Home Left

ଆଜି ସନ୍ଧ୍ୟାରୁ ବଦଳିବ ପାଗ: ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୩।୧୦: ବାତ୍ୟା ଦାନାର ପ୍ରଭାବରେ ଆଜି ସନ୍ଧା୍ୟା ପରଠୁ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷିବ। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୫ରେ ମଧ୍ୟ ବର୍ଷାର…

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି। ୨୦୦୧ରେ ଜୟା ଶେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା ଏବଂ ଛୋଟା ରାଜନଙ୍କ ଉପରେ ଏହି ଅଭିଯୋଗ…

ସୃଷ୍ଟି ହେଲା ଆଉ ଏକ ବାତ୍ୟା! ବିଶେଷଜ୍ଞ ତାଜୁବ…

ବାହାମାସ,୨୩।୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ତେବେ ବାତ୍ୟା ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ କରିପାରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ ଗୁରୁତର

ଭଦ୍ରକ, ୨୩।୧୦(ସନାତନ ରାଉତ): ଭଦ୍ରକ ଜିଲା ଆଗରପଡା ଥାନା ଅନ୍ତର୍ଗତ ବଡ ମହିଷଗୋଠ ଗ୍ରାମରେ ପୂର୍ବ ଶତ୍ରୁତାରୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗ୍ରାମର କିଶୋର ଜେନା(୩୨) ଓ ଅଭିନ୍ନ ଜେନା (୩୦) ଦୁଇ ପରିବାର ମଧ୍ୟରେ ପୂର୍ବରୁ ପାରିବାରିକ…

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର ଏହାର ରାୟ ପ୍ରଦାନ କରି କହିଛନ୍ତି, ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ ଆଇନ ପ୍ରଣୟନ କରିବାର…

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଅଭିଭାଷଣ ସହିତ ଅଧିବେଶନ ସକାଳ ୧୧ଟା ୩୦ରେ ଆରମ୍ଭ ହେବ। ଅଧିବେଶନ ଆରମ୍ଭ…

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ, ଆଇନ ଉଲଂଘନ କରି ଉଚ୍ଚକ୍ଷମତା ସମ୍ପନ୍ନ କ୍ରସର୍‌ ପ୍ରତିଷ୍ଠା କରି କ୍ରସିଂ କରାଯାଇ ବିକ୍ରି…

ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….

ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍‌କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍‌ ତେବେ ଶୀଘ୍ର ସମସ୍ତ ମାଗଣା ସରକାରୀ ଯୋଜନା ବନ୍ଦ ହୋଇଯିବ ବୋଲି କୁହାଯାଉଛି। ବିଶ୍ୱାସ କରିବା କଷ୍ଟକର କିନ୍ତୁ ଏହା…

ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…

ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍‌ ବୁଝାମଣାକୁ ନେଇ ଆଲୋଚନା ଜାରି ରହିଛି। ଏହାରି ଭିତରେ ଏନସିପି ନେତା ସୁପ୍ରିୟା ସୁଲେ ମହାରାଷ୍ଟ୍ର…

ହିତାଧିକାରୀଙ୍କ ଇ-କଓ୍ବୋଇସି କରିବାକୁ ସୁରଟ ଯାଇଥିଲେ ଯୋଗାଣ ସହାୟକ: ପଡ଼ିଲା ଭାରି ମହଙ୍ଗା, ଆଇଲା ବେଳକୁ ନାହିଁ

ବୁଗୁଡ଼ା,୨୩।୧୦(କାଳିଚରଣ ଦାଶ): କୌଣସି ଅନୁମତି ନ ନେଇ ହିତାଧିକାରୀମାନଙ୍କ ଇ-କେୱାଇସି କରିବା ପାଇଁ ମେଶିନ ଧରି ସୁରଟ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ୟାଳି ପଞ୍ଚାୟତର ଯୋଗାଣ ସହାୟକ ମିଥୁନ ବିଶ୍ୱାଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହେଉଥିବା…

କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ

ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ଭଦ୍ରକ ସହରର ବିଭିନ୍ନ ଗୋଦାମ ଓ ପରିବା ବଜାରରେ ଚଢ଼ାଉ କରାଯାଇଛି l…

ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର

ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ତୁରନ୍ତ ଦିଲ୍ଲୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri