‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଜିମ୍ବାୱେ ବିପକ୍ଷରେ କ୍ଲିନ ସୁଇପ ହାସଲ କରିଥିଲା। ଏହି ସିରିଜ ବିଜୟର ନାୟକ…
ସଂସଦରେ ପହଞ୍ଚିବା ପରେ ହଠାତ୍ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…
ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG ପେପର ଲିକ୍, ପରୀକ୍ଷା ବ୍ୟବସ୍ଥାରେ ଗଡ଼ବଡି ଏବଂ ଛାତ୍ରୀଛାତ୍ରଙ୍କ ଉତ୍ତରଦାୟିତ୍ୱ ଦାବିକୁ ନେଇ…
ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…
ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେ ପହଞ୍ଚିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତବିଶେଷ ପହଞ୍ଚି ତାଙ୍କୁ ବିପୁଳ ସ୍ବାଗତ…
ଏଇ ଭାରତରେ
ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ପଛରେ କାନପୁରର ବୈଭବ ରାଠୋରଙ୍କ ବଡ଼ ଭୂମିକା ରହିଛି।…
ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…
ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି। ନବୀନ କହିଛନ୍ତି, ପିଲାଙ୍କ ପାଠ୍ୟପୁସ୍ତକରେ ଅନେକ ତ୍ରୁଟି…
ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’
ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି ପଦର୍ଶନରେ ଦେଶରୁ ହଜାର ହଜାର ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ। ପ୍ରାୟ ଏକ…
ସବୁଜ ବିକାଶର ଭିତ୍ତିଭୂମି
ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ ଫଳରେ ଶକ୍ତିର ଚାହିଦା ଦିନକୁଦିନ ବଢ଼ିଚାଲିଛି। ଅନ୍ୟପକ୍ଷରେ କୋଇଲା, ପେଟ୍ରୋଲିୟମ ଓ ପ୍ରାକୃତିକ…
ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ
ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଇଥିଲା। CJPଙ୍କ ମଡେଲକୁ ଅନୁସରଣ କରି, ଅନ୍ୟ…
ବିଭବେ ସ୍ବଭାବ ନଷ୍ଟ
ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି ମଲେ ତୁଟେ’। କିନ୍ତୁ ଜନ୍ମରୁ ମୃତ୍ୟୁ ଯାଏ ମଣିଷ ଯେଉଁ ପରିସ୍ଥିତି, ସମୟ,…
ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ
ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା ବେଳେ କେନ୍ଦ୍ରୀୟ କ୍ଷମତା ମେଣ୍ଟ ଚାରି ମିଲିୟନ ଲୋକବଳ ହରାଇଲେ। ମିତ୍ରଶକ୍ତିରେ ଗ୍ରେଟ୍…
୫ବର୍ଷରେ ବାଦ୍ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର
ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର ତାଲିକାର ଚିଠା ପ୍ରସ୍ତାବ ପ୍ରକାଶ ପାଇଛି। ତେବେ ରାଜ୍ୟରେ ପ୍ରତିବର୍ଷ ବିଭିନ୍ନ କାରଣରୁ…
କାହିଁକି ଘରକୁ ଫେରି ନାହାନ୍ତି ଅଭିତିଜ ଦୀପକେ? କେଉଁଠି ଅଛନ୍ତି? ଉଠିଲାଣି ଅନେକ ପ୍ରଶ୍ନ
ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଲେ; ଏବେ ପ୍ରହ୍ଲାଦ ଜୋଷୀ ଏହି ପଦ ଗ୍ରହଣ କରିଛନ୍ତି। ଏହି ଘଟଣାଗୁଡ଼ିକ ମଧ୍ୟରେ,‘କକ୍ରୋଚ ଜନତା ପାର୍ଟି’(CJP)ର ଅଭିଜିତ ଦୀପକେ ଯଥେଷ୍ଟ…

