କଂଗ୍ରେସକୁ ବଡ଼ ଅଫର୍ ଦେଲେ ଅଖିଳେଶ: ସମାଧାନ ହୋଇଯିବ କଳି
ଲକ୍ଷ୍ନୌ,୨୩।୧୦: ଉତ୍ତରପ୍ରଦେଶରେ ବିଧାନସଭା ଉପ-ନିର୍ବାଚନରେ ଆସନ ବାଣ୍ଟିବା ନେଇ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏପର୍ଯ୍ୟନ୍ତ ଏକମତ ହୋଇନାହିଁ। ଦୁଇ ଦଳ ମଧ୍ୟରେ କ୍ରମାଗତ କନ୍ଦଳ ଚର୍ଚ୍ଚା ମଧ୍ୟରେ ଏସପି ଏବଂ କଂଗ୍ରେସ ମଧ୍ୟରେ ଏକ ସହମତି ପ୍ରକାଶ ପାଇବାରେ…
ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି…
ବିଦ୍ୟାର୍ଥୀଙ୍କ ଦାୟିତ୍ୱ ରାଗିଂମୁକ୍ତ ଶିକ୍ଷାନୁଷ୍ଠାନ
ପ୍ରତ୍ୟେକ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ହେଉଛି ପବିତ୍ର ଶିକ୍ଷାର ମନ୍ଦିର, ଯେଉଁଠି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନ ହୁଏ। ତେଣୁ ସେଠାରେ ମନ୍ଦିର ସମାନ ଶାନ୍ତିର ବାତାବରଣ ସୃଷ୍ଟି ହେବା କଥା। ମାତ୍ର ଏବେ ରାଗିଂ ଭଳି କୁତ୍ସିତ, ଘୃଣିତ ଓ…
କ୍ରାନ୍ତିକାରୀ ସମ୍ବତ୍ସର ୧୯୩୬ ଓ ଭଗବତୀଚରଣ
ସମୟ ସ୍ଥିର ନୁହେଁ, ଗତିଶୀଳ। କାଳର ଅସ୍ଥିରତା ଭିତରେ କେବେ କେବେ ଏପରି ଏକ ସମ୍ବତ୍ସରର ଆବିର୍ଭାବ ଘଟେ, ଯାହା କାଳକାଳକୁ ମାନବ-ଚିନ୍ତନର କୀର୍ତ୍ତିକଳସ ସ୍ଥାପନ କରିଯାଏ। ବିଂଶ ଶତାବ୍ଦୀର ଚତୁର୍ଥ ଦଶକର ମଧ୍ୟଭାଗ ଅର୍ଥାତ୍ ୧୯୩୬ରେ ଶୁଭିଥିଲା ଓଡ଼ିଶାରେ ଏପରି…
ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା
ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି…
ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା
ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ ୧ ବର୍ଷ ପାଇଁ ଏକ ମାଗଣା ଇଣ୍ଟରନେଟ ଯୋଜନା ପ୍ରବର୍ତ୍ତନ କରିଥିଲା। ଏଥି ସହିତ…
ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା
ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ ଜଙ୍ଗଲ ରହିଥିବାରୁ ଅଞ୍ଚକରେ ଚାଷ ଜମି ବହୁତ କମ ରହିଛି। ସେଥିମଧ୍ୟରେ ମାତ୍ର ୧୦…
ସ୍କୁଟି ରଖି ନଦୀକୁ ଡେଇଁଲେ ଅଜଣା ବ୍ୟକ୍ତି, ଅଗ୍ନିଶମ ବିଭାଗର ସନ୍ଧାନ ଜାରି
ଛତ୍ରପୁର,୨୩।୧୦ ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ: ଗଞ୍ଜାମ ଥାନା ଅଧିନ ଋଷିକୁଲ୍ୟା ପୋଲ ନିକଟରେ ସ୍କୁଟି ରଖି ନଦୀକୁ ଡେଇଁ ପଡିଛନ୍ତି ଜଣେ ଅଜଣା ବ୍ୟକ୍ତି। ଘଟଣାର ଖବର ପାଇଁ ଅଗ୍ନିଶମ ବିଭାଗ ଓ ଗଞ୍ଜାମ ପୋଲିସର ତଦନ୍ତ କରୁଛି। କିଏ ଓ…
୫ ବର୍ଷ ପରେ ମହାଁମୁହିଁ ହେବେ ମୋଦି-ଜିନ୍ପିଙ୍ଗ: ଦେଖିବ ସାରା ବିଶ୍ୱ
ନୂଆଦିଲ୍ଲୀ,୨୩।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ ରୁଷର କଜାନରେ ଆୟୋଜିତ ହେଉଛି। ଏହାହା ୨୨ ଅକ୍ଟୋବରରୁ ଆରମ୍ଭ ହୋଇ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଆଜି ଏକ ଐତିହାସିକ ଦିନ ଭାବରେ ଦେଖାଯାଉଛି, କାରଣ ଆଜି ପ୍ରାୟ ୫ ବର୍ଷ ପରେ ଚାଇନା…
ଗଭୀର ଅବପାତ ନେଲା ବାତ୍ୟାର ରୂପ: ରାଡାର ଇମେଜରେ ଦୁଶ୍ୟମାନ ହେଲା ବାତ୍ୟାର ଚିତ୍ର
ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି…
କୁଚିଣ୍ଡା ନାବାଳିକା ଗଣବଳାତ୍କାର ମାମଲା: ମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି
କୁଚିଣ୍ଡା,୨୩ା୧୦(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ଦଳିତ ନାବାଳିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ରାଜନୈତିକ ଚାପରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ନ କରି ଘଣ୍ଟ ଘୋଡ଼ାଉଛି ବୋଲି ବିଜେଡି…
ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ
ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି। ବିଏମ୍ସି ପକ୍ଷରୁ ସମସ୍ତ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରାଯାଉଥିବାରୁ ଲୋକେ…
Archives


