Home Left

McDonald ବର୍ଗର ଖାଇ ଜଣେ ମୃତ, ଅନେକେ ଅସୁସ୍ଥ! ଏହି ଫୁଡ ଆଇଟମ ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୨୩।୧୦: ଆମେରିକାରେ, ପ୍ରସିଦ୍ଧ ଫୁଡ ଚେନ ମ୍ୟାକଡୋନାଲ୍ଡରୁ ବର୍ଗର ଖାଇବା ପରେ ଲୋକେ ଅସୁସ୍ଥ ହୋଇପଡିଥିବା ଏକ ମାମଲା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ବର୍ଗର ଖାଇବା ପରେ ଆମେରିକାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶହଜାର ଲୋକ ଡାକ୍ତରଖାନାରେ…

କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…

ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି।…

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ କରିଥିଲେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ କଂଗ୍ରେସ ଏମପି…

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି। ତେବେ ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ…

ଭିତରକନିକାରେ ଲ୍ୟାଣ୍ଡଫଲ୍‌! ସମୁଦ୍ରରେ ବଡ଼ ହଲଚଲ୍‌…

ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ମାଡି ଆସୁଛି ବାତ୍ୟା ଦାନା । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ରୂପ ନେଇଛି । ଏହା ଏବେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉପକୂଳକୁ ମାଡି ଆସୁଛି ।

ପ୍ରଭାବ ଦେଖାଇବା ଆରମ୍ଭ କଲାଣି ବାତ୍ୟା, ଏହି ୪ ଜିଲାରେ କରିବ ତାଣ୍ଡବ!

ଭୁବନେଶ୍ୱର,୨୩।୧୦: ୪ ଜିଲାରେ ବାତ୍ୟାର ପ୍ରଭାବ ବେଶି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକରେ ବେଶି ପ୍ରଭାବ ପଡିବ। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ସମ୍ଭାବନା ରହିଛି।…

ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ

ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି ଏଥିରେ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର…

ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳ ଛୁଇଁଛି ବାତ୍ୟାର ବାହ୍ୟବଳୟ। ଏହା ପ୍ରଭାବରେ ବର୍ଷା ଆରମ୍ଭ ହୋଇ ଯାଇଛି। ଆକାଶରେ…

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର

ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବାରାମତି, ୟେଭଲା ଠାରୁ ଛଗନ ଭୁଜବଳ ଏବଂ ଆମ୍ବେଗାଓଁର…

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ସହ ତ୍ରିରଙ୍ଗାକୁ ୨୧ଥର ସାଲ୍ୟୁଟ୍‌ କରିଛନ୍ତି। ତାଙ୍କୁ…

ଭୀଷଣ ନୁହେଁ ଅତି ଭୀଷଣ ହେବ ବାତ୍ୟା! ଶ୍ରୀମନ୍ଦିର ଉପର ଦୃଶ୍ୟ ଦେଖି ଲୋକ ଛାନିଆ…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ମାଡି ଆସୁଛି। କ୍ରମେ ଏହାର ଭୀଷଣ ବାତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri