ପ୍ରତିକାର ପାଇଁ ପ୍ରଶାସନିକ ତତ୍ପରତା
ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଟୁକୁର୍ଲା(ଖେଦାପାଲି)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାର ଆବର୍ଜନା ନିକଟସ୍ଥ ଜଳାଶୟକୁ ପଶିବା ଘଟଣାକୁ ନେଇ ଅସନ୍ତୋଷ ଲାଗି ରହିଛି। ଏହାର ପ୍ରତିବାଦରେ ସୋମବାର ଟୁକୁର୍ଲା ଗ୍ରାମବାସୀ ଜିଲା ମୁଖ୍ୟ ଡାକ୍ତରଖାନା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ…
କୌଣସି ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୨୯ା୮(ଅନୁରାଧା ମହାରଣା): ରାଜ୍ୟରେ ବାର୍ଡ ଫ୍ଲୁକୁ ନେଇ ଚିନ୍ତା ବଢ଼ିଛି। ଏହି ଭୂତାଣୁ କୁକୁଡ଼ାଠାରୁ ଲୋକଙ୍କୁ ବ୍ୟାପିଥିବା ନେଇ ଚର୍ଚ୍ଚା ଚାଲିଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ଏହାକୁ ଖଣ୍ଡନ କରିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର…
ସଂକୀର୍ତ୍ତନରେ ଅଶ୍ଳୀଳତା ବନ୍ଦ ହେଉ
ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ):ସଂକୀର୍ତ୍ତନ ଭାବଭକ୍ତି ଏବଂ ଆଧ୍ୟାତ୍ମିକ ଚେତନାର ବାର୍ତ୍ତାବହ। କିନ୍ତୁ ସଂକୀର୍ତ୍ତନରେ ଅଶ୍ଳୀଳ ଓ ଦ୍ୱିଅର୍ଥ ବୋଧକ ସଙ୍ଗୀତ ପରିବେଷଣ କରାଯାଉଛି। ଏହା ସମାଜ ଉପରେ କୁପ୍ରଭାବ ପକାଉଛି। ଫଳରେ ଏଥିରେ କଟକଣା ଲଗାଯିବା ଦାବିରେ ବୁଧବାର ବରଗଡ଼ ଜିଲା ସଂକୀର୍ତ୍ତନ…
ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି
ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା ପରେ…
ଇନ୍ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା ଅନ୍ତର୍ଗତ ତିମନାର ଗ୍ରାମର ସୁଦ୍ରୁ କରାମ। ତାଙ୍କୁ ଘରୁ ଅପହରଣ କରିନେଇ ହତ୍ୟା କରାଯାଇଥିବା…
ମହିଳା ମାଓବାଦୀଙ୍କୁ ଗଣବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ଲାଗିଲା ପୋଷ୍ଟର
ମାଲକାନଗିରି, ୨୮ା୮(ଦୁର୍ଯ୍ୟୋଧନ ପାତ୍ର): ମହିଳା ମାଓବାଦୀ ବନ୍ତୀ ରାଧାଙ୍କୁ ଗଣବଳାତ୍କାର ପରେ ପ୍ରଜାକୋର୍ଟରେ ହତ୍ୟା ଘଟଣାକୁ ବିରୋଧକରି ଆଣ୍ଟି ମାଓବାଦୀ ପିପୁଲ ପିସ୍ ଫୋର୍ସ ପକ୍ଷରୁ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଗ୍ରାମରେ ବୁଧବାର ମାଓବାଦୀ ବିରୋଧୀ ପୋଷ୍ଟର ଲଗାଯାଇଛି।…
ଜାଲ୍ ଭୋଟର କାର୍ଡରେ ଜମି ରେଜିଷ୍ଟ୍ରେଶନ ଘଟଣା: ଲେଖାଳି ସମେତ ୭ ଜଣଙ୍କ ନାଁରେ ମାମଲା
ଗୋପାଳପୁର,୨୮ା୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିଷି ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ଜାଲ୍ ଭୋଟର ପରିଚୟପତ୍ର ଦେଇ ଜମି ରେଜିଷ୍ଟ୍ରେଶନ କରିବା ନେଇ ତତ୍କାଳୀନ କନିଷି ତହସିଲଦାର ଦଲିଲ ଲେଖାଳି ସମେତ ୭ ଜଣଙ୍କ ନାମରେ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି।…
ପ୍ରଚାରରେ ପିଲାମାନଙ୍କୁ ବ୍ୟବହାର କରି ଫସିଲା ଭାଜପା! ନୋଟିସ କଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ,୨୮।୮: ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ନିର୍ବାଚନ ଆୟୋଗ ଭାଜପାକୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ପ୍ରଚାର ଭିଡିଓରେ ଶିଶୁର ବ୍ୟବହାର ସମ୍ପର୍କରେ ଭାଜପାର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରାଯାଇଥିଲା। କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଭାଜପାର ଏହି…
ଶିକାରୀଙ୍କୁ ଧରୁଛି ଏଆଇ କ୍ୟାମେରା, ପାଞ୍ଚ ଜଣଙ୍କୁ ବାନ୍ଧିଲା ବନ ବିଭାଗ
ଶିମିଳିପାଳ,୨୮।୮: ସରକାରଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଶିକାରୀ। ବୁଧବାର ବନ ବିଭାଗ ଦ୍ୱାରା ପାଞ୍ଚ ଜଣଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସାଉଥ ୱାଇଲ୍ଡ ଲାଇଫ ରେଞ୍ଜରେ ଲାଗିଥିବା…
ଜେସିବି ଜାଳିଦେଲେ ଦୁର୍ବୃତ୍ତ
ଗୋପାଳପୁର,୨୮ା୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧୀଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଏହି ଅଞ୍ଚଳରେ ବିଭିନ୍ନ ଅପରାଧମୂଳକ କାଣ୍ଡ ଘଟାଉଥିବା ବେଳେ ମଙ୍ଗଳବାର ରାତିରେ ଏକ ଜେସିବିକୁ ଦୁର୍ବୃତ୍ତମାନେ ପୋଡ଼ି ଦେଇଛନ୍ତି। ଏ ନେଇ…
୫୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ
ଜଗତସିଂହପୁର,୨୮।୮: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଜଗତସିଂହପୁର ବାଲିକୁଦା ତହସିଲର ମଲ୍ଲିକାପୁର ରାଜସ୍ବ ନିରୀକ୍ଷକ(ଆରଆଇ) ବିଭୁଦତ୍ତ ସାହୁ। ଏକ ଜମି ପଟା ମ୍ୟୁଟେସନ କେସ କୁ ଜଣଙ୍କ ପକ୍ଷରେ କରାଇ ଦେବା ଲାଗି ୫୦୦୦ ଟଙ୍କା ଲାଞ୍ଚ ମାଗି…
ନିଯୁକ୍ତି ଦାବିରେ ଗଣଧାରଣା
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍ଇଏଲ୍ ସମେତ ଅନ୍ୟାନ୍ୟ କମ୍ପାନୀ ଗୁଡ଼ିକରେ ସ୍ଥାନୀୟ ଯୁବତୀ/ଯୁବକମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ଦାବି ନେଇ ବୁଧବାର ବରିଷ୍ଠ ସମାଜସେବୀ ତଥା କଂଗ୍ରେସ ନେତା ଭାଗିରଥୀ ବେହେରାଙ୍କ ନେତୃତ୍ୱରେ ଅଞ୍ଚଳରର କିଛି ମହିଳା/ଯୁବକମାନେ…
Archives


