Home Left

ପଇସା ପଛେ ଯାଉ ଆଳୁ ଘରେ ଥାଉ

କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍‌…

ଭାରତ-ଚାଇନା ଝଗଡା ଶେଷ, ରୁଷିଆ ସାଥିରେ ଆସିଲେ ପଶ୍ଚିମ ଦେଶର ଦାଦାଗିରି ଶେଷ!

ନୂଆଦିଲ୍ଲୀ,୨୨।୧୦: ଦୀର୍ଘ ୪ ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନା ବର୍ତ୍ତମାନ ଶାନ୍ତି ଆଡକୁ ଗତି କରୁଛି। ୨୦୨୦ରେ ଏଲଏସିର ପାଟ୍ରୋଲିଂ ସମ୍ପର୍କରେ ଦୁଇ ଦେଶ ମଧ୍ୟରେ ଏକ ଚୁକ୍ତିନାମା ହୋଇଛି। ଏହି ସମୟରେ ଭାରତୀୟ ପ୍ରଧାନମନ୍ତ୍ରୀ…

କରୁଥିଲେ କଳାବଜାରୀ ଆଳୁ କିଲୋ ୫୦, ପିଆଜ ୭୦: ହଠାତ୍‌ ଛତ୍ରବଜାର ସବୁ ଦୋକାନରେ ପଶିଲା ଯୋଗାଣ ବିଭାଗ

କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍…

ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା, ଏହି ସବୁ ଅଞ୍ଚଳରେ ହେବ…

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ ଏବଂ ଶୁଟିଂ ଭଳି ପ୍ରମୁଖ କ୍ରୀଡାକୁ ବାଦ୍‌ ଦେଇଛି। ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା…

କାଶିଆ ପୋଲ ନିକଟରେ ଦୁର୍ଘଟଣା: ହଠାତ୍‌ ଗୋରୁଙ୍କୁ ଧକ୍କା ଦେଲା କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌

ପାଟଣା,୨୨।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କି କୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥ କାଶିଆ ପୋଲ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌ ଧକ୍କାରେ ୨ଗୋରୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି…

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ, କିନ୍ତୁ ସେ ସେଠାରେ ନିଜକୁ ବଜାୟ ରଖିପାରି ନ ଥିଲେ…

ବାତ୍ୟା ପ୍ରସ୍ତୁତି ନେଇ ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଆସନ୍ତାକାଲି ରାତି ସୁଦ୍ଧା ଲୋକଙ୍କୁ…

ଭୁବନେଶ୍ୱର,୨୨।୧୦: ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ। ଜିଲା…

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡକୁ ତାରକା ବ୍ୟାଟ୍ସମ୍ୟାନ କେନ…

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ…

ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ପରଲୋକ

ଭବାନୀପାଟଣା,୨୨।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ୬୪ ବର୍ଷ ବୟସରେ ମଙ୍ଗଳବାର ସକାଳରେ ପରଲୋକ ହୋଇଛି। ସୋମବାର ଦେହ ଅସୁସ୍ଥ ହେବା ପରେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ମେଡିକାଲ ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri