Home Left

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ, ମେଟା ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମରୁ…

ରାଜ୍ୟପାଳଙ୍କୁ ମୁହାଁମୁହିଁ ଚେତାବନୀ: ରାଜନୀତିରୁ…

ଭୁବନେଶ୍ୱର,୨୬।୧୦: ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ରାଜ୍ୟପାଳ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ କରୁଛନ୍ତି l ତେଣୁ ଓଡ଼ିଶାର ରାଜ୍ୟପାଳ…

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ ଏକ ସମ୍ବେଦନଶୀଳତା ସୃଷ୍ଟି କରିଥିଲା। ଏହା ପରେ ମୁମ୍ବାଇ ପୋଲିସ ସାରା ଦେଶରେ ଲରେନ୍ସ…

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌ ଆଇସିୟୁରେ…

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ…

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ ହ୍ରାସ ଦେଖିବାକୁ ମିଳୁଛି। ମୁଦ୍ରାସ୍ଫୀତି ଆକଳନ ମଧ୍ୟ ଉପରକୁ ଯାଉଛି। ତେବେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ…

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ଶୁକ୍ରବାର ବାଂଲାଦେଶୀ ହିନ୍ଦୁମାନେ ଚିତ୍ରକୋଣ୍ଡାର ଐତିହାସିକ ଲାଲଦିଘତ ମଇଦାନରେ ଏକ ବିଶାଳ…

ବାତ୍ୟା ପରେ ଦୁଃଖ ଦେଉଛି ବର୍ଷାପାଣି

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପ୍ରଭାବରେ ୩ଦିନ ଧରି ଲଗାଣ ବର୍ଷା ହୋଇଛି। ଯାହାଫଳରେ ତିହିଡ଼ି ବ୍ଲକର ବିଭିନ୍ନ ଗାଁକୁ ବର୍ଷାପାଣି ପ୍ରବେଶ କରିଛି। ଗୁଆମାଳ ପଞ୍ଚାୟତର ଇଶାଣପୁର ଗାଁଦାଣ୍ତରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ଏଥିଯୋଗୁ ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ…

ସିଜେଆଇ ହେବା ପୂର୍ବରୁ କ’ଣ କରୁଥିଲେ ଚନ୍ଦ୍ରଚୁଡ଼? ସାକ୍ଷାତ୍‌କାରରେ ମା’ଙ୍କୁ ନେଇ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୬।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଅଲ ଇଣ୍ଡିଆ ରେଡିଓ (ଏଆଇଆର) କୁ ଏକ ସାକ୍ଷାତକାର ଦେଇଥିଲେ। ଏହି ସମୟ ମଧ୍ୟରେ ସେ କହିଥିଲେ ଯେ ସେ ରେଡିଓ ଉପସ୍ଥାପକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ଏତିକି ବେଳେ ସେ…

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି। ମାନସ ଡେରା ପଞ୍ଚାୟତ…

ଲାଇନଚ୍ୟୁତ ହେବାରୁ ବର୍ତ୍ତିଲା ବରେଲି-ବାରାଣସୀ ଏକ୍ସପ୍ରେସ, ଟ୍ରାକ୍‌ରୁ ମିଳିଲା ବଡ଼ କାଠଗଣ୍ଡି

ଲକ୍ଷ୍ନୌ,୨୬।୧୦: ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ଲୋକୋ ପାଇଲଟ୍‌ ହଠାତ୍‌ ଟ୍ରେନ୍‌କୁ ଅଟକାଇ ଦୁର୍ଘଟଣାକୁ ଏଡ଼ାଇ ଯାଇଛନ୍ତି। ମାଲିହାବାଦ-କାକୋରୀ ମଧ୍ୟରେ ଥିବା ଉଭୟ ଟ୍ରାକ୍‌ରେ ବଡ଼ କାଠ ଗଣ୍ଡ ଦେଖିବାକୁ ମିଳିଥିଲା। ଏହାର ଲମ୍ବ ୨ଫୁଟରୁ ଅଧିକ…

ବାବା ସିଦ୍ଦିକୀଙ୍କ ଆସନରୁ ନିର୍ବାଚନ ଲଡିବେ ଲରେନ୍ସ? କିଣାହେଲା ପ୍ରାର୍ଥିପତ୍ର

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଉତ୍ତର ଭାରତୀୟ ବିକାଶ ସେନା ନାମକ ଏକ ରାଜନୈତିକ ଦଳ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଫର୍ମ ଏ ଏବଂ ଫର୍ମ ବି ନେଇ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ନାମାଙ୍କନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri