ଐଶ୍-ସଲମାନଙ୍କ ବ୍ରେକଅପ୍ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା
ବମ୍ବେ: ଦିନ ଥିଲା ବଲିଉଡ୍ର ଚର୍ଚ୍ଚିତ ଲଭ୍ବାର୍ଡ ଥିଲେ ସଲମାନ ଖାନ୍ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍ଶାଲୀଙ୍କ ଫିଲ୍ମ ‘ହମ୍ ଦିଲ୍ ଦେ ଚୁକେ ସନମ’ ସେଟ୍ରେ ଦୁହିଁଙ୍କ ମଧ୍ୟରେ ନିବିଡ଼ତା ବଢ଼ିଥିଲା। ଶୁଟିଂ କରୁ କରୁ ସତ…
‘ମନ୍ କି ବାତ୍’ରେ ମୋଟୁ-ପତ୍ଲୁ, ଛୋଟା ଭୀମ୍ କଥା କହିଲେ ମୋଦି, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ ସ୍ବତନ୍ତ୍ର ବିର୍ସାମୁଣ୍ଡାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି,…
ଷ୍ଟେଶନରେ ଦଳାଚକଟା, ୯ ଆହତ
ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି। କିଛି ଲୋକ ମାସେ ପୂର୍ବରୁ ଟିକେଟ୍ ବୁକିଂ କରିଥିଲେ, ଆଉ କେତେକ ବିନା ଟିକେଟ୍ରେ ମଧ୍ୟ ଘରକୁ ଯିବା ପାଇଁ ଟ୍ରେନ୍ରେ ଚଢ଼ିବା ପାଇଁ…
ସବୁଠୁ ଛୋଟ ର୍ୟୁବିକ୍ କ୍ୟୁବ୍
ର୍ୟୁବିକ୍ କ୍ୟୁବ୍ ଏକ ବ୍ରେନ୍ ଗେମ୍। ଏହାକୁ ସଲ୍ଭ କରିବା ଏତେଟା ସହଜ ନୁହେଁ। ତେଣୁ ଅନେକେ ଏହାକୁ ସଲ୍ଭ କରିବା ଲାଗି ହାତରେ କ୍ୟୁବ୍ ଧରି ଦିନରାତି ଲାଗିରହନ୍ତି। ତେବେ ଏଠି ଯେଉଁ କ୍ୟୁବ୍ କଥା କୁହାଯାଉଛି ତାକୁ ହାତରେ…
କଖାରୁରେ ଚଢ଼େଇ
କଖାରୁ ଖାଇବାକୁ ହୁଏତ ଅନେକଙ୍କୁ ଭଲ ନ ଲାଗିପାରେ। ହେଲେ କଖାରୁରେ ତିଆରି ଏହି କାରିଗରି ନିଶ୍ଚିତଭାବେ ସମସ୍ତଙ୍କୁ ଭଲ ଲାଗିବ। ବୁଲଗେରିଆର ଫୁଡ୍ ଆର୍ଟିଷ୍ଟ ଆଞ୍ଜେଲ ବୋରାଲିଭ ଏସବୁ କଳାକୃତିକୁ ତିଆରି କରିଛନ୍ତି। ହୋଟେଲ ଓ ରେଷ୍ଟୁରାଣ୍ଟ ଇଣ୍ଡଷ୍ଟ୍ରିରେ ସେ…
ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ
ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା ପଞ୍ଚାୟତରେ ପରିସ୍ଥିତି ଉଦ୍ବେଗଜନକ ହୋଇଛି। ବନ୍ୟା ଯୋଗୁ ଉଭୟ ପଞ୍ଚାୟତର ୬ ହଜାରରୁ…
ମରୁଭୂମିରେ ବାହାରିଛି ହାତ
ଉତ୍ତର ଚିଲିରେ ଥିବା ଆଟାକାମା ମରୁଭୂମି ହେଉଛି ପୃଥିବୀର ସବୁଠାରୁ ଶୁଷ୍କ ମରୁଭୂମି। ଏଠାରେ ବହୁତ କମ୍ ବର୍ଷା ହୁଏ। ୨୫ ବର୍ଷ ପୂର୍ବରୁ ଏହି ଶୁଷ୍କ ମରୁଭୂମିର ଆଣ୍ଟୋଫାଗାସ୍ତା ସହରର କପର୍ ମାଇନିଂ ସେଣ୍ଟର, ସାଣ୍ଟିଆଗୋର ସ୍ଥପତି ମାରିଓ ଇରାରାଜାବଲ୍ଙ୍କୁ…
ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…
ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ…
ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା
ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ ଜଣେ ଉଚ୍ଚ ସରକାରୀ ଚାକିରୀର ଆଶାୟୀ ପ୍ରାର୍ଥୀ ଭାବେ। ପର୍ବତ ପ୍ରମାଣେ ଚିନ୍ତା ଥାଏ…
ନିଆରା ଦୀପାବଳି
କେବଳ ଦୀପ ଓ ଆତସବାଜିରେ ସୀମିତ ନୁହେଁ। ଭାରତର ବିଭିନ୍ନ ସ୍ଥାନରେ ବେଶ୍ ନିଆରା ଢଙ୍ଗରେ ବି ଏହାର ପାଳନ କରାଯାଇଥାଏ .. ଦୀପାବଳିର ଆଲୋକମାଳା ମନେପକାଇଦିଏ ଏ ହେଉଛି ଅନ୍ଧକାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର…
ଏମିତି କଲେ ଘର ପାଇଁ ଅମଙ୍ଗଳ, ଜାଣନ୍ତୁ କ’ଣ
ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ଖାସ୍ କାର୍ଯ୍ୟ ରହିଛି, ଯାହାକୁ କରିବା ଦ୍ୱାରା ଘରର ଅମଙ୍ଗଳ ହେବା ସହ ଉନ୍ନତି ପଥରେ ବାଧା ଉପୁଜିଥାଏ। ଯେମିତିକି: * କିଛି କାରଣ ନ ଥାଇ କବାଟରେ ସର୍ବଦା ତାଲା ଝୁଲାଇ ରଖିଲେ ଘରର…
୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍
ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ ମାତ୍ର ୬୯୯ ଟଙ୍କା ମୂଲ୍ୟରେ ରିଲାଏନ୍ସର ଜିଓ ଭାରତ ୪ଜି ଫୋନ୍ ନିକଟସ୍ଥ ମୋବାଇଲ…
Archives


