ଜଣାପଡିଲା ଭାଜପାର ଭିତିରି ଗେମ୍: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…
ନୂଆଦିଲ୍ଲୀ, ୨୭।୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି, ଧର୍ମେନ୍ଦ୍ର ପ୍ରଧାନଙ୍କ ପରବର୍ତ୍ତୀ…
ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ
ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ ସହ ଜଡ଼ିତ ଏହି ପରମ୍ପରା କେବଳ ଧାର୍ମିକ ଆସ୍ଥାର ପ୍ରତୀକ ନୁହେଁ…
ମୁଖ ଗହ୍ବର କ୍ୟାନ୍ସର ପଛର କିଛି କଥା…
କଥାରେ ଅଛି-କ୍ୟାନ୍ସର: ନୋ ଆନ୍ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ କାରଣ ଜାଣି ମଧ୍ୟ ତାହାର ଠିକ୍ ସମୟରେ ଚିକିତ୍ସା କରା ନ ଯାଏ…
ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ
ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଯୋଗ୍ୟ, ବିହାର ବନ୍ଦ ଡାକରା ବେଳେ ସିୱାନ ଜିଲାରେ ପୋଲିସ…
ଡେଙ୍ଗୁ: ଅବହେଳା ହୋଇପାରେ ଘାତକ
ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍ ମଶା କାମୁଡ଼ିବା ଯୋଗୁ ବ୍ୟାପିଥାଏ। ତେଣୁ ସୁରକ୍ଷା ଦୃଷ୍ଟିରୁ ଶରୀରର ଖୋଲାସ୍ଥାନରେ ମଶା…
ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…
ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟ ଅବନତି ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ୱାଙ୍ଗଚୁକ…
ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି
ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ ଯୋଗୁଁ ଭକ୍ତ ଓ କାଉଡ଼ିଆମାନଙ୍କୁ ପାଞ୍ଚଟି ଶିବଲିଙ୍ଗ ସ୍ପର୍ଶ କରିବାକୁ ବାରଣ କରାଯାଇଛି।…
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…
ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଥାନାକୁ ଆଣି ଅଟକ ରଖି ପଚାଉଚରା…
ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….
ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା ଜଣେ ୧୫ ବର୍ଷୀୟା ନାବାଳିକା କାଉଡ଼ିଆଙ୍କ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ଏଭଳି…
ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ
ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ ବ୍ୟକ୍ତି ଥିଲେ, କିନ୍ତୁ ସେ ମଧ୍ୟ ବର୍ତ୍ତମାନ ବଢୁଥିବା ଚାପର ସମ୍ମୁଖୀନ ହେଉଛନ୍ତି।…
ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍ ନୁହେଁ
ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ
ନୂଆଦିଲ୍ଲୀ, ୨୭॥୭: ନିଟ୍ ପେପର ଲିକ୍ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର ବିଶ୍ୱବିଦ୍ୟାଳୟକୁ ଭାଙ୍ଗିବା ପାଇଁ ଆଦେଶ ଦେଇଛନ୍ତି। ଏହାକୁ ନେଇ CJP କହିଛି ଯେ…

