ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ କେମିତି କରିବେ ସନ୍ତୂଷ୍ଟ, ଜାଣନ୍ତୁ
ଘରର ସୁଖଶାନ୍ତି ବୃଦ୍ଧି ପାଇଁ ଅନେକେ ଦୀପାବଳି ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରିଥାନ୍ତି। ମା’ଙ୍କୁ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିବା ସହ ମା’ଙ୍କ ସ୍ତୋତ୍ର ମଧ୍ୟ ଗାନ କରିଥାନ୍ତି। ତେବେ ଏମିତି ବି କିଛି ବିଶେଷ ଜିନିଷ ରହିଛି,…
ମହିଳାଙ୍କୁ ନ୍ୟାୟ ଦେଉଛି ଛାଡ଼ପତ୍ର ମନ୍ଦିର
ଟୋକିଓ: ଜାପାନର କାମାକୁରା ସହରସ୍ଥିତ ମତ୍ସୁଗାଓକା ଟୋକେଇଜି ମନ୍ଦିରକୁ ଛାଡ଼ପତ୍ର ମନ୍ଦିର ବୋଲି ମଧ୍ୟ କୁହାଯାଏ। ବୈବାହିକ ଜୀବନରେ ବିଭିନ୍ନ ଅସୁବିଧା ଏବଂ ନିର୍ଯାତନାର ସମ୍ମୁଖୀନ ହେବା ପରେ ମହିଳାମାନେ ଏଠାରେ ଆଶ୍ରୟ ନେଇଥାନ୍ତି। ଫଳରେ ମହିଳାମାନେ ସେମାନଙ୍କ ସ୍ବାମୀ ଓ…
ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ
ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ୍ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଗ୍ରାମର…
ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା
ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ ନାହିଁ। ଏପରି କି ସେମାନଙ୍କୁ ଧରିବାରେ…
ଲକ୍ଷ୍ନୌ ଭିକାରି ସବୁଠୁ ଧନୀ; ମାସିକ ୯୦ ହଜାର ରୋଜଗାର, ନିଅନ୍ତି ୱିକ୍ଏଣ୍ଡ୍ ଛୁଟି
ନୂଆଦିଲ୍ଲୀ: ଲକ୍ଷ୍ନୌ ମହାନଗର ନିଗମ ଏବଂ ଉତ୍ତର ପ୍ରଦେଶ ସାମାଜିକ କଲ୍ୟାଣ ବିଭାଗ ପକ୍ଷରୁ ଲକ୍ଷ୍ନୌ ସହରରେ ଭିକାରିମାନଙ୍କୁ ନେଇ ଏକ ସର୍ଭେ କରାଯାଇଛି। ଭିକାରିମାନଙ୍କୁ ସରକାରୀ ଯୋଜନାର ଲାଭ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଉକ୍ତ ସର୍ଭେ ହୋଇଥିଲା।…
ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର
କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକଙ୍କୁ ଅଣଦେଖା କରିଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା…
ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା
ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି। ଗତ ୨୨ ତାରିଖରେ ଚାର୍ଟାର୍ଡ ବିମାନ ଭଡ଼ାକରି ସେମାନଙ୍କୁ ସ୍ବଦେଶ ପଠାଇ ଦିଆଯାଇଥିବା ଆମେରିକାର…
୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ
ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର ଜଣେ ମହିଳା ଅସୁସ୍ଥ ହୋଇପଡିଥିବା ନେଇ ୧୦୮କୁ ଫୋନ ଆସିଥିଲା। ୧୦୮ ଆମ୍ବୁଲାନ୍ସ…
ସର୍ବଦା ଲାଗି ରହୁଛିକି ଅଭାବ: ଦୀପାବଳିରେ କରନ୍ତୁ ଏପରି, ମିଳିବ…
ଆଲୋକର ପର୍ବ ଦୀପାବଳି ଘରକୁ ସୁଖ, ସମୃଦ୍ଧି ଆଣିଥାଏ; ଯାହାକୁ ଦୃଷ୍ଟିରେ ରଖି ଦୀପାବଳି ଆସିଲେ ଲୋକେ ଘରଦ୍ୱାର ସଫାସୁତରାରେ ଲାଗିଯାନ୍ତି। ତେବେ ଖାଲି ଘରଦ୍ୱାର ସଫା କରିଦେଲେ ତ ହେବନି, ଏହିଦିନ କିଛି ବିଶେଷ କାମ କରିବା ବି ଜରୁରୀ;…
ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ
ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଫଳରେ ବାଲେଶ୍ୱର ଜିଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ସୋନ ନଦୀର ଜଳସ୍ତର…
ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍ ସେବା ଆୟୋଗ (ଡବ୍ଲ୍ୟୁବିଏସ୍ଏସ୍ସି) ଦ୍ୱାରା ଗ୍ରୁପ୍ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ ଚଳାଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦୁର୍ନୀତିର ମୁଖ୍ୟ ମଧ୍ୟସ୍ଥ ପ୍ରସନ୍ନ କୁମାର…
ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି
ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍ର ଐତିହାସିକ ଲାଲ୍ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର ୮ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରଖିବେ ବୋଲି କହିଛନ୍ତି।…
Archives


