ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର
ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ ଏକ ପିକ୍ନିକ୍ ସ୍ପଟ୍ ନିକଟରେ ଏକ ଦମ୍ପତିକୁ ଆକ୍ରମଣ କରାଯାଇଥିଲା। ସ୍ବାମୀଙ୍କୁ ଏକ ଗଛରେ…
ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍ ଛାତ୍ରୀଙ୍କୁ ଗଣବଳାତ୍କାର
ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି ତାଙ୍କ…
ଦାରିଙ୍ଗବାଡିରେ ଯୋଗ ଦେଲେ ନୂତନ ବିଡିଓ ପ୍ରୀତିରଞ୍ଜନ ରଥ
ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର ଉମରକୋଟ ବ୍ଲକରେ ବିଡିିଓ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ ଅଧିକାରୀ…
ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି
ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍ ଟି୨୦ ବିଗ୍ ବ୍ୟାଶ୍ ଲିଗ୍ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ…
ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ
ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉତ୍ତର-ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି…
ବାତ୍ୟା ପରେ ବାତିଲ୍ ହୋଇଥିବା ଟ୍ରେନ୍….
ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ଏହି କ୍ରମରେ ଯାତ୍ରୀ ସୁରକ୍ଷା ପାଇଁ…
୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍: ବ୍ଲେଡ୍ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ
ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍ ରାଉତ): ଗ୍ୟାଙ୍ଗ୍ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଶୃଙ୍ଖଳା ସୃଷ୍ଟି କରି ହାଇସିକ୍ୟୁରିଟି ୱାର୍ଡରେ ଥିବା ୫ଜଣ କଏଦୀ ପୁଣି ଆତଙ୍କରାଜ…
ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…
ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…
ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍…
ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି ନିମ୍ରତ କୌରଙ୍କ ସହ ତାଙ୍କ ସମ୍ପକକୁ ନେଇ ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ…
ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ
ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ ବିପୁଳ ପରିମାଣର ବାଣ ଜବତ କରିଛି। ସୁଚନାନୁଯାୟୀ, ଉମରକୋଟ ପୁରୁଣା ବ୍ୟାଙ୍କ ରୋଡ୍ଠାରେ ବାଣ…
Archives


