ଜମ୍ବୁ-ବାବର ମୁଖ୍ୟ ରାସ୍ତାରେ ଉପୁଡ଼ିଲା ଗଛ, କାଟି ସଫା କଲେ ବିଧାୟକ
ମହାକାଳପଡ଼ା, ୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗୁରୁବାର ରାତିରେ ବାତ୍ୟା ଦାନା ଉପକୂଳ ଅଞ୍ଚଳରେ ସ୍ଥଳଭାଗ ଛୁଇଁଥିଲା। ଏଥିପାଇଁ ରାତିରେ ଲୋକେ ନ ଶୋଇ ଚେଇଁ ରହିଥିଲେ। ମହାକାଳପଡ଼ା ବ୍ଲକ ଅଞ୍ଚଳ ବାତ୍ୟା ଆଶ୍ରୟସ୍ଥଳରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। କେଉଁ ରିଲିଫ୍ କ୍ୟାମ୍ପରେ…
ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ
ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଖପ୍ରାଖୋଲ ବିଡ଼ିଓଙ୍କୁ ଘଟଣା…
ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍ପି ଷଡ଼ଙ୍ଗୀ
ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ ଏମ୍ପି ଷଡ଼ଙ୍ଗୀ ବସ୍ତା, ବାଲିଆପାଳ ଏବଂ ଜଳେଶ୍ୱର ବ୍ଲକର ବିଭିନ୍ନ ଅଞ୍ଚଳରୁ ବାତ୍ୟା ଆଶ୍ରୟସ୍ଥଳୀକୁ…
ବାଂଲାଦେଶ ମୁହାଁ ବାତ୍ୟା! ‘ଦାନା’କୁ ନେଇ ଚେତାବନୀ ଜାରି କଲା ବାଂଲାଦେଶ
ଢାକା,୨୪।୧୦: ବାତ୍ୟା ‘ଦାନା’ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଥିବା ନେଇ ବାଂଲାଦେଶ ଏକ ସତର୍କ ସୂଚନା ଜାରି କରିଛି। ବାଂଲାଦେଶ ପାଣିପାଗ ବିଭାଗର ଏକ ସ୍ବତନ୍ତ୍ର ବୁଲେଟିନ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଗୁରୁବାର ଜାରି କରାଯାଇଥିବା ଏକ…
LOC ନିକଟରେ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ, ୨ ଯବାନ ଶହୀଦ, ୨ ଶ୍ରମିକ ମୃତ
ଶ୍ରୀନଗର,୨୪।୧୦: ଜମ୍ମୁ କଶ୍ମୀରର ଏଲଓସି ନିକଟରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଦୁଇ…
ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…
ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩ କି.ମି.…
ବିଶ୍ୱ ଚାମ୍ପିୟନକୁ ଧୂଳି ଚଟେଇଲା ଭାରତ: ନେଲା ବିଶ୍ୱକପ୍ ପରାଜୟର ବଦ୍ଲା
ଅହମଦାବାଦ,୨୪ା୧୦: ଦିନକିଆ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତୀୟ ମହିଳା ଦଳର ଦୁଇ ପଦାର୍ପଣକାରୀ ଖେଳାଳି ସାଇମା ଠାକୁର ଓ ତେଜଲ ହସବନିସ୍ ପ୍ରଭାବୀ ପ୍ରଦର୍ଶନ କରିଥିବା ବେଳେ ଟି୨୦ରେ ବିଶ୍ୱ ଚାମ୍ପିୟନ ନ୍ୟୁଜିଲାଣ୍ଡକୁ ୫୯ ରନ୍ରେ ପରାସ୍ତ କରିଛି ଭାରତ। ଟସ୍…
‘ଦାନା’ ଲ୍ୟାଣ୍ଡଫଲ କରିବା ପୂର୍ବରୁ ନିଖୋଜ ହେଲେ ୧୬ ମତ୍ସଜୀବୀ
କୋଲକାତା,୨୪।୧୦: ବାତ୍ୟା ‘ଦାନା’ ଆସିବା ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଶମଶେରଗଞ୍ଜ ଏବଂ ଫରକ୍କା ଅଞ୍ଚଳରେ ପବନ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ସମୁଦ୍ରରେ ତିନୋଟି ଡଙ୍ଗା ବୁଡ଼ିଯିବା ସହ ୧୬ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା…
ପୁଣେ ଟେଷ୍ଟରେ ହେଲା ଅଜବ କାରନାମା: ଗୋଟିଏ ସହରର ୨ ବୋଲର କଲେ ଚମତ୍କାର
ପୁଣେ,୨୪।୧୦:ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ଭାରତ ବିପକ୍ଷରେ ପୁଣେ ଟେଷ୍ଟରେ ୨୫୯ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ସମୟରେ ୱାଶିଂଟନ ସୁନ୍ଦର ଭାରତ ପାଇଁ ସାଂଘାତିକ ବୋଲିଂ କରିଥିଲେ। ସେ ୭ ଉଇକେଟ ନେଇଥିଲେ। ଦୀର୍ଘ ଦିନ ପରେ ସୁନ୍ଦର…
ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍! ଚାପିବାକୁ ଚାଲିଛି ଉଦ୍ୟମ
ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍ ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାକୁ ଖଣ୍ଡନ କରିଛି।…
ହଠାତ୍ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ ନିଆଁ ଲାଗି ପୋଡି ଯାଇଛି। ଗ୍ରାମବାସୀ ଏହା ଦେଖି ତୁରନ୍ତ ସ୍ଥାନୀୟ ବିଦ୍ୟୁତ୍ ବିଭାଗ…
ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍ୱର୍କ ନ ଆସିଲେ…
ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା ସମୟରେ…
Archives


