Home Left

୪ ମାସ ତଳେ ମାରି ପୋତି ଦେଇଥିଲେ ଜିମ୍‌ ଟ୍ରେନର

ନୂଆଦଲ୍ଲୀ,୨୮।୧୦: ଉତ୍ତରପ୍ରଦେଶର କାନପୁର ଜିଲାପାଳଙ୍କ ବଙ୍ଗଳା ନିକଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମହିଳା ଜଣକ ୪ ମାସ ହେଲା ନିଖୋଜ ଥିଲେ। ତାଙ୍କୁ ହତ୍ୟା କରିବା ପରେ ସେଠାରେ ପୋତିଦିଆଯାଇଥିଲା। ଗ୍ରୀନ୍‌ପାର୍କ ଅଞ୍ଚଳର ଜିମ୍‌ ଟ୍ରେନର ବିମଳ ସୋନି ମହିଳାଙ୍କୁ…

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪

ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍‌ ହାଉସ୍‌ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତୁତ। ଯୁଦ୍ଧଭୂମିରେ ଝୁଲା ରାଜ୍ୟଗୁଡ଼ିକ ଫଳାଫଳକୁ ବହୁଳ ମାତ୍ରାରେ ପ୍ରଭାବିତ କରିବା ସମ୍ଭାବନା…

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩ ପରିବାରର ୧୦ ବଖରାରୁ ଅଧିକ ଘର ଜଳିପୋଡ଼ି ଛାରଖାର ହୋଇଯାଇଛି। ଗ୍ରାମର ଭୁବନୀ ପାହାନ, ଅର୍ଜୁନ ପାହାନ ଓ…

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍‌ ହୋଇଥିବାରୁ ଏନେଇ…

ଏଇ ଭାରତରେ

ପିଲାଙ୍କ ଖୁସି ପାଇଁ ମା’ ବାପା ନିଜ ଜୀବନ ଦେବାକୁ ବି ପଛାନ୍ତି ନାହିଁ। କିନ୍ତୁ କେହି କେବେ ନିଜ ସନ୍ତାନକୁ ଜୀବନରୁ ମାରିଦେବା ପାଇଁ ଚେଷ୍ଟା କରିପାରେ ଏକଥାକୁ ସହଜରେ ବିଶ୍ୱାସ କରିହେବନି। ହେଲେ ଏମିତି ଏକ ଅଜବ ଘଟଣା…

ଯେତେବେଳେ ଯେଉଁ କଥା

ପ୍ରାତଃଭ୍ରମଣରୁ ଫେରି ବୈଠକଘରେ ବସି ପତ୍ନୀ ପ୍ରାଣାୟାମ କରିବା ପରେ ମୋତେ କହିଲେ, ବଜାର ଯାଇ କଞ୍ଚାଲଙ୍କା, ଧନିଆପତ୍ର, ସାରୁ, କଖାରୁ, ପୋଟଳ, ଟମାଟୋ, ଲେଉଟିଆ ଶାଗ ଆଣିବ। ମୁଁ ସେତେବେଳେ ଅଧା ଲେଖିଥିବା ଲେଖାଟିକୁ ସମ୍ପୂର୍ଣ୍ଣ କରିବା ସାଧନାରେ ଥିଲି।…

ଓଡ଼ିଆ ଭାଷା ଓ ତା’ର ସୁରକ୍ଷା

ଭାଷା ଏକ ନଦୀ ଭଳି ପ୍ରବହମାନ। ନଦୀରେ କେତେ ନାଳ ଓ ଜଳଧାର ମିଶି ମୂଳ ନଦୀରେ ବିଲୀନ ହୁଏ। ସେହି ନ୍ୟାୟରେ ଓଡ଼ିଆ ଭାଷାରେ ମିଶିଛି ଚାରିପ୍ରକାର ଶବ୍ଦ ଯଥା ତତ୍‌ସମ, ତଦ୍‌ଭବ, ଦେଶଜ ଓ ଯାବନିକ ବା ବିଦେଶୀ…

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୮ା୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ…

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ ପରିଷଦ ଅତାବିରା ପ୍ରଖଣ୍ଡ ପକ୍ଷରୁ ଅତାବିରା ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ଇନ୍ଦୋର-ରତଲାମ ଟ୍ରେନ୍‌ରେ ଲାଗିଲା ନିଆଁ

ଇନ୍ଦୋର,୨୭ା୧୦: ମଧ୍ୟପ୍ରଦେଶର ରତଲାମ ଜିଲାରେ ରବିବାର ସନ୍ଧ୍ୟାରେ ଏକ ଡିଜେଲ ଇଲେକ୍ଟ୍ରିକାଲ୍‌ ମଲ୍ଟିପ୍ଲ ୟୁନିଟ୍‌ (ଡେମୁ) ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଛି। ନିଆଁକୁ ତୁରନ୍ତ ଆୟତ୍ତ କରାଯାଇଥିବା ବେଳେ କେହି ମୃତାହତ ହୋଇନାହାନ୍ତି। ଟ୍ରେନ୍‌ଟି ଡ. ଆମ୍ବେଡ୍‌କର ନଗରରୁ ରତଲାମ ଯାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri