ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…
ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ଲୋକଙ୍କୁ…
ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି
କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ନ୍ୟୁଜିଲାଣ୍ଡ ଟେଷ୍ଟ ଭିତରେ ଆସିଲା ବଡ଼ ଖବର, ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଲକ୍ଷ୍ମଣ କୋଚ୍
ମୁମ୍ବାଇ,୨୮ା୧୦: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚକୁ ୧୧୩ ରନରେ ଜିତି ଐତିହାସିକ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଅନେକ ଦିନ ପରେ ଭାରତ ଘରୋଇ ମାଟିରେ ଟେଷ୍ଟ ସିରିଜ ପରାଜୟର ସାମ୍ନା କରିଛି। ଏହାରି ମଧ୍ୟରେ ଆଗକୁ ହେବାକୁ ଥିବା…
ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍ ଲାଇଟ୍ରୁ ଚୋରି କରି ନେଉଛନ୍ତି
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍ ଲାଇଟ୍ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…
ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ
ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍ ସୋମବାର ଦୀପାବଳିକୁ ‘ହ୍ବାଇଟ୍ ହାଉସ୍’ରେ…
ଫେରିବ ପଥୋତ୍ସବ: ସକାଳ ସାଢ଼େ ୭ଟାରୁ ୧୦ ଯାଏ ଚାଲିବ
ଭୁବନେଶ୍ୱର,୨୮ା୧୦: ମୌସୁମୀ ଫେରିବା ପରେ ରାଜଧାନୀ ଭୁବନେଶ୍ୱରକୁ ସଅଳ ଶୀତ ଋତୁକୁ ଟାଣି ଆଣିଛି ବାତ୍ୟା ଦାନା। ସକାଳୁ ସକାଳୁ କୁହୁଡି ଦେଖିବାକୁ ମିଳୁଥିବା ବେଳେ ରାତିରେ ଥଣ୍ଡା ମଧ୍ୟ ଅନୁଭୂତ ହେଉଛି। ଏଭଳି ଶୀତୁଆ ପାଗକୁ ଆହୁରି ମଜାଦାର କରିବାକୁ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ ଥିବା…
ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ…
ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା
କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି ଶୁଭକାମ କରିବା ସମୟରେ ପ୍ରଥମେ ମାଟିପାତ୍ର ଆବଶ୍ୟକ ହୋଇଥାଏ। ଯୁଗ ବଦଳିଥିଲେ ମଧ୍ୟ…
୧୩.୧୦ କୋଟି ଶ୍ରମିକଙ୍କ ପାଇଁ ଆଧାର ସିଡିଂ
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ଚଳିତ ବର୍ଷର ପ୍ରଥମାର୍ଦ୍ଧରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ ୨୦୦୫ (ମହାତ୍ମା ଗାନ୍ଧୀ ନରେଗା)ର ଅଧୀନରେ ଗ୍ରାମୀଣ ନିଯୁକ୍ତି ୧୬% ହ୍ରାସ ପାଇଥିବା କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବାବେଳେ ଏନେଇ ଗ୍ରାମ୍ୟ…
ଦିନକୁ ୩ ଥର ରଙ୍ଗ ବଦଳାଉଛି ଫୁଲ
ନୂଆଦିଲ୍ଲୀ: ପ୍ରକୃତିର କୋଳରେ ଅନେକ ଚମତ୍କାରୀ ଉଦ୍ଭିଦ ରହିଥାନ୍ତି। ଏହିପରି ଏକ ନିଆରା ଉଦ୍ଭିଦ ହେଉଛି ହିବିସ୍ସ୍କସ୍ ମୁଟାବିଲିସ୍। ଏହାକୁ ପୃଥିବୀର ପଦ୍ମ ବୋଲି ମଧ୍ୟ କୁହାଯାଏ। ସାଧାରଣତଃ ପଦ୍ମ ଫୁଲ ପାଣିରେ ଫୁଟିଥାଏ, କିନ୍ତୁ ଏହି ବିଶେଷ ପ୍ରକାରର ପଦ୍ମ…
ଗାଁର ନାଁ ଦୀପାବଳି
ଶ୍ରୀକାକୁଲମ: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ଆସୁଥିବା ଅମାବାସ୍ୟାକୁ ଦୀପାବଳି ଭାବେ ପାଳନ କରାଯାଇଥାଏ। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ଗାର୍ ସବ୍ଡିଭିଜନ ଅନ୍ତର୍ଗତ ଦୀପାବଳି ନାମରେ ଏକ ଗାଁ ରହିଛି। ଏହି ଗାଁର ପରିବେଶ ପ୍ରତିଦିନ ପ୍ରାୟତଃ ଦୀପାବଳି ପରି ରହିଥାଏ ବୋଲି…
Archives


