Home Left

ଭାରତ ଜିତିବା ପରେ ପଡ଼ିଆକୁ ଦୌଡି ଆସିଲେ ଅଜଣା ବ୍ୟକ୍ତି, ରାହୁଲଙ୍କୁ ଧରି କରିବାକୁ ଲାଗିଲେ ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୫।୩: ଭାରତ ଚାମ୍ପିୟନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ ପ୍ରବେଶ କରିଛି। ଟିମ ଇଣ୍ଡିଆର ବିଜୟ ପରେ ତୁରନ୍ତ ପଡ଼ିଆରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ବ୍ୟକ୍ତି ସୁରକ୍ଷା ବଳୟ ଭାଙ୍ଗି ପଡ଼ିଆ ଭିତରକୁ ପ୍ରବେଶ କରିଥିଲେ।…

ପୁଣି ଲଜ୍ଜ୍ୟା: ନାବାଳିକାଙ୍କୁ ଗର୍ଭବତୀ କଲେ ନାବାଳକ, ଚାରିଆଡେ ଚର୍ଚ୍ଚା…

ଭଦ୍ରକ,୫।୩(କାଳୀପଦ ରାୟ): ନାବାଳିକାଙ୍କୁ ଗର୍ଭବତୀ ଅଭିଯୋଗରେ ନାବାଳକ ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ନୟାକଣୀଡ଼ିହି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଭଲପାଇ ଶାରୀରିକ ସମ୍ପର୍କ ରଖିଥିଲେ ସେହି ଗ୍ରାମରେ ଜଣେ ନାବାଳକ। ନାବାଳିକା ଜଣଙ୍କ ଆଠ ମାସର ଗର୍ଭବତୀ ଥିବାର ଜଣାପଡିଛି। ଏନେଇ…

ଦୁଇ ପରିବାର ମଧ୍ୟରେ ମାରପିଟ: ୧ ମୃତ, ୪ ଆହତ

ବଲାଙ୍ଗୀର,୫।୩:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଠଗାଁରେ ଦୁଇ ପରିବାର ମଧ୍ୟରେ ମାରପିଟ ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ମଙ୍ଗଳବାର ରାତିରେ ଅଠଗାଁର ଦୁଇ ପଡୋଶୀ ବାଗ ପରିବାର ଓ ରଣା…

ପୋଖରୀରୁ ୨ ଛାତ୍ରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ମହାକାଳପଡ଼ା,୫।୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ମାର୍ଶାଘାଇ ଥାନା ଅନ୍ତର୍ଗତ ସ୍ଥାନୀୟ ଖୁରୁସିଆ ପଞ୍ଚାୟତ ମା’ ବ୍ରହ୍ମାଣି ପୀଠ ପରିସର ପୋଖରୀରେ ଦୁଇ ଛାତ୍ରମାନଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ମୃତ ଦୁଇ ସପ୍ତମ ଶ୍ରେଣୀ ଛାତ୍ର ନିକଟ…

Contraceptive Pills: ଗର୍ଭନିରୋଧକ ବଟିକା ଖାଇଲେ ମହିଳାଙ୍କ ମଧ୍ୟରେ ଦେଖାଯିବ ପୁରୁଷତ୍ୱ ପରିବର୍ତ୍ତନ, ରିସର୍ଚରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୩: ଅସୁରକ୍ଷିତ ଯୌନ ସମ୍ପର୍କ ପରେ ମହିଳା କିମ୍ବା ଝିଅମାନେ ଗର୍ଭନିରୋଧକ ବଟିକା ନିଅନ୍ତି ଏବଂ ନିଶ୍ଚିତ ହୁଅନ୍ତି ଯେ ସେମାନେ ଅନାବଶ୍ୟକ ଗର୍ଭଧାରଣରୁ ମୁକ୍ତି ପାଇଛନ୍ତି। ଏବଂ ଏହା ମଧ୍ୟ ସତ୍ୟ। ଆପଣମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ଏହାକୁ ଅତ୍ୟଧିକ…

ଆଗାମୀ ୨୫ ବର୍ଷ ମଧ୍ୟରେ ହୁ ହୁ ହୋଇ ବଢିବ ମୁସଲମାନ ଜନସଂଖ୍ୟା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୫।୩: ବିଶ୍ୱ ତଥା ଦେଶରେ ଅନେକ ଧର୍ମ ଅଛି, ଯାହାର ଅନୁଗାମୀଙ୍କ ସଂଖ୍ୟା କୋଟି କୋଟି। ଏସବୁ ମଧ୍ୟରେ ଖ୍ରୀଷ୍ଟିଆନ, ଇସଲାମ ଏବଂ ହିନ୍ଦୁ ଧର୍ମର ଲୋକଙ୍କ ସଂଖ୍ୟା ସର୍ବାଧିକ। ୟୁରୋପ, ଆମେରିକା, ଏସିଆ ଏବଂ ଆଫ୍ରିକା ଭଳି ମହାଦେଶରେ ଖ୍ରୀଷ୍ଟିଆନ…

