ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି
୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍ ମାଧୋସିଂ ହାତଖର୍ଚ୍ଚ…
ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି
ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫…
ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ…
ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…
ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ତାଙ୍କୁ ମହଙ୍ଗା ପଡିଛି। ବରଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ…
ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ…
ବାତ୍ୟା ବେଳେ ପାୱାର୍ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୧୦ ହଜାର ଷ୍ଟାଫ, ୮ ହଜାର ପୋଲ, ୫୦୦ ଟ୍ରାନ୍ସଫର୍ମର ରହିଛି। ୩୦୦…
ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….
ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର ଧରି…
ଆସୁଛି ବାତ୍ୟା, ଜାଣନ୍ତୁ କେଉଁ ଦିନ କେତେ ବେଗରେ ବହିବ ପବନ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…
କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ
ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ୧୨୭ ସିଆରପିଏଫ ବାଲିଗୁଡା ମୁଖ୍ୟ କାର୍ଯ୍ୟାଳୟ, କନ୍ଧମାଳର କମାଡେଣ୍ଟ ପଙ୍କଜ ବର୍ମାଙ୍କ…
ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ମାମଲା: ଜେଲ୍ ଗଲେ ଅଭିଯୁକ୍ତ ସ୍ବାମୀ
ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଏସ. ବେଦମୋତି ଦୋରାଙ୍କୁ ତାଙ୍କ ସାମୀ ଏସ.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ…
ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ
ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ ଅଛନ୍ତି ଏବଂ ରିଆଲିଟି ସୋ ‘ବିଗ ବସ ୧୮’ର ‘ୱିକେଣ୍ଡ କା ଓ୍ବାର୍ ’ସମୟରେ…
ଦାନା ମୁକାବିଲା ପାଇଁ ଅଣ୍ଟା ଭିଡିଲାଣ କେନ୍ଦୁଝର ଜିଲା ପ୍ରଶାସନ
ପାଟଣା,୨୨।୧୦(ବୀର କିଶୋର ଦାଶ): ବାତ୍ୟା ମୁକାବିଲା ପାଇଁ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶିବ ଶଙ୍କର ମୁର୍ମୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ସମସ୍ତ ପ୍ରଶାସନିକ ଅଧିକାରୀ ସହ, ଅଗ୍ନିଶମ ବାହିନୀ,…
Archives


