଙ୍କୁ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ ଆଶାକୁ ମଧ୍ୟ ପ୍ରତିଫଳିତ କରିବ। ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri