Home Left

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା…

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା ସମୟରେ…

ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ  

କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ ଆର୍ଲଟ ମଧ୍ୟ କରାଯାଇଛି। ପାଣିପାଗ ପୂର୍ବାନୁମାନ କହୁଛିଯେ, ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା…

ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା ଅଭିଯୁକ୍ତଙ୍କୁ  ପୋଲିସ  ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଆମପାଣିର ଜନୈକା  ଯୁବତୀଙ୍କୁ…

ପୋଲ ତଳକୁ ଖସିପଡ଼ିଲା ହାଇୱା

ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରାଇକିଆ ଅଞ୍ଚଳରୁ ସିମନବାଡି ଅଞ୍ଚଳକୁ…

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ କେବେ ଭାରତୀୟ ଟ୍ରେନର ଏସି କୋଚ୍‌ରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ…

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକରେ ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ ଜିଲାର…

ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ

ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ ଗୁରୁବାର ଓ ଶୁକ୍ରବାର ଝିପିଝିପି ବର୍ଷା ଲାଗି ରହିଛି l ଅତି ଭୀଷଣ ବାତ୍ୟା…

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର ଇଚ୍ଛା ବିରୋଧରେ ଯାଇ ବିବାହ କରିଥାନ୍ତି। ପରେ କିଛି ପରିବାର ନିଜ ସନ୍ତାନର ଭୁଲକୁ…

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ କିଏ ତାଙ୍କର ସମ୍ପତ୍ତିର ଅଧିକାରୀ ହେବେ ସେନେଇ…

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର ବଚ୍ଚନ ପରିବାରକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ି ଝିଅ ସହ ଅଲଗା ବଙ୍ଗଳାରେ ରହିବାକୁ ଚାଲିଯିବେ…

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡର ମୋଟ ଅଗ୍ରଣୀ ବର୍ତ୍ତମାନ ୩୦୧ ରନ୍‌ରେ ପହଞ୍ଚିଛି। ଏହି କାରଣରୁ କିୱି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri