Home Left

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି ପ୍ରତି କ୍ରୟ ଉପରେ ୨୦୦ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ସହ ଫେଷ୍ଟିଭ ଗିଫ୍ଟିଙ୍ଗରେ ୫୦% ପର୍ଯ୍ୟନ୍ତ…

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି ସଫଳତା ହାସଲ କରିିଛନ୍ତି। ତାଙ୍କ ବାପା ଭାଗବତ ନାଏକ କେନ୍ଦୁଝର ସଦର ବ୍ଲକ୍‌ର ଏବିଡିଓ…

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି) ବର୍ତ୍ତମାନ ଓଡ଼ିଶା ବଜାରରେ ଉପଲବ୍ଧ ବୋଲି ଜିନ୍ଦଲ ଗ୍ରୁପ୍‌ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା…

ଲାଇଫ୍‌ ଷ୍ଟାଇଲର ଅଲ୍‌ ନ୍ୟୁ କଲେକ୍ସନ

ନୂଆଦିଲ୍ଲୀ,୨୩।୧୦: ଲାଇଫ୍‌ଷ୍ଟାଇଲ୍‌’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଲାଇଫ୍‌ ଷ୍ଟାଇଲର ଫେଷ୍ଟିଭ୍‌ କଲେକ୍ସନରେ ପାରମ୍ପରିକ ଏବଂ ଫ୍ୟୁଜନ୍‌ ସ୍ବଦେଶୀ ପରିଧାନର କାଳାତୀତ ଆକର୍ଷଣରୁ…

୭% ରହିବ ଜିଡିପି ଅଭିବୃଦ୍ଧି ହାର

ଭୁବନେଶ୍ୱର,୨୩ା୧୦(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର(ଜିଡିପି) ଆକଳନକୁ ୭% ସ୍ଥିର ରଖିଛି। ଏହା ଜୁଲାଇ ଆକଳନ ସହିତ ମେଳ ଖାଉଥିବାବେଳେ ଆଇଏମ୍‌ଏଫ୍‌ କହିଛି , ମହାମାରୀ ସମୟରେ ଚାହିଦା ହ୍ରାସ…

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇଛି। ବାରଙ୍ଗ ପରିବା ବ୍ୟବସାୟୀ ବିଶେଷ କରି କଟକ ଛତ୍ରବଜାରରୁ ପରିବା ସଂଗ୍ରହ…

୫ ହଜାର ଫୁଟ ଉଚ୍ଚରେ ରହସ୍ୟମୟ ଗୁମ୍ଫା

ବେଜିଂ: ବିଶ୍ୱରେ ଏପରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି, ଯାହାର କିଛି ନା କିଛି ରହସ୍ୟ ରହିଛି। ଏହି ପର୍ଯ୍ୟଟନ ସ୍ଥଳୀଗୁଡ଼ିକୁ ଅନେକ ସଂଖ୍ୟାରେ ପର୍ଯ୍ୟଟକ ଭ୍ରମଣ କରିବାକୁ ଆସିଥାନ୍ତି। ଚାଇନାରେ ମଧ୍ୟ ଏପରି ଏକ ସ୍ଥାନ ରହିଛି, ଯାହା ଦୀର୍ଘ ବର୍ଷ…

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌ ପୂର୍ବରୁ ଏହି ଚଳଚ୍ଚିତ୍ର ୧ ହଜାର କୋଟି ଟଙ୍କାର ବ୍ୟବସାୟ କରିପାରିଥିବା ଫିଲ୍ମ କ୍ଲବ୍‌ରେ…

ଲଗାତର ବୋମା ଧମକ: ଆଉ ୫ ସ୍କୁଲ, ୭୯ ବିମାନକୁ ବିସ୍ଫୋରଣରେ ଉଡ଼ାଇବାକୁ ହୋକ୍ସ କଲ୍‌

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୨୩ା୧୦:ସପ୍ତାହେ ମଧ୍ୟରେ ଭାରତୀୟ ଏୟାରଲାଇନ୍ସର ୧୬୦ରୁ ଊର୍ଦ୍ଧ୍ୱ ବିମାନକୁ ବୋମା ଧମକ ମିିଳିବା ସରକାରଙ୍କୁ ଚିନ୍ତାରେ ପକାଇଥିବାବେଳେ ଏବେ ବିଭିନ୍ନ ସ୍କୁଲକୁ ଉଡ଼ାଇଦେବା ପାଇଁ ଇ-ମେଲ୍‌ ଯୋଗେ ଧମକ ଆସିବାରେ ଲାଗିଛି। ଦିଲ୍ଲୀ ଏବଂ ହାଇଦ୍ରାବାଦର ୩ଟି ସିଆର୍‌ପିଏଫ୍‌ ସ୍କୁଲ ଏବଂ…

ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ପବନର…

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’

ଭୋପାଳ, ୨୩।୧୦: ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ସହ ତ୍ରିରଙ୍ଗାକୁ ୨୧ଥର ସାଲ୍ୟୁଟ୍‌ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri