ଧର୍ମେନ୍ଦ୍ରଙ୍କ ପରେ ଜୋର୍ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…
ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍ ଧରିଛି। ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଥିବାବେଳେ କଂଗ୍ରେସ ଓ…
ଶନି ବଳୟର କଣିକା ସଂଗ୍ରହ କରିବ ଏଆଇ ରୋବୋଟିକ୍ ସିଷ୍ଟମ୍
ୱାଶିଂଟନ,୨୭ା୭: ଶନି ଗ୍ରହର ସୃଷ୍ଟି, ଏହାର ଚାରିପାଖରେ ଥିବା ବିଶାଳ ବଳୟ ଏବଂ ବ୍ରହ୍ମାଣ୍ଡରେ ଗ୍ରହଗୁଡ଼ିକର ବିକାଶ ସମ୍ପର୍କରେ ଲୁଚି ରହିଥିବା ଅନେକ ରହସ୍ୟର ପର୍ଦ୍ଦାଫାଶ କରିବା ପାଇଁ ନାସା ଅଭିନବ ମହାକାଶ ଅଭିଯାନ ପାଇଁ ଯୋଜନା ପ୍ରସ୍ତୁତ କରୁଛି। ‘ପ୍ରକ୍ସିସ୍’…
ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…
ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଅତି ପ୍ରବଳ ବର୍ଷା ନେଇ ୩…
ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା
ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିଲେ ମଧ୍ୟ ପ୍ରଥମ ଦୁଇଟି ରାଉଣ୍ଡ୍ରେ ନାମଲେଖା…
CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…
ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା ସାଙ୍ଗଲେ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା…
ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା
ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି। ଏହି ଗ୍ରାମରେ ୮୪ ଆଦିବାସୀ ପରିବାର ସମେତ ମୋଟ ୧୦୬ ପରିବାର ରହୁଛନ୍ତି।…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏହି ସମୟରେ, ତିନୋଟି ରାଜ୍ୟ: ଆନ୍ଧ୍ର ପ୍ରଦେଶ,…
ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି,…
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର
ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ ଗୁଳିରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ (୨୩) ଆହତ ହୋଇଛନ୍ତି। ପୋଲିସ ଗୁଳି…
ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ
ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବୀନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି,…
ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ
ପୁରୀ,୨୭ା୭ (ଅଜିତ୍ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ…
ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ
ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା ଚେତାବନୀ ଦେଇ ଏହି ଘଟଣାକୁ ଅନ୍ତର୍ଜାତୀୟ ଆଇନ ଏବଂ ଜାତିସଂଘ ଚାର୍ଟରର ଉଲ୍ଲଂଘନ…