ବିଶ୍ୱର ସବୁଠାରୁ ଛୋଟ ପାର୍କ

ଟୋକିଓ: ଜାପାନ ପୁଣି ଥରେ ନିଜର ଏକ ଅନନ୍ୟ ଆବିଷ୍କାର ସହ ସାରା ବିଶ୍ୱକୁ ଚକିତ କରିଛି। ସମ୍ପ୍ରତି ଏକ ଛୋଟ ପାର୍କ ପାଇଁ ଜାପାନ ଚର୍ଚ୍ଚାରେ ରହିଛି, ଯାହାକୁ ବିଶ୍ୱର ସବୁଠାରୁ ଛୋଟ ପାର୍କ ଭାବେ ଗିନିଜ୍‌ ୱାଲର୍‌ଡ ରେକର୍ଡ…

ହ୍ରିତିକ, ଜୁନିୟର ଏନ୍‌ଟିଆର୍‌ଙ୍କ ମଧ୍ୟରେ ଡ୍ୟାନ୍ସ ମୁକାବିଲା

ମୁମ୍ବାଇ: ଆସନ୍ତା ଅଗଷ୍ଟ ୧୪ରେ ଅଭିନେତା ହ୍ରିତିକ ରୋଶନ ଏବଂ ଜୁନିୟର ଏନ୍‌ଟିଆରଙ୍କ ଅଭିନୀତ ଆକ୍ସନ ଥ୍ରୀଲର ଫିଲ୍ମ ‘ଓ୍ବାର ୨’ ରିଲିଜ୍‌ ହେବାକୁ ଯାଉଛି। ତେବେ ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଫିଲ୍ମ ସମ୍ପର୍କିତ ଏକ ଅପ୍‌ଡେଟ୍‌…

ଡିଅନ୍‌ ରିଭର ଫ୍ରଣ୍ଟ ହାଉସିଂ ପ୍ରକଳ୍ପକୁ ପ୍ରମାଣପତ୍ର

ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ଗୃହ ନିର୍ମାଣକାରୀ ସଂସ୍ଥା ତଥା ଡିଅନ୍‌ ଗ୍ରୁପ୍‌ର ଅଗ୍ରଣୀ ହାଉସିଂ ପ୍ରକଳ୍ପ ‘ଡିଅନ୍‌ ରିଭର ଫ୍ରଣ୍ଟ ଫେଜ୍‌-୧ ଏବଂ ଫେଜ୍‌-୨’କୁ ନିକଟରେ ପଞ୍ଜୀକରଣ ପ୍ରମାଣପତ୍ର ମିଳିଛି। ଏପରିକି କଟକ ବିକାଶରେ ଗୁରୁତ୍ୱ ବହନ କରୁଥିବା ଏବଂ କମ୍ପାନୀର…

ବଜାରରେ ବଜାଜ୍‌ର ଅଲ୍‌ ନ୍ୟୁ ବଜାଜ୍‌ ଗୋଗୋ

ମୁମ୍ବାଇ,୫।୩ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ମଡେଲ ତଥା ବ୍ରାଣ୍ଡ୍‌ର ନୂତନ ଇଲେକ୍ଟ୍ରିକ୍‌ ଅଟୋ ‘ଅଲ୍‌ ନ୍ୟୁ ବଜାଜ୍‌ ଗୋଗୋ’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଅପରପକ୍ଷରେ ‘ବଜାଜ୍‌ ଗୋଗୋ’ର ଶୁଭାରମ୍ଭ ସହ କମ୍ପାନୀ ଇଲେକ୍ଟ୍ରିକ୍‌ ୩ ଚକିଆ…

ଏଆଇ ଯୁଗରେ ଦକ୍ଷ କର୍ମଚାରୀ ବଡ଼ କମ୍ପାନୀଙ୍କୁ ସମସ୍ୟା

ଭୁବନେଶ୍ୱର,୫।୩ (ଅନୁରାଧା ମହାରଣା): ଜେନେରେଟିଭ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଭାରତୀୟ କମ୍ପାନୀଗୁଡିକ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ମାତ୍ର ଟେକ୍ନୋଲୋଜିର ସମ୍ପୂର୍ଣ୍ଣ ଫାଇଦା ନେବାକୁ ବଡ଼ କମ୍ପାନୀଗୁଡ଼ିକ ଠିକ୍‌ ଏଆଇ କୌଶଳ ଏବଂ ଆନୁଷଙ୍ଗିକ ଦକ୍ଷତାପୂର୍ଣ୍ଣ କର୍ମଚାରୀ ଖୋଜିବା କଷ୍ଟ ହୋଇପଡ଼ିଛି। ଏହା କମ୍ପାନୀଗୁଡିକ…

ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପହଞ୍ଚିବା ପରେ ରୋହିତଙ୍କୁ ‘ମୋଟା’କହିଥିବା କଂଗ୍ରେସ ନେତ୍ରୀଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୫।୩: ଆଇସିସି ଚାମ୍ପିୟନ୍ସ ଟ୍ରଫିର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଟିମ ଇଣ୍ଡିଆ ଫାଇନାଲରେ ପହଞ୍ଚିଛି। ରୋହିତ ଶର୍ମାଙ୍କୁ ‘ମୋଟା’ ବୋଲି କହିଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ମଧ୍ୟ ଏହି ବିଜୟ ପାଇଁ ଟିମ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?