Home Left

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ପଦ୍ମପୁର ଗ୍ରାମରେ। ସୂଚନା ଅନୁଯାୟୀ, ଘସିପୁରା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ। ଗୁରୁବାର ବିଳମ୍ବିତ ରାତିରେ ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ବେଲବାହାଳି ଗାଁରେ ଏଭଳି…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬-୨୭ ବଜେଟ ଏକ ଅତ୍ୟନ୍ତ ଶୁଭ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ ହକ ଏବଂ ଜଙ୍ଗଲ ଜମିପଟ୍ଟା ଦାବିରେ ଶୁକ୍ରବାର ଥୁଆମୁଳ ରାମପୁର ତହସିଲଦାରଙ୍କୁ ଏକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି। ପାକିସ୍ତାନୀ ଆକାଉଣ୍ଟଗୁଡ଼ିକ ମିଥ୍ୟା ଦାବି କରୁଛନ୍ତି, ନିପା ଭାଇରସ ଭାରତରେ କାୟା ବିସ୍ତାର…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଉଭୟ ଏନସିପି ଏବେ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ ସେହି ଗ୍ରାମର ଜଣେ ବ୍ୟକ୍ତି ଦୁର୍ଯ୍ୟୋଧନଙ୍କୁ ସରକାରୀ ସାହାଯ୍ୟ ଦେବା ଆଶାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା ପାର୍ଶ୍ୱସ୍ଥ ଏକ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ରାସ୍ତାରେ ଛିଡ଼ା ହୋଇଥିବା ଏକାଧିକ ବାଇକ୍‌…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ପୋଡ଼ାମାରି ଗାଁ ନିକଟସ୍ଥ ବଜାର ସାହିରେ ଥିବା ଏକ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇପାରିନାହିଁ। ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ ଜଣାଇଲେ ବି ସୁଫଳ ମିଳୁନଥିବାରୁ ଛାତ୍ରୀ ଅଶାନ୍ତି ଦେଖାଯାଇଛି। ଏନେଇ କଲେଜ ଅଧ୍ୟକ୍ଷକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri